Posted inଜାତୀୟ

ସ୍କୁଲରେ ହିନ୍ଦୁ ଛାତ୍ରଙ୍କୁ ପଢିବାକୁ ଦିଆଗଲା ନମାଜ, ଉତ୍ତେଜନା ବଢିବା ପରେ ତଦନ୍ତ ନିର୍ଦ୍ଦେଶ ଦେଲେ ସରକାର

ଅହମ୍ମଦାବାଦ,୪।୧୦: ଅହମ୍ମଦାବାଦର ଏକ ଘରୋଇ ବିଦ୍ୟାଳୟରେ ଏକ ସଚେତନତା କାର୍ଯ୍ୟକ୍ରମ ସମୟରେ ହିନ୍ଦୁ ଛାତ୍ରମାନଙ୍କୁ ନମାଜ ପାଠ କରିବାକୁ କୁହାଯିବା ପରେ ଉତ୍ତେଜନା ପ୍ରକାଶ ପାଇଛି। ଏହାକୁ ନେଇ ବର୍ତ୍ତମାନ ଗୁଜରାଟ ସରକାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଦକ୍ଷିଣପନ୍ଥୀ ହିନ୍ଦୁ କାର୍ଯ୍ୟକର୍ତ୍ତାମାନେ ମଙ୍ଗଳବାର ଏହି ପ୍ରସଙ୍ଗରେ ବିରୋଧ ପ୍ରଦର୍ଶନ କରିଛନ୍ତି। ଏ ସମୟର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ପ୍ରଦର୍ଶନକାରୀମାନେ ଜଣେ ଶିକ୍ଷକଙ୍କୁ ମାଡ ମାରୁଥିବାର ଦେଖାଯାଇଛି।

ଏହି ଘଟଣା ଅହମ୍ମଦାବାଦର ଘାଟଲୋଡିଆ ଅଞ୍ଚଳର କେଲୋରେକ୍ସ ଫ୍ୟୁଚର ସ୍କୁଲରେ ୨୯ସେପ୍ଟେମ୍ବରରେ ଘଟିଥିବା କୁହାଯାଉଛି। ବର୍ତ୍ତମାନ ସ୍କୁଲ ଏହି ପ୍ରସଙ୍ଗରେ କ୍ଷମା ପ୍ରାର୍ଥନା କରିଛି। ସ୍କୁଲ ପ୍ରଶାସନ କହିଛି, ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ହେଉଛି ଛାତ୍ରମାନଙ୍କୁ ବିଭିନ୍ନ ଧର୍ମ ବିଷୟରେ ଅବଗତ କରାଇବା। କୌଣସି ଛାତ୍ରଙ୍କୁ ନମାଜ ପଢିବାକୁ ବାଧ୍ୟ କରାଯାଇନଥିଲା।

ଏହି ଘଟଣା ସମ୍ପର୍କରେ ଏକ ଭିଡିଓ ବିଦ୍ୟାଳୟର ଫେସବୁକ ପୃଷ୍ଠାରେ ମଧ୍ୟ ପ୍ରକାଶ ପାଇଥିଲା, ପରେ ଏହାକୁ ଡିଲିଟ୍‌ କରାଯାଇଥିଲା, ଯେଉଁଥିରେ ପ୍ରାଇମେରୀ ସେକ୍ସନର ଛାତ୍ରଙ୍କୁ ନାମାଜ ପଢୁଥିବା ଦେଖାଯାଇଥିଲା। ଅଖିଳ ଭାରତ ବିଦ୍ୟାର୍ଥୀ ପରିଷଦର କାର୍ଯ୍ୟକର୍ତ୍ତା, ବଜରଙ୍ଗ ଦଳ ଏବଂ ଅନ୍ୟ ଦକ୍ଷିଣପନ୍ଥୀ ସଂଗଠନର କାର୍ଯ୍ୟକର୍ତ୍ତାମାନେ ବିଦ୍ୟାଳୟ ପରିସରରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri