ଦେବଗଡ,୧୮।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ୨୨ ତାରିଖରେ ଖୋଲିବ ସ୍କୁଲ। ୨୦ ତାରିଖ ଯାଏ ବଢ଼ିଲା ଖରାଦିନ ସ୍କୁଲ ଛୁଟି ଅବଧି। ଗ୍ରୀଷ୍ମ ପ୍ରବାହ ଯୋଗୁ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଛୁଟି ନିର୍ଦ୍ଦେଶ ହୋଇଛି। ଏନେଇ ଜିଲାପାଳଙ୍କ ଅଫିସ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି।
Odisha’s No.1 Odia Daily