କାଲି ଏହି ଜିଲାରେ ସ୍କୁଲ ଛୁଟି, ଜାଣନ୍ତୁ…

କେନ୍ଦୁଝର,୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଥିବା ଜଣାପଡ଼ିଛି।

ବର୍ତ୍ତମାନ ଏହି ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ପ୍ରଭାବ ପକାଉଛି। ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ପାଗ ମେଘୁଆ ରହିବା ସହ ବର୍ଷାର ପରିମାଣ ବଢ଼ିବାର ଆଶଙ୍କା ରହିଛି। କେନ୍ଦୁଝର ଜିଲାପାଳ ଲଘୁଚାପ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସୋମବାର ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲ ସହିତ ଅଙ୍ଗନବାଡ଼ି କେନ୍ଦ୍ରକୁ ମଧ୍ୟ ଛୁଟି ଘୋଷଣା କରିଛନ୍ତି। ଏପରିକି ଯୋଡ଼ା ବ୍ଲକ୍‌ରେ ହେବାକୁ ଥିବା ଅଭିଯୋଗ ଶୁଣାଣି ମଧ୍ୟ ସ୍ଥଗିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

ଅର୍ପିତାଙ୍କୁ ମିଳିଲା ‘ବାବାଜୀ ଚରଣ ଜେନା ସ୍ମାରକୀ ସମ୍ମାନ’ ପ୍ରଦାନ, ଛୁଟିଲା ଶୁଭେଚ୍ଛାର ସୁଅ

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଟି.ଏମ୍. ଏକାଡେମୀ ଡଅଁର ହାଇସ୍କୁଲରେ ୨୦୨୬ ଶିକ୍ଷାବର୍ଷର ମାଟ୍ରିକ ପରୀକ୍ଷାରେ ସର୍ବାଧିକ ନମ୍ବର ରଖିଥିବା ଛାତ୍ରୀଙ୍କୁ ସମ୍ମାନ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

କାର-ବୁଲେଟ୍ ମୁହାଁମୁହିଁ ଧକ୍କା, ଚାଲିଗଲା ବିଏସଏଫ ଯବାନଙ୍କ ଜୀବନ

ରିଆମାଳ,୧୬।୮(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ କୁଣ୍ଢେଇଗୋଳା ଥାନା କଟାସର ଶିବ ମନ୍ଦିର‌ ଘାଟିରେ ଶନିବାର ଦିନ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଥିଲା ।…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri