ଗଛରେ ରାଖୀ ବାନ୍ଧିଲେ ସ୍କୁଲ ପିଲା

ମୋରାଦାବାଦ୍‌, ୩।୮: ପବିତ୍ର ରକ୍ଷାବନ୍ଧନକୁ ନିଆରା ଢଙ୍ଗରେ ଉତ୍ତରପ୍ରଦେଶ ମୋରାଦାବାଦର ସ୍କୁଲ ପିଲା ପାଳନ କରିଛନ୍ତି। ପରିବେଶ ସୁରକ୍ଷା ଅଭିଯାନକୁ ସ୍କୁଲ ପିଲା ଗୁରୁତ୍ୱ ଦେଇ ବୃକ୍ଷ ବଞ୍ଚାଅ, ଜୀବନ ବଞ୍ଚାଅ ସଚେତନତା ବାର୍ତ୍ତା ଲେଖା ଥିବା ରାଖୀ ଗଛରେ ବାନ୍ଧିଛନ୍ତି। ରକ୍ଷାବନ୍ଧନ ଭଉଣୀ-ଭାଇଙ୍କ ମଧ୍ୟରେ ଥିବା ଅତୁଟ ସମ୍ପର୍କକୁ ସୂଚାଇଥାଏ। ସେହିପରି ପୃଥିବୀ ତିଷ୍ଠି ରହିବା ପଛରେ ବୃକ୍ଷ ହିଁ ଗୁରୁତ୍ୱପୂର୍ଣ୍ଣ। ପରିବେଶ ସୁରକ୍ଷିତ ରହିଲେ ପୃଥିବୀ ସୁରକ୍ଷିତ ରହିବ। ପୃଥିବୀ ଏବଂ ବୃକ୍ଷ ମଧ୍ୟରେ ଅତୁଟ ସମ୍ପର୍କ ଯେତେ ସୁଦୃଢ଼ ହେବ ଏହା ମାନବ ସମାଜ ପାଇଁ ସେତେ ଶୁଭଙ୍କର ହେବ ବୋଲି ସ୍କୁଲ ପିଲା ମତପୋଷଣ କରିଛନ୍ତି। ଏବେ ଏହି ନିଆରା ରକ୍ଷାବନ୍ଧନ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭା ନିର୍ବାଚନ ପୂର୍ବରୁ ୟୁପି ଭାଜପାକୁ ବଡ ଝଟକା

ଲକ୍ଷ୍ନୌ,୧୧ ।୧: ଉତ୍ତର ପ୍ରଦେଶ କ୍ୟାବିନେଟ ମନ୍ତ୍ରୀ ସ୍ୱାମୀ ପ୍ରସାଦ ମୌର୍ଯ୍ୟ ଇସ୍ତଫା ଦେଇଛନ୍ତି । ସେ ସମାଜବାଦୀ ପାର୍ଟିରେ ସାମିଲ ହୋଇପାରନ୍ତି ବୋଲି ଆଲୋଚନା...

ନଦୀକୁ ଖସିଲା ଟ୍ରେନ୍‌

ଭୋପାଳ,୧୦।୭: ମଧ୍ୟପ୍ରଦେଶର ଅନୁପପୁର ନିକଟରେ ଶୁକ୍ରବାର ଅପରାହ୍ନ ୩ଟା ୩୦ରେ ଏକ ମାଲବାହୀ ଟେନ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ୫୯ ବଗି ବିଶିଷ୍ଟ କୋଇଲା ବୋଝେଇ ଟ୍ରେନ୍‌...

ଗରିବଙ୍କ ହାତପାଆନ୍ତାରେ ନାହିଁ ନ୍ୟାୟ: ରାଷ୍ଟ୍ରପତି

ଯୋଧପୁର,୮ା୧୨(ପି.ଟି.): ନ୍ୟାୟିକ ପ୍ରକ୍ରିୟା ସାଧାରଣ ଲୋକଙ୍କ ହାତପାଆନ୍ତାର ବାହାରେ ବୋଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ କହିବା ସହ ଏଥିପାଇଁ ଉଦ୍‌ବେଗ ପ୍ରକାଶ କରିଛନ୍ତି। ନ୍ୟାୟିକ ପ୍ରକ୍ରିୟା...

ଭିଡ଼ ହିଂସା ବିରୋଧରେ ଆସିବ ବିଲ୍‌: ଦୋଷୀ ସାବ୍ୟସ୍ତ ହେଲେ ଆଜୀବନ କରାଦଣ୍ଡ

କୋଲକାତା,୩୦।୮: ପଶ୍ଚିମ ବଙ୍ଗର ବିଧାନସଭାରେ ଭିଡ଼ ହିଂସା ବିରୋଧରେ ଶୁକ୍ରବାର ଏକ ବିଲ୍‌ ଉପସ୍ଥାପନ କରାଯାଇଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅଧ୍ୟକ୍ଷତାରେ ତୃଣମୂଳ କଂଗ୍ରେସ(ଟିଏମ୍‌ସି)ର...

ସଂକ୍ରମଣ ବୃଦ୍ଧି ନେଇ ଓଡ଼ିଶାକୁ କେନ୍ଦ୍ରର ତାଗିଦ

ନୂଆଦିଲ୍ଲୀ, ୪।୧୨: ଓଡ଼ିଶା ସମେତ ୫ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀରର କେତେକ ଜିଲାରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ଓ ମୃତ୍ୟୁହାର ଦ୍ରୁତ ବୃଦ୍ଧି...

ଆରଜେଡିରୁ ଇସ୍ତଫା ଦେଇପାରନ୍ତି ତେଜ ପ୍ରତାପ

ପାଟନା,୨୫।୪: ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ପରିବାରରେ ପୁଣିଥରେ ବିବାଦ ଦେଖିବାକୁ ମିଳିଛି। ଲାଲୁଙ୍କ ବଡ଼ ପୁଅ ତେଜ ପ୍ରତାପ ଯାଦବ ନିଜ ବିବାଦୀୟ...

୨ ବର୍ଷର କମ୍‌ ଶିଶୁଙ୍କୁ ଫଳ ରସ ଦେଉଛନ୍ତି କି, ତାହେଲେ ହୋଇଯାଆନ୍ତୁ ସାବଧାନ

ଫଳ ରସ ପିଇବା ଛୋଟ ଛୁଆଙ୍କ ଠାରୁ ଆରମ୍ଭ କରି ବୃ୍‌ଦ୍ଧ ଯାଏଁ ସମସ୍ତଙ୍କୁ ଭଲ ଲାଗିଥାଏ। ଏହାଦ୍ୱାରା ଜରୁରୀ ପୋଷକ ତତ୍ତ୍ୱ ମିଳିବା ସହ...

ଆଣ୍ଟିଲିୟା ବାହାରେ ଥିବା ବିସ୍ଫୋରକ ଭର୍ତ୍ତି କାର ମାଲିକଙ୍କ ମୃତଦେହ ଉଦ୍ଧାର!

ମୁମ୍ବାଇ,୫ ।୩: ଉଦ୍ୟୋଗପତି ମୁକେଶ ଅମ୍ବାନୀଙ୍କ ବହୁତଳ ପ୍ରାସାଦ ଆଣ୍ଟିଲିୟା ବାହାରେ ନିକଟରେ ଏକ ବିସ୍ଫୋରକ ଭତ୍ତି ସ୍କାର୍ପିଓକୁ ସନ୍ଦିଗ୍ଧ ଅବସ୍ଥାରେ ଜବତ କରାଯାଇଥିଲା ।...

Advertisement
Archives

Model This Week