ସ୍କୁଲ ଖୋଲିଲା: ପ୍ଲାଷ୍ଟିକ୍‌ ଘରେ ପାଠ ପଢ଼ିଲେ ପିଲା

ବ୍ୟାଙ୍କକ୍‌, ୨୬।୮: କରୋନା ମହାମାରୀ ସଂକ୍ରମଣ ଯୋଗୁ ବହୁ ଦେଶରେ ସୁରକ୍ଷା ଦୃଷ୍ଟିରୁ ଲକ୍‌ଡାଉନ୍‌ ଜାରି ରହିଛି। ତେବେ ଇତିମଧ୍ୟରେ ଥାଇଲାଣ୍ଡରେ ସ୍କୁଲ ଖୋଲିଛି। ପିଲାମାନେ ସ୍କୁଲରେ ପ୍ଲାଷ୍ଟିକ୍‌ ଘରେ ବସି ପାଠ ପଢ଼ିବା ଆରମ୍ଭ କରିଛନ୍ତି। ସରକାରୀ ମାର୍ଗଦର୍ଶିକା ଅନୁସାରେ କେବଳ ୨୫ ଜଣ ପିଲାଙ୍କୁ ଏକକାଳୀନ ପାଠପଢ଼ା ପାଇଁ ଅନୁମତି ପ୍ରଦାନ କରାଯାଉଛି। ବିଭିନ୍ନ ସ୍କୁଲ କର୍ତ୍ତୃପକ୍ଷ ଏହାକୁ କଡ଼ାକଡ଼ି ପାଳନ କରୁଛନ୍ତି। ପିଲା ସ୍କୁଲକୁ ଗଲେ ସାନିଟାଇଜ୍‌ କରିବା ସହିତ ହ୍ୟାଣ୍ଡ୍‌ ଓ୍ବାଶ୍‌ରେ ନିୟମିତ ଅନ୍ତରରେ ହାତ ସଫା କରୁଛନ୍ତି। ସ୍କୁଲରେ ଥିବା ସମୟରେ ମାସ୍କ୍‌ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି। ଖେଳିବା ସମୟରେ ମଧ୍ୟ ପିଲା ପରସ୍ପରଠାରୁ ଦୂରତା ଅବଲମ୍ବନ କରି ପ୍ଲାଷ୍ଟିକ୍‌ ଘରେ ବସି ସ୍କୁଲ ପରିସରରେ ଖେଳୁଛନ୍ତି। ପ୍ରତି ଟେବୁଲ ଚେୟାର ମଧ୍ୟରେ ୨ ମିଟର ଦୂରତା ରଖାଯାଉଛି। ସ୍ଥିତି ସ୍ବାଭାବିକ ନ ହେବା ପର୍ଯ୍ୟନ୍ତ ଏହା ଜାରି ରହିବ ବୋଲି ସ୍କୁଲ କର୍ତ୍ତୃପକ୍ଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏକତା ହିଁ ଶକ୍ତି

କୁହାଯାଏ ଏକତା ହିଁ ସବୁୁଠାରୁ ବଡ଼ ଶକ୍ତି। ଏହାଦ୍ୱାରା ବିଭିନ୍ନ ସମସ୍ୟାର ସମାଧାନ ସହଜରେ ହୋଇପାରେ। ପ୍ରାକୃତିକ ବିପର୍ଯ୍ୟୟ ହେଉ ଅବା ଦେଶ ଦେଶ ମଧ୍ୟରେ...

ଦୀର୍ଘ ଦିନ ଧରି ଭାରତ ପ୍ରତି ବିପଦ ସୃଷ୍ଟି କରୁଛି ଚାଇନା: ପୋମ୍ପିଓ

ଓ୍ବାଶିଂଟନ,୧।୬: ଚାଇନା ଦୀର୍ଘ ଦିନ ଧରି ଭାରତ ପାଇଁ ବିପଦ ସୃଷ୍ଟି କରୁଛି। ଚାଇନାର ସୈନ୍ୟବଳର ମୁକାବିଲା ଲାଗି ଅନ୍ୟ ଦେଶଙ୍କ ସହାୟତା ନିଆଯିବାର ଆବଶ୍ୟକତା...

୭୨ ବର୍ଷରେ ଦେଖାଯାଉଛନ୍ତି ଷୋହଳ ବୟସୀ ପରି, ଚେହେରା ଦେଖି ଲୋକେ କହିଲେ…

ସମସ୍ତେ ଚାହାନ୍ତି ଯୁବାବସ୍ଥାରେ ରହିବାକୁ। ବୟସ ବଢ଼ିବା ସହ ଆକ୍ଟିଭ୍‌ ରହିବାକୁ ସମସ୍ତଙ୍କର ଇଚ୍ଛା। ସେ ପାଇଁ କିଏ କେତେ କ’ଣ ଉପାୟ ଆପଣାଇଥାନ୍ତି। କେହି...

ଚୌକି ତଳେ ଭୂକମ୍ପ

ଇସ୍‌ଲାମାବାଦ,୪ା୪: ପାକିସ୍ତାନ ନ୍ୟାଶନାଲ ଆସେମ୍ବ୍ଲି ଉପବାଚସ୍ପତି କାସିମ ଶାହ ସୁରି ରବିବାର ବିରୋଧୀଙ୍କ ପକ୍ଷରୁ ଆଗତ ଅନାସ୍ଥା ପ୍ରସ୍ତାବକୁ ସମ୍ବିଧାନ ଅନୁଚ୍ଛେଦ ୫ର ଉଲ୍ଲଂଘନ କହି...

କଲମ୍ବିଆରେ ହେଲିକପ୍ଟର କ୍ରାସ, ରାଷ୍ଟ୍ରପତି କହିଲେ କେହି ନାହାନ୍ତି ଜୀବିତ

ବୋଗୋଟା,୨୦ ।୩: ସାଉଥ ଆମେରିକା ଦେଶ କଲମ୍ବିଆରେ ରବିବାର ଏକ ସେନା ହେଲିକପ୍ଟର କ୍ରାସ ହୋଇଯାଇଛି । ମିଳିଥିବା ସୂଚନା ଅନୁଯାୟୀ, ହେଲିକପ୍ଟରେ ଥିବା ୪...

ପ୍ରକୃତି ପର୍ଯ୍ୟଟନର ଗନ୍ତାଘର ଭିତରକନିକା

ପ୍ରାକ୍ତନ କନିକା ରାଜ୍ୟର ଭିତିରିଆ ଅଞ୍ଚଳ ହୋଇଥିବାରୁ ନଁା ତା’ର ଭିତରକନିକା। ଅନାବିଳ ପ୍ରାକୃତିକ ସୌନ୍ଦର୍ଯ୍ୟ ଓ ଘଞ୍ଚ ହେନ୍ତାଳବନ ପରିବେଷ୍ଟିତ ଏହି ଇଲାକା ପ୍ରକୃତି...

ଲୋକେ ମାସ୍କ୍‌ ନ ପିନ୍ଧିଲେ ପୋଲିସ ପାଇବେ ଦଣ୍ଡ…

ଲକ୍ଷ୍ନୌ,୧୪।୪: କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ପାଇଁ ମାସ୍କ୍‌ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା...

ମା’ଙ୍କୁ ହତ୍ୟା ପରେ ଟିକଟିକ୍‌ କରି ଖାଇ ଦେଲା ପୁଅ

ମାଡ୍ରିଡ୍‌,୨୨।୪ : ସ୍ପେନର ଜଣେ ବ୍ୟକ୍ତି ମା’ଙ୍କୁ ହତ୍ୟା କରିବା ପରେ ଟିକଟିକ୍‌ କରି କାଟି ଦେଇଥିଲେ। କେବଳ ଏତିକି ନୁହେଁ, ମୃତଦେହର ଟିକ ଟିକ...

Advertisement
Archives

Model This Week