ନଭେମ୍ବର ୧୬ରୁ ସ୍କୁଲ ଯିବେ ନବମରୁ ଦ୍ୱାଦଶ ଶ୍ରେଣୀ ପିଲା

ଭୁବନେଶ୍ୱର, ୩୧।୧୦(ବ୍ୟୁରୋ): ମହାମାରୀ କରୋନା ପାଇଁ ରାଜ୍ୟରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିଲା। ଅନ୍‌ଲକ୍‌-୬ରେ ଶିକ୍ଷାନୁଷ୍ଠାନ ଖୋଲିଛନ୍ତି ରାଜ୍ୟ ସରକାର। ନଭେମ୍ବର ୧୬ରୁ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବ। ନବମରୁ ଦ୍ୱାଦସ ବ୍ୟତୀତ ଅନ୍ୟ ସବୁ ଶିକ୍ଷାନୁଷ୍ଠାନ ୩୦ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏସ୍‌ଓପି ଜାରି ହେବ। ତେବେ ଏହି ନିର୍ଦ୍ଦେଶନାମା ଅନୁସାରେ କଣ୍ଟେନମେଣ୍ଟ ଜୋନ୍‌ରେ ଲକ୍‌ଡାଉନ୍‌ ଜାରି ରହିବ ବୋଲି ଏଥିରେ ଉଲ୍ଲେଖ ରହିଛି।

ରାଜ୍ୟରେ କରୋନା ସ୍ଥିତିକୁ ଦେଖି ସ୍କୁଲ ଖୋଲିବା ଉପରେ ରୋକ ଲଗାଯାଇଥିଲା । ରାଜ୍ୟରେ ଇତିମଧ୍ୟରେ କରୋନାକୁ ୭ମାସରୁ ଅଧିକ ଦିନ ହୋଇଯାଇଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସ୍କୁଲ ଓ କଲେଜ ଖୋଲିବା ଉପରେ କଟକଣା ଲଗାଇଥିଲେ ସରକାର । କରୋନା ସମୟରେ ଛାତ୍ରଛାତ୍ରୀମାନେ ଅନ୍‌ଲାଇନ ଜରିଆରେ ପାଠ ପଢୁଥିଲେ । ତେବେ କରୋନା ସ୍ଥିତିରେ ସୁଧାର ଆସୁଥିବାରୁ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ସରକାର ।


Enter your email to get our daily news in your inbox.

All Right Reserved By Dharitri.Com

ପେନ୍‌ସନଭୋଗୀଙ୍କ ଲାଇଫ ସାର୍ଟିଫିକେଟ ଦାଖଲ ଅବଧି ୩୧ ଯାଏ ବୃଦ୍ଧି

ଭୁବନେଶ୍ୱର, ୧ା୧୨(ବ୍ୟୁରୋ):ମହାମାରୀକୁ ଦୃଷ୍ଟିରେ ରଖି ପେନ୍‌ସନଭୋଗୀଙ୍କ ବାର୍ଷିକ ଜୀବିତ ପ୍ରମାଣପତ୍ର (ଲାଇଫ୍‌ ସାର୍ଟିଫିକେଟ୍‌) ଦାଖଲ ଅବଧିକୁ ଡିସେମ୍ବର ୩୧ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ପ୍ରତିବର୍ଷ ପେନ୍‌ସନଭୋଗୀମାନେ...

ଶାନ୍ତିସ୍ତୂପରେ କମଲ ହାସନ

ପୁରୁଣା ଭୁବନେଶ୍ୱର,୧୯ା୧୧(ଡି.ଏନ.ଏ.): କନ୍ନଡ ଫିଲ୍ମ ସୁପରଷ୍ଟାର ତଥା ରାଜନେତା କମଲ ହାସନ ସୋମବାର ଅପରାହ୍ନରେ ହଠାତ୍‌ ଶାନ୍ତିସ୍ତୂପ ଧଉଳି ବୁଲିବାକୁ ଆସିଥିଲେ। ପ୍ରଥମେ ସେ ଅଶୋକଙ୍କ...

