ଆଜିଠାରୁ ୨୨ ଯାଏଁ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି

ସୋନପୁର,୧୭।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ତାତି ଅସମ୍ଭାଳ। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି। ପରିସ୍ଥିତିକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର ଜିଲାପାଳ ଡ. ନୃପରାଜ ସାହୁ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ୧୮ତାରିଖ ଶନିବାରଠାରୁ ଆସନ୍ତା ୨୨ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରିଛନ୍ତି। ଅଙ୍ଗନଓ୍ବାଡି କେନ୍ଦ୍ରଠାରୁ ଆରମ୍ଭକରି ସ୍କୁଲ, କଲେଜ ଓ ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଛୁଟି ରହିବ ବୋଲି ଜିଲାପାଳ ଡ. ସାହୁ ଶୁକ୍ରବାର ନିର୍ଦ୍ଦେଶନାମା ଜାରି କରିଛନ୍ତି। ତେବେ ପରୀକ୍ଷ ତେବେ ପରୀକ୍ଷା ଥିଲେ ପୂର୍ବ ନିର୍ଦ୍ଧାରିତ ଅନୁଯାୟୀ ସକାଳୁଆ କରିବା ସହ ଆବଶ୍ୟକ ସୁରକ୍ଷା ଓ ପାନୀୟଜଳ ବ୍ୟବସ୍ଥା ସହିତ ସମ୍ପନ୍ନ କରିବାକୁ ଶିକ୍ଷାନୁଷ୍ଠାନର ମୁଖ୍ୟଙ୍କୁ ପରାମର୍ଶ ଦିଆଯାଇଛି। ା ଥିଲେ ପୂର୍ବ ନିର୍ଦ୍ଧାରିତ ଅନୁଯାୟୀ ସକାଳୁଆ କରିବା ସହ ଆବଶ୍ୟକ ସୁରକ୍ଷା ଓ ପାନୀୟଜଳ ବ୍ୟବସ୍ଥା ସହିତ ସମ୍ପନ୍ନ କରିବାକୁ ଶିକ୍ଷାନୁଷ୍ଠାନର ମୁଖ୍ୟଙ୍କୁ ପରାମର୍ଶ ଦିଆଯାଇଛି। ସେହିପରି ପ୍ରଶାସନିକ ନିଷ୍ପତ୍ତି ଅନୁସାରେ ବଲାଙ୍ଗୀର ଜିଲାର ଅଙ୍ଗନଓ୍ବାଡି କେନ୍ଦ୍ର, ସମସ୍ତ ସ୍କୁଲ, କଲେଜ ଓ ବୈଷୟିକ ପ୍ରତିଷ୍ଠାନଗୁଡିକୁ ଶନିବାରଠାରୁ ଆସନ୍ତା ୨୧ ତାରିଖ ଯାଏ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ତେବେ ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟମାନଙ୍କୁ ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କ ଏସ୍‌ଓପି ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି। ନିର୍ଦ୍ଧାରିତ ପରୀକ୍ଷାଗୁଡ଼ିକ ଜାରି ରଖିବାକୁ ପରାମର୍ଶ ଦିଆଯାଇଛି। ପରୀକ୍ଷା ପରିଚାଳନା ସମୟରେ ସତର୍କତାମୂଳକ ପଦକ୍ଷେପ ଗ୍ରହଣ ସହ ଆବଶ୍ୟକ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

<div style=”background-color: #eee; border: 1px solid #cccccc; padding: 5px 20px; margin: 0 Auto; border-radius: 22px;” align=”center”>
<h6>Dharitri – Odisha’s No.1 Odia Daily</h6>
</div>


Enter your email to get our daily news in your inbox.

All Right Reserved By Dharitri.Com

ବୀରଗୋବିନ୍ଦପୁର ନିକଟରେ ଅଜଣା କାର୍ ଧକ୍କା ଯୁବକଙ୍କ ମୃତ୍ୟୁ; ୩ ଘଣ୍ଟା ଧରି ଜାତୀୟ ରାଜପଥ ଅବରୋଧ

ବଞ୍ଚୋ, ୧୮।୭(ପ୍ରଦୋଷ ବିଶ୍ୱାଳ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ ବୀରଗୋବିନ୍ଦପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ…

ପ୍ରତିଦିନ ୮ ଘଣ୍ଟାର ଅଧ୍ୟବସାୟ: ଦ୍ୱିତୀୟ ପ୍ରୟାସରେ ନିଟ୍‌ରେ ସଫଳ ହେଲେ ଚିନ୍ମୟନନ୍ଦ

ଅମରପାଲି, ୧୮।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ମହଦା ଗ୍ରାମ ପଞ୍ଚାୟତର ତିକୁଡ଼ା ଗ୍ରାମର ପ୍ରତିଭାବାନ ଛାତ୍ର ଚିନ୍ମୟନନ୍ଦ ମିଶ୍ର ଚଳିତ ବର୍ଷର ନିଟ୍…

ମସ୍ତିଷ୍କ ରୋଗରେ ଆକ୍ରାନ୍ତ ଯୁବକଙ୍କୁ ଭେଟିଲେ ବିଜେଡି ପ୍ରତିନିଧି ଦଳ, କଲେ ଆର୍ଥିକ ସହାୟତା

ଗଞ୍ଜାମ, ୧୮।୭(ବିଦ୍ୟାଧର ସାହୁ ):ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଦ୍ୟାଧର ପଲାଇ ବର୍ତ୍ତମାନ ଏକ ଗୁରୁତର ମସ୍ତିଷ୍କ ରୋଗରେ ପୀଡିତ ହୋଇ ଚିକିତ୍ସାଧୀନ ଥିବା ଜଣାପଡିଛି।…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଘର ଛାତରୁ ଖସି ପଡ଼ିଲେ ମହିଳା: ଗୁରୁତର ଅବସ୍ଥାରେ ବ୍ରହ୍ମପୁର…

ଦିଗପହଣ୍ଡି, ୧୮।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ପଞ୍ଚାୟତ ବରମୁଣ୍ଡୁଳି ଗ୍ରାମରେ ଶନିବାର ସକାଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ଘର…

ପ୍ରେରଣାର ଉତ୍ସ ଯୁବ ସ୍ୱେଚ୍ଛାସେବୀ: ଜନ୍ମଦିନରେ ମୃତ୍ୟୁଞ୍ଜୟଙ୍କ ରକ୍ତଦାନ ଓ ବୃକ୍ଷରୋପଣ

ହାଟଡିହୀ, ୧୮।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡ଼ରମ୍ପାସ ଗ୍ରାମର ଯୁବ ସ୍ୱେଚ୍ଛାସେବୀ ମୃତ୍ୟୁଞ୍ଜୟ ବେହେରା ନିଜ ଜନ୍ମଦିନକୁ ଅତ୍ୟନ୍ତ ନିଆରା ଓ ପ୍ରେରଣାଦାୟକ…

ଟିଏମ୍‌ସି ନେତା ଅଭିଷେକଙ୍କ କାର୍ଯ୍ୟାଳୟ ଭାଙ୍ଗିଲା ପ୍ରଶାସନ

କୋଲକାତା,୧୮।୭: ଟିଏମ୍‌ସିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତଥା ଲୋକ ସଭା ସଦସ୍ୟ ଅଭିଷେକ ବାନାର୍ଜୀଙ୍କ ଦଳୀୟ କାର୍ଯ୍ୟାଳୟ ଉପରେ ଶନିବାର ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଉକ୍ତ…

ହାଟଡିହୀ ବ୍ଲକର ଗୌରବ: ନିଟ୍ ପରୀକ୍ଷାରେ ଚନ୍ଦନ, ଅଭିଜିତ ଓ ଆଶୁତୋଷଙ୍କ ବାଜିମାତ୍

ହାଟଡିହୀ, ୧୮।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ୩ ଜଣ ମେଧାବୀ ଛାତ୍ର ଜାତୀୟ ସ୍ତରର ମେଡିକାଲ ପ୍ରବେଶିକା ପରୀକ୍ଷା ‘ନିଟ୍ (UG)’ରେ ଚମତ୍କାର…

ଟୋଲ୍ ଗେଟ୍ କର୍ମଚାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ବାପ-ପୁଅ: ପେଟରୁ ବାହାରି ପଡ଼ିଲା ଅନ୍ତବୁଜୁଳା, ଉଭୟ…

ବୈଶିଙ୍ଗା, ୧୮।୭ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ପଦ୍ମନାଭପୁର ଟୋଲ୍ ଗେଟ୍‌ରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଗାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri