ବାତ୍ୟା ଲାଗି ସ୍କୁଲ ଛୁଟି

ମାଲକାନଗିରି,୧୧।୫(ଡି.ଏନ୍‌.ଏ.): ବାତ୍ୟା ଅସାନିକୁ ନେଇ ମାଲକାନଗିରି ପ୍ରଶାସନ ପକ୍ଷରୁ ଜିଲାର ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଆନ୍ଧ୍ର ସୀମାବର୍ତ୍ତୀ ଅଞ୍ଚଳ ହୋଇଥିବାରୁ ମାଲକାନଗିରି ଜିଲା ପ୍ରଭାବିତ ହେବାର ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ମାଲକାନଗିରି ଜିଲା ପ୍ରଶାସନ ଏହି ନିଷ୍ପତ୍ତି ନିଅଯାଇଛି। ଅସାନି ପ୍ରଭାବରେ ଏବେ ବିଶାଖାପାଟଣାରେ ବର୍ଷା ସାଙ୍ଗକୁ ପବନ ବହୁଛି । ହେଲେ ବାତ୍ୟା ଅସାନି ଏବେ ଦୁର୍ବଳ ହେବାରେ ଲାଗିଛି । ଏହା ସ୍ଥଳଭାଗ ଛୁଇଁବାର କିଛି ସମୟ ପରେ ପୁଣି ସମୁଦ୍ରକୁ ଚାଲି ଯିବ। ରିକର୍ଭ କରି ସମାନ୍ତରାଳ ଭାବେ ଓ ଉପକୂଳ ଦେଇ ଗତି କରିବ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବଚ୍ଛ ସର୍ବେକ୍ଷଣ: ଚିକିଟି ଏନ୍‌ଏସି ରାଜ୍ୟରେ ପ୍ରଥମ

ଛତ୍ରପୁର,୮।୧୦(ଡି.ଏନ.ଏ): କେନ୍ଦ୍ର ଗୃହ ଓ ନଗର ଉନ୍ନୟନ ବିଭାଗ ତରଫରୁ ସ୍ବଚ୍ଛତା ସର୍ବେକ୍ଷଣ ମାଧ୍ୟମରେ ସହରାଞ୍ଚଳଗୁଡିକର ପରିମଳ ବ୍ୟବସ୍ଥା ଓ ଏହାର ବିଭିନ୍ନ କାର୍ଯ୍ୟକ୍ରମକୁ ସର୍ବେକ୍ଷଣ...

ରେଲୱେ ଓଭରବ୍ରିଜ ଦାବି ତେଜିଲା

ଯାଜପୁର ରୋଡ,୫ା୯(ଡି.ଏନ.ଏ.):ବ୍ୟାସନଗର ମିଳିତ ମଞ୍ଚର ଲିଖିତ ଦାବି ଅନୁଯାୟୀ ମିଳିଥିବା ପ୍ରତିଶ୍ରୁତି ଅନୁସାରେ ଯାଜପୁର-କେନ୍ଦୁଝର ରୋଡ ରେଳଷ୍ଟେଶନକୁ ଡିଭିଜନ ମାନ୍ୟତା, ରେଲବାଇ ଓଭର ବ୍ରିଜ ଓ...

୩ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଜି ଉଦୟଗିରି ବଡ଼ସାହି ହେଲା କଣ୍ଟେନମେଣ୍ଟ ଜୋନ୍‌

ଜି ଉଦୟଗିରି, ୨।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି ଉଦୟଗିରି ସହରରେ କିଛିଦିନ ହେବ କଣ୍ଟେନମେଣ୍ଟ ଜୋନ୍‌ ହଟିଥିବା ବେଳେ ବୁଧବାର ପୁଣିଥରେ ସହରର ସବୁଠାରୁ ବଡ଼...

ବଲାଙ୍ଗୀର ପୌରପାଳିକା ବୁଲା ଗୋରୁଙ୍କୁ ଖାଇବାକୁ ଦେଉନି

ବଲାଙ୍ଗୀର, ୨୦ା୪-ଲକ୍‌ଡାଉନ ଅବଧିକୁ ପ୍ରାୟ ମାସେ ପୂରିବାକୁ ବସିଲାଣି। ବଲାଙ୍ଗୀର ସହରରେ ବୁଲା ଗାଈଗୋରୁ ଭୋକିଲା ଅବସ୍ଥାରେ ବୁଲୁଛନ୍ତି। ରାଜ୍ୟ ସରକାର ବୁଲା ଗାଈଗୋରୁ, କୁକୁରଙ୍କୁ...

ଆଉ କିଛି ସମୟ ମଧ୍ୟରେ ପଞ୍ଚଭୂତରେ ବିଲୀନ ହେବେ ୨ ବୀର ଯବାନ

ଭୁବନେଶ୍ୱର,୧୯ା୬(ବ୍ୟୁରୋ): ପୂର୍ବ ଲଦାଖ ସୀମା ଗଲ୍‌ଓ୍ବାନ୍‌ ଉପତ୍ୟକାରେ ଚାଇନା ଶତ୍ରୁ ସହ ଲଢ଼ି ଦେଶ ପାଇଁ ଶହୀଦ ହୋଇଥିବା ଦୁଇ ଓଡ଼ିଆ ବୀରଙ୍କ ଜନ୍ମମାଟିରେ ଆଉ...

୧୪୭ କେରଳ ଫେରନ୍ତାଙ୍କୁ ସ୍ବାଗତ କଲା ପ୍ରଶାସନ

ରାଜନଗର,୩ା୫(ଡି.ଏନ୍‌.ଏ.): କେରଳରେ ଫସିଥିବା ୧୪୭ ପ୍ରବାସୀ ଓଡ଼ିଆ ୪ଟି ବସ୍‌ରେ ଆସି ରବିବାର ଅପରାହ୍ନରେ ରାଜନଗରରେ ପହଞ୍ଚିଛନ୍ତି। ସେମାନେ ରାଜନଗର ବ୍ଲକ ମହିଷାସୁର ଯଜ୍ଞ ପଡ଼ିଆରେ ପହଞ୍ଚିବା...

ମାଲକାନଗିରିରେ ମାଓବାଦୀଙ୍କ ଲଙ୍କାକାଣ୍ଡ

ମାଲକାନଗିରି,୧୮।୫(ଡି.ଏନ୍‌.ଏ): ମାଲକାନଗିରିରେ ମାଓବାଦୀଙ୍କ ବର୍ବରତା ଦେଖିବାକୁ ମିଳିଛି। ଶୁକ୍ରବାର ବିଳମ୍ବିତ ରାତିରେ ମାଥିଲି ଥାନା ଅନ୍ତର୍ଗତ ଟେମୁରପାଲି ପଞ୍ଚାୟତ କାର୍ଯ୍ୟାଳୟରେ ପ୍ରାୟ ୩୦ରୁ ୪୦ ମାଓବାଦୀ...

ଝାରସୁଗୁଡ଼ାରେ ଆଗରେ ରହିଛି ବିଜେଡି

ଝାରସୁଗୁଡ଼ା ଅଫିସ, ୨୬।୨ ଝାରସୁଗୁଡ଼ା ଜିଲାରେ ଶନିବାର ପ୍ରଥମ ପର୍ଯ୍ୟାୟ ଭୋଟ ଗଣତି ଜାରି ରହିଛି। ପ୍ରଥମ ପର୍ଯ୍ୟାୟରେ ଝାରସୁଗୁଡ଼ା ଜିଲାର ୯ଟି ଜୋନରେ ଭୋଟ୍‌...

Advertisement
Archives

Model This Week