ବଦଳିପାରେ ସ୍କୁଲ ସମୟ

ଭୁବନେଶ୍ୱର, ୨।୩(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ସୋମବାରଠାରୁ ସକାଳୁଆ ସ୍କୁଲ ଆରମ୍ଭ ହୋଇଛି। ପରିବର୍ତ୍ତିତ ସମୟ ସୂଚୀ ଅନୁସାରେ ନବମ ଓ ଏକାଦଶ ଶ୍ରେଣୀ ପାଠପଢ଼ା ସକାଳ ୭ଟାରୁ ୯ଟା ପର୍ଯ୍ୟନ୍ତ ହୋଇଥିବାବେଳେ ଦଶମ ଓ ଦ୍ୱାଦଶ ଶ୍ରେଣୀରେ ସକାଳ ୯ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ହୋଇଛି। ତେବେ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲା ସ୍କୁଲ୍‌ରୁ ଫେରିବା ସମୟରେ ପ୍ରବଳ ଖରା ହେଉଥିବାରୁ ସମୟ ସୂଚୀରେ ପରିବର୍ତ୍ତନ ହୋଇପାରେ। ଏନେଇ ତର୍ଜମା ଚାଲିଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି। ପରିବର୍ତ୍ତିତ ସମୟକୁ ଓଡ଼ିଶା ମାଧ୍ୟମିକ ସ୍କୁଲ ସଂଘ(ଓଷ୍ଟା) ବିରୋଧ କରୁଛି। ଅପରାହ୍ନ ୧ଟାରେ ଛାତ୍ରୀଛାତ୍ର ଓ ଶିକ୍ଷକମାନେ ସ୍କୁଲ୍‌ରୁ ଘରକୁ ଫେରିଲେ ସେମାନଙ୍କ ଜୀବନ ପ୍ରତି ବିପଦ ଆଶଙ୍କା କରୁଛନ୍ତି। ତେଣୁ ଯଥାଶୀଘ୍ର ସମୟ ପରିବର୍ତ୍ତନ କରିବା ପାଇଁ ଓଷ୍ଟା ଦାବି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଣ ବିକ୍ରି ଓ ଫୁଟାଇବା ଉପରେ ଲାଗିଲା କଟକଣା

ଭୁବନେଶ୍ୱର,୩।୧୧(ବ୍ୟୁରୋ)-ମହାମାରୀ କରୋନାକୁ ନଜରରେ ରଖି ଆସନ୍ତା ଦୀପାବଳିରେ ବାଣ ବିକ୍ରି ଓ ଫୁଟାକୁ ନିଷିଦ୍ଧ ଘୋଷଣା କରାଯାଇଛି। ନଭେମ୍ବର ୧୦ ରୁ ୩୦ ପର୍ଯ୍ୟନ୍ତ ଏହି...

ପହଣ୍ଡିରେ ସାମିଲ ଦଇତା ସେବକଙ୍କର କରୋନା ଟେଷ୍ଟ ହେଉ: ନିଯୋଗ ସଭାପତି

ପୁରୀ ଅଫିସ, ୨୫।୫: ଆସନ୍ତା ଜୁନ୍‌ ୫ରେ ଦେବସ୍ନାନ ପୂର୍ଣ୍ଣିମା। ମହାପ୍ରଭୁଙ୍କ ସ୍ନାନ ଯାତ୍ରାରେ ସର୍ବନିମ୍ନ ସେବକଙ୍କ ତାଲିକା ଦେବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ...

ବରଗଡ଼ ଜିଲାପାଳ-ଏସ୍‌ପିଙ୍କ ନାମରେ ଜାଲ ଫେସବୁକ୍‌ ଆକାଉଣ୍ଟ: ମାମଲା ରୁଜୁ କରି ପୋଲିସର ତନାଘନା

ବରଗଡ଼ ଅଫିସ,୨୬।୫- ବରଗଡ଼ ଜିଲାରେ ସାଇବର୍‌ କ୍ରାଇମରେ ଅପରାଧୀମାନେ ସକ୍ରିୟ ହୋଇ ପଡିଛନ୍ତି। ଅପରାଧୀମାନେ ଖୋଦ ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଏବଂ ଏସ୍‌ପି ପଦ୍ମିନୀ...

ଅଂଶୁପ୍ରଜ୍ଞାଙ୍କୁ ‘ଆର୍ଥ ହିରୋ ପୁରସ୍କାର’

ଭୁବନେଶ୍ୱର, ୩।୧୦(ବ୍ୟୁରୋ): ଓଡ଼ିଶାର ବନ ଅଧିକାରୀ ଅଂଶୁପ୍ରଜ୍ଞା ଦାସ ନାଟ୍‌ୱେଷ୍ଟ ଗ୍ରୁପ୍‌ ଆର୍ଥ ହିରୋ ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି। ଅଂଶୁପ୍ରଜ୍ଞା ସାତକୋଶିଆର ମହାନଦୀ...

ଅଲିଭ୍‌ ରିଡ୍‌ଲେଙ୍କ ସୁରକ୍ଷା ଚିନ୍ତା

କେନ୍ଦ୍ରାପଡ଼ା ଅଫିସ,୧ା୧୧: ବିରଳ ଅଲିଭ୍‌ ରିଡ୍‌ଲେ କଇଁଛ ସୁରକ୍ଷା ପାଇଁ ବିଶ୍ୱ ପ୍ରସିଦ୍ଧ ଗହୀରମଥା ସାମୁଦ୍ରିକ ଅଞ୍ଚଳରେ ନଭେମ୍ବର ୧ ରବିବାରଠାରୁ କଟକଣା ଆରମ୍ଭ ହେଉଛି।...

ବଢ଼ୁଛି ସଂକ୍ରମଣ: ରାଜ୍ୟରେ ଚିହ୍ନଟ ହେଲେ ୨୯୭ ନୂଆ ପଜିଟିଭ, କଳାହାଣ୍ଡିରୁ ସର୍ବାଧିକ

ଭୁବନେଶ୍ୱର, ୩୧।୩(ବ୍ୟୁରୋ): ରାଜ୍ୟରେ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଏହି କ୍ରମରେ ବୁଧବାର ୨୯୭...

ଯାଜପୁର, ବ୍ୟାସନଗର, ପାଣିକୋଇଲି, ଚଣ୍ଡିଖୋଲ ଶଟଡାଉନ୍ : ସମସ୍ତ ବ୍ଲକ ମୁଖ୍ୟାଳୟ ବନ୍ଦ ରହିବ

ଯାଜପୁର ଅଫିସ/ଯାଜପୁର ଟାଉନ,୪ା୪(ଡି.ଏନ୍.ଏ.)- ଯାଜପୁର ଜିଲା ବ୍ରହ୍ମବରଦା ଗ୍ରାମରେ ଚିହ୍ନଟ ହୋଇଥିବା କରୋନା ସଂକ୍ରମିତ ବହୁ ଲୋକଙ୍କ ସଂସ୍ପର୍ଶରେ ଆସିଥିବା ପ୍ରଶାସନ ଆଶଙ୍କା କରୁଛି। ଏଥତ୍ପାଇଁ...

ପାରାଦୀପରେ ମାରାତ୍ମକ: ପ୍ରଦୂଷଣ ପ୍ରସଙ୍ଗ ସବୁ ଶିଳ୍ପସଂସ୍ଥାକୁ ଜରିମାନା ନୋଟିସ

ପାରାଦୀପ, ୮।୨ (ସ୍ବ.ପ୍ର.): ରାଜ୍ୟର ଅର୍ଥନୈତିକ ମୁଖଶାଳା ପାରାଦୀପରେ ଦେଶର ଦ୍ୱିତୀୟ ବୃହତ୍‌ ବନ୍ଦର ସମେତ ଏସିଆର ବୃହତ୍‌ ସାର କାରଖାନା ଓ ବୃହତ୍‌ ବିଶୋଧନାଗାର...

Advertisement

BGU

Archives

Model This Week

Why Dharitri