ବିଦ୍ୟୁତ ଖୁଣ୍ଟକୁ ପିଟିଲା ସ୍କୁଲ ଭ୍ୟାନ୍‌: ଆଉ ତା’ପରେ ଘଟିଲା…

ଗୁଣପୁର,୨୭।୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ସହରରେ ଥିବା ଲଣ୍ଡନ କିଡ୍ସ ନାମକ ଏକ ଘରୋଇ ସ୍କୁଲରୁ ପିଲାଙ୍କୁ ସ୍କୁଲ ଭ୍ୟାନ୍‌ଟି ନେଇ ଯାଉଥିବାବେଳେ କୌଣସି କାରଣବଶତଃ ବିକ୍ରମପୁର ଛକ ନିକଟସ୍ଥ ପଣସଗୁଡା ରାସ୍ତା ପାର୍ଶ୍ୱରେ ଥିବା ଏକ ବିଦ୍ୟୁତ ଖୁଣ୍ଟକୁ ଯାଇ ପିଟି ହୋଇଯାଇଥିଲା l ସ୍କୁଲ ଭ୍ୟାନ୍‌ରେ ଡ୍ରାଇଭର ସହ ୪ ଜଣ ଶିଶୁ ଥିଲେ। ସେମାନେ ହେଲେ ଜଗନ୍ନାଥପୁର ରାଇଗୁଡା ଗ୍ରାମର ଲୋକନାଥ ଶବରଙ୍କ ପୁଅ ଗାୟସ ଶବର(୭)ବର୍ଷ, ବଡ଼ ହାରସିଂ ଗୁଡା ଗ୍ରାମର ର ଅରକ୍ଷିତ ଶବରଙ୍କ ଝିଅ ଏଞ୍ଜେଲ ଶବର (୩) ବର୍ଷ, କଇଠପଦର ଗ୍ରାମର କୁଞ୍ଜବିହାରୀ ଶବରଙ୍କ ପୁଅ ପୁଅ ହେମାନନ୍ଦ ଶବର (୫) ବର୍ଷ ଏବଂ ପଣସଗୁଡା ଗ୍ରାମର ଦେବରାଜ ଶବରଙ୍କ ପୁଅ ଟଙ୍କ ଧର ଶବର ( ୬) ବର୍ଷ ବୋଲି ଜଣାପଡିଛି। ଦୁର୍ଘଟଣା ପରେ ସେମାନଙ୍କୁ ଗୁଣପୁର ମେଡିକାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

ବୈଜ୍ଞାନିକଙ୍କ ଆକଳନଠାରୁ ଦ୍ରୁତଗତିରେ ସଙ୍କୁଚିତ ହେଉଛି ବୁଧ

କେପ୍‌ କାନାଭେରାଲ,୧୨ା୯: ଆମ ସୌରମଣ୍ଡଳର ସବୁଠାରୁ ଛୋଟ ଏବଂ ସୂର୍ଯ୍ୟର ସବୁଠାରୁ ନିକଟତର ଗ୍ରହ ‘ବୁଧ’କୁ ନେଇ ଏକ ଚମକପ୍ରଦ ତଥ୍ୟ ସାମ୍ନାକୁ ଆସିଛି। ବୈଜ୍ଞାନିକମାନଙ୍କ ଆକଳନ…

ଓରାଙ୍ଗ୍‌ଉଟାନ ଉଦ୍ଧାର ଘଟଣା: ଦୀଘାରୁ ୩ ଜଣଙ୍କୁ ଉଠାଇ ଆଣିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର/ଭୋଗରାଇ,୧୨ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ରଣକୋଠା ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ କରିଛି…

ଦୁବାଇରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଓଡ଼ିଶାରେ…

ଭୁବନେଶ୍ୱର,୧୨ା୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ତାଙ୍କ ଟିମ୍‌ ୪ର୍ଥ ଦିନରେ ଦୁବାଇ ଠାରେ ଏକ ରୋଡ୍‌ ଶୋ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଓଡ଼ିଶାର ଶିଳ୍ପ…

ଗିରଫ ଧମକ ଦେଇ ଟଙ୍କା ଆଦାୟ ପଡ଼ିଲା ଭାରି: ଭିଜିଲାନ୍ସ ଜାଲରେ ଖଲ୍ଲିକୋଟ ଥାନା ASI ସୁଜିତ୍‌ ପାଣିଗ୍ରାହୀ

ଖଲ୍ଲିକୋଟ,୧୧।୯(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ ଶୁକ୍ରବାର ଭିଜିଲାନ୍ସ ଟିମ୍‌ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ କରାଯାଇଛି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା…

ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍‌ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…

ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା…

ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର : ଜାତିଆଣ ମନ୍ତବ୍ୟ…

ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଆସିକା ବ୍ଲକ ଅନ୍ତର୍ଗତ ହରିପଦପୁର ଗ୍ରାମପଞ୍ଚାୟତର ସମସ୍ୟା ନେଇ ବ୍ଲକରେ ଅନୁଷ୍ଠିତ ସମିତି ବୈଠକରେ ବିଧାୟକଙ୍କ ସମ୍ମୁଖରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ କାହିଁକି ବାହାର କରିଦେବା ଉଚିତ? କାରଣ କହିଲେ…

ନୂଆଦିଲ୍ଲୀ,୧୧।୯: ଭାରତର ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟିଂ ଶୈଳୀର ଅନେକ ପ୍ରଶଂସକ ରହିଛନ୍ତି। ସେ ମଇଦାନକୁ ଓହ୍ଲାଇଲେ ଦର୍ଶକଙ୍କ ପ୍ରବଳ ଭିଡ଼ ଜମିଥାଏ। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?