ବର୍ଲିନ ମହୋତ୍ସବରେ ଓଡ଼ିଆ ଫିଲ୍ମ

ଭୁବନେଶ୍ୱର,୨୮।୯: ଜର୍ମାନୀର ବର୍ଲିନଠାରେ ଅନୁଷ୍ଠିତ ହେଉଥିବା ଇଣ୍ଡୋ ଜର୍ମାନ ଫିଲ୍ମ ମହୋତ୍ସବରେ ପ୍ରଦର୍ଶିତ ହୋଇଛି ଓଡ଼ିଶାର କ୍ରୀଡ଼ା ଡକ୍ୟୁମେଣ୍ଟ ଭିତ୍ତିକ ଫିଲ୍ମ ‘ଦ ମାଉଣ୍ଟେନ୍‌ ହକି’।...

ସରକାରୀ ହୋର୍ଡିଂରୁ ଉଠିବ ନେତା, ମନ୍ତ୍ରୀଙ୍କ ଫଟୋ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ନିର୍ବାଚନ କମିଶନର କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସମସ୍ତ ସରକାରୀ ହୋର୍ଡିଂରୁ...

ଅନ୍ଧାରରେ ୪୬ ଗଁ।, ହୋଇନି ବିଦ୍ୟୁତ୍‌ ସଂଯୋଗ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଦାରିଙ୍ଗବାଡ଼ି,୧ା୧୦(ଡି.ଏନ.ଏ)-ଆଦିବାସୀ ଅଧ୍ୟୁଷିତ ଅଞ୍ଚଳକୁ ସରକାର ବିଭିନ୍ନ ସୁବିଧା ସୁଯୋଗ ଦେଉଥିବା ଦୃଷ୍ଟାନ୍ତ ରହିଛି ା କିନ୍ତୁ କେତେକ ସ୍ଥାନରେ ଏହା କାର୍ଯ୍ୟକାରୀ ହେଉଥିବା ବେଳେ ଅନ୍ୟ...

ପ୍ରଦୂଷଣ ବଳୟରେ ଖୋର୍ଦ୍ଧା : ରୋଗ ବାଣ୍ଟୁଛି କ୍ରଶର, ଖଣି ବିଗାଡୁଛି ପରିବେଶ

ଖୋର୍ଦ୍ଧା ଅଫିସ,୨୬।୭ : ପ୍ରଦୂଷିତ ହୋଇଚାଲିଛି ଖୋର୍ଦ୍ଧାର ପରିବେଶ। ଖୋର୍ଦ୍ଧା ତହସିଲ ଓ ଆଖପାଖ ଅଞ୍ଚଳରେ କ୍ରଶର ରୋଗ ବାଣ୍ଟୁଥିଲାବେଳେ ପଥର ଖଣି ପରିବେଶକୁ ବିଗାଡି...

ବିଜେଡି ନେତା ଅନୁପ ସାଏ ଗିରଫ ହେବା ପ୍ରସଙ୍ଗରେ ବର୍ଷିଲା ଭାଜପା: ପୂର୍ବରୁ ଅଭିଯୋଗ କରିବା ସତ୍ତ୍ୱେ ବିଜେଡି ଶୁଣି ନ ଥିଲା

ଭୁବନେଶ୍ୱର,୧୩।୨(ବ୍ୟୁରୋ): ଛତିଶଗଡ଼ ପୋଲିସ ବିଜେଡି ନେତା ତଥା ପୂର୍ବତନ ବିଧାୟକ ଅନୁପ କୁମାର ସାଏଙ୍କୁ ଅଟକ ରଖିଛି। ଏକ ହତ୍ୟାକାଣ୍ଡ ମାମଲାରେ ସମ୍ପୃକ୍ତ ଥିବା ଅଭିଯୋଗରେ...

ପେଡ୍‌ ପିରିୟଡ ଲିଭ୍‌ ଦାବି କଲେ ସମ୍ବଲପୁର ଝିଅ

ସମ୍ବଲପୁର,୨୮ା୫(ବ୍ୟୁରୋ): ଋତୁସ୍ରାବ ସମୟରେ କର୍ମଜୀବୀ ମହିଳା ଅସ୍ବସ୍ତି ଅନୁଭବ କରିଥାନ୍ତି। ଏଥିରୁ ଆଶ୍ୱସ୍ତି ପାଇବା ପାଇଁ ସମ୍ବଲପୁର ଏନ୍‌ଗୁହା ଲାଇନର ଝିଅ ରଞ୍ଜିତା ପ୍ରିୟଦର୍ଶିନୀ ଆଗେଇ...

Advertisement
Archives

Model This Week