ଏବେ ଏହି ଜିଲାରେ ୪ ଦିନ ପାଇଁ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୨୧।୪: ମାଲକାନଗିରିରେ ଆସନ୍ତା ୪ ଦିନ ପାଇଁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ସବୁ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା ହୋଇଛି। ୨୨,୨୩, ୨୪ ଓ ୨୫ ତାରିଖରେ ଶିଶୁ ବାଟିକା ଠାରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଛୁଟି ନିର୍ଦ୍ଦେଶ ହୋଇଛି। ହେଲେ ପଞ୍ଚମ ଓ ଅଷ୍ଟମ ସପ୍ଲିମେଣ୍ଟାରୀ ପରୀକ୍ଷା ଜାରି ରହିବ। ଅନ୍ୟ ବୋର୍ଡ ପରୀକ୍ଷା ଓ ଜନଗଣନା ମଧ୍ୟ ଚାଲିବ। ଶିକ୍ଷକ ଓ କର୍ମଚାରୀଙ୍କ ପାଇଁ ସକାଳ ସାଢେ ୬ଟାରୁ ୧୦ଟା ୩୦ ଯାଏ ସ୍କୁଲ ଖୋଲା।

ସେହିପରି ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ମଧ୍ୟ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ସ୍କୁଲଗୁଡ଼ିକ ୨୧ ତାରିଖରୁ ୨୩ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। ଶିଶୁ ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ପିଲାଙ୍କ ପାଇଁ ଏହି ନିୟମ ଲାଗୁ ହେବ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ହେଲେ ପୂର୍ବତନ କ୍ରିକେଟରଙ୍କ ଶଳା-ଶ୍ୱଶୁର

ମୁମ୍ବାଇ,୨୧।୪: ପୂର୍ବତନ ଭାରତୀୟ କ୍ରିକେଟର ଏବଂ ତୃଣମୂଳ କଂଗ୍ରେସ ଏମପି ୟୁସୁଫ ପଠାନଙ୍କ ଶ୍ୱଶୁର ଘର ଘରେ ଉତ୍ତେଜନା ଦେଖାଦେଇଛି। ମୁମ୍ବାଇ ପୋଲିସ ୟୁସୁଫ ପଠାନଙ୍କ ଶ୍ୱଶୁର…

ଗତକାଲିଠୁ ଥିଲେ ନିଖୋଜ, ଆଜି ମୁର୍ମୂଷୁ ଅବସ୍ଥାରେ କେନାଲରୁ ମିଳିଲେ ନାବାଳକ

ଭଦ୍ରକ, ୨୧।୪(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ନଳାଙ୍ଗ କେନାଲ ବନ୍ଧରୁ ମୁର୍ମୂଷ ଅବସ୍ଥାରେ ନାବାଳକଙ୍କୁ ଉଦ୍ଧାର କରାଯାଇଛି । ସୋମବାର ସନ୍ଧ୍ୟାରୁ ନାବାଳକ ଜଣକ…

ଇରାନ ସହିତ ଯୁଦ୍ଧ ମଧ୍ୟରେ ଜେଲ ଯିବେ ବେଞ୍ଜାମିନ ନେତାନ୍ୟାହୁ!

ଜେରୁଜେଲମ,୨୧।୪: ହଙ୍ଗେରୀର ନୂତନ ପ୍ରଧାନମନ୍ତ୍ରୀ ପିଟର ମାଗୟାର ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ଯେ ଯଦି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ…

ଯାଜପୁର ରେଳ ଷ୍ଟେଶନରୁ ୧୪ ନାବାଳକ ଉଦ୍ଧାର: କୁଆଡେ ଯାଉଥିଲେ, କିଏ ନେଉଥିଲେ… ତଦନ୍ତ ଆରମ୍ଭ

ଭଦ୍ରକ, ୨୧।୪(ସନାତନ ରାଉତ): ବିହାର ରାଜ୍ୟରୁ ଯାଜପୁରରୋଡ଼ ଷ୍ଟେଶନ ଅଭିମୁଖେ ଯାଉଥିବା ୧୪ ନାବାଳକଙ୍କୁ ଉଦ୍ଧାର କରିଛି ଭଦ୍ରକ ଚାଇଲଡ ଲାଇନ ଓ ରେଳବାଇ ପୋଲିସ l…

ଚାଲିଗଲେ ଗୁଣପୁର ସବ୍‌-ରେଜିଷ୍ଟ୍ରାର କାର୍ଯ୍ୟାଳୟର ପିଅନ, ଝୁରି ହେଉଛନ୍ତି କର୍ମଚାରୀ

ଗୁଣପୁର,୨୧ା୪(ସଙ୍କେତ ପାତ୍ର): ଗୁଣପୁର ସବ-ରେଜିଷ୍ଟ୍ରାର କାର୍ଯ୍ୟାଳୟରେ ପିଅନ ଭାବେ କାର୍ଯ୍ୟରତ ଚକ୍ରଗୁଡ଼ା ଗ୍ରାମ ନିବାସୀ ପୀତାମ୍ବର ଶବରଙ୍କର ମଙ୍ଗଳବାର ବ୍ରହ୍ମପୁର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ଘଟିଛି।…

ଫେରି ଆସିଲା ରୋଷେଇ ଗ୍ୟାସର ପୁରୁଣା ଦିନ! ବୁକିଂ ଉପରେ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୪: ପଶ୍ଚିମ ଏସିଆ (ମଧ୍ୟପ୍ରାଚ୍ୟ)ର ପ୍ରଚଳିତ ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରତ୍ୟେକ ସାଧାରଣ ଲୋକଙ୍କ ମନରେ ସମାନ ଭୟ: ପେଟ୍ରୋଲ, ଡିଜେଲ ଏବଂ ରୋଷେଇ ଗ୍ୟାସ ମହଙ୍ଗା…

ମା’ଙ୍କ ହାତଗୋଡ଼ ବାନ୍ଧି ବଳାତ୍କାର କଲେ ପୁଅ: ସାରା ରାତି ରହିବା ପରେ ଘଟିଲା…

ନୂଆଦିଲ୍ଲୀ,୨୧।୪: ଦିଲ୍ଲୀର ବୁରାରି ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ୩୬ ବର୍ଷୀୟ ପୁଅ ନିଶାଗ୍ରସ୍ତ ଅବସ୍ଥାରେ ନିଜ ୭୦ ବର୍ଷୀୟା ବୃଦ୍ଧା…

୩୦୦ ୟୁନିଟ ପର୍ଯ୍ୟନ୍ତ ମାଗଣା ବିଦ୍ୟୁତ୍‌, ମହିଳାଙ୍କ ପାଇଁ ୪୦,୦୦୦ ଟଙ୍କା ପେନସନ: ବଡ଼ ଘୋଷଣା କଲେ…

ଲକ୍ଷ୍ନୌ,୨୧।୪: ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅଖିଳେଶ ଯାଦବ ସୋମବାର ଏକ ବଡ଼ ନିର୍ବାଚନୀ ଘୋଷଣା କରି କହିଛନ୍ତି ଯେ ଯଦି ସମାଜବାଦୀ ପାର୍ଟି ୨୦୨୭ରେ ରାଜ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri