ନଭେମ୍ବର ୧୬ରୁ ସ୍କୁଲ ଯିବେ ନବମରୁ ଦ୍ୱାଦଶ ଶ୍ରେଣୀ ପିଲା

ଭୁବନେଶ୍ୱର, ୩୧।୧୦(ବ୍ୟୁରୋ): ମହାମାରୀ କରୋନା ପାଇଁ ରାଜ୍ୟରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିଲା। ଅନ୍‌ଲକ୍‌-୬ରେ ଶିକ୍ଷାନୁଷ୍ଠାନ ଖୋଲିଛନ୍ତି ରାଜ୍ୟ ସରକାର। ନଭେମ୍ବର ୧୬ରୁ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବ। ନବମରୁ ଦ୍ୱାଦସ ବ୍ୟତୀତ ଅନ୍ୟ ସବୁ ଶିକ୍ଷାନୁଷ୍ଠାନ ୩୦ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏସ୍‌ଓପି ଜାରି ହେବ। ତେବେ ଏହି ନିର୍ଦ୍ଦେଶନାମା ଅନୁସାରେ କଣ୍ଟେନମେଣ୍ଟ ଜୋନ୍‌ରେ ଲକ୍‌ଡାଉନ୍‌ ଜାରି ରହିବ ବୋଲି ଏଥିରେ ଉଲ୍ଲେଖ ରହିଛି।

ରାଜ୍ୟରେ କରୋନା ସ୍ଥିତିକୁ ଦେଖି ସ୍କୁଲ ଖୋଲିବା ଉପରେ ରୋକ ଲଗାଯାଇଥିଲା । ରାଜ୍ୟରେ ଇତିମଧ୍ୟରେ କରୋନାକୁ ୭ମାସରୁ ଅଧିକ ଦିନ ହୋଇଯାଇଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସ୍କୁଲ ଓ କଲେଜ ଖୋଲିବା ଉପରେ କଟକଣା ଲଗାଇଥିଲେ ସରକାର । କରୋନା ସମୟରେ ଛାତ୍ରଛାତ୍ରୀମାନେ ଅନ୍‌ଲାଇନ ଜରିଆରେ ପାଠ ପଢୁଥିଲେ । ତେବେ କରୋନା ସ୍ଥିତିରେ ସୁଧାର ଆସୁଥିବାରୁ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ସରକାର ।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

SIR ଡ୍ୟୁଟିରେ ଥିବା ବିଚାରପତିଙ୍କୁ ସୁରକ୍ଷା ଦେବା ପାଇଁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ/କୋଲକାତା,୨ା୪: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପାଇଁ ନିଯୁକ୍ତ ନ୍ୟାୟିକ ବିଚାରପତିମାନଙ୍କ ପ୍ରତି ସୃଷ୍ଟି ହୋଇଥିବା ବିପଦକୁ ସୁପ୍ରିମକୋର୍ଟ ଗୁରୁବାର ଗମ୍ଭୀର ଭାବରେ…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

SIR ଅଧିକାରୀଙ୍କୁ ବନ୍ଧକ ରଖିବା ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ କଠୋର ଆଭିମୁଖ୍ୟ: ମମତା ବାନାର୍ଜୀ ସରକାରଙ୍କୁ କାରଣ ଦର୍ଶାଅ ନୋଟିସ

ନୂଆଦିଲ୍ଲୀ,୨।୪: ପଶ୍ଚିମବଙ୍ଗରେ ଏକ ସ୍ବତନ୍ତ୍ର ସଘନ ସମୀକ୍ଷା (SIR) କରିବାକୁ ଯାଇଥିବା ଅଧିକାରୀମାନଙ୍କୁ ବନ୍ଧକ ରଖିବା ମାମଲାରେ ସୁପ୍ରିମକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ମାମଲାରେ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri