ଚନ୍ଦନ ପୂର୍ଣ୍ଣିମା, ସାବିତ୍ରୀ ଅମାବାସ୍ୟାରେ ସ୍କୁଲ ଛୁଟି

ଭୁବନେଶ୍ୱର,୧୪ା୫(ବ୍ୟୁରୋ): ଆସନ୍ତା ୧୬ ଏବଂ ୩୦ ତାରିଖରେ ରାଜ୍ୟର ସମସ୍ତ ସ୍କୁଲ ଛୁଟି ରହିବ। ୧୬ରେ ଚନ୍ଦନ ପୂର୍ଣ୍ଣିମା ଏବଂ ୩୦ରେ ସାବିତ୍ରୀ ପଡୁଥିବାରୁ ଚଳିତବର୍ଷ ପ୍ରଥମଥର ପାଇଁ ଏପରି ଛୁଟି ଘୋଷଣା କରାଯାଇଛି। ସରକାରୀ କ୍ୟାଲେଣ୍ଡରରେ ଏହି ଦୁଇଦିନ ଛୁଟି ନ ଥିଲେ ମଧ୍ୟ ରାଜ୍ୟ ସରକାର ଉକ୍ତ ଦିନଦୁଇଟିକୁ ଛୁଟି ଘୋଷଣା କରିଥିବା ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଶନିବାର ସୂଚନା ଦେଇଛନ୍ତି।

କରୋନା ମହାମାରୀ ଯୋଗୁ ଦୁଇବର୍ଷ ଧରି ପିଲାଙ୍କ ପାଠପଢ଼ା ବ୍ୟାହତ ହୋଇଥିଲା। ଏଥିରେ ସୁଧାର ଆସିବାରୁ ପାଠପଢ଼ା ଯେପରି ଆଉ ପ୍ରଭାବିତ ନ ହେବ ସେ ପାଇଁ ସରକାର ଛୁଟି ବାତିଲ କରିଛନ୍ତି। ଶିକ୍ଷକମାନଙ୍କ ସହଯୋଗକୁ ଗଣଶିକ୍ଷା ମନ୍ତ୍ରୀ ପ୍ରଶଂସା କରିବା ସହ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

AI Impact Summit 2026: ଭାରତ ମଣ୍ଡପମରେ ଝଲସିଲା ‘AI ମହାକୁମ୍ଭ’, ଦିଶିଲା ଭବିଷ୍ୟତର ଝଲକ

ନୂଆଦିଲ୍ଲୀ,୧୭।୨: ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଅନୁଷ୍ଠିତ AI ପ୍ରImpact Summit 2026କୁ ପ୍ରଯୁକ୍ତି ଜଗତର AI ମହାକୁମ୍ଭ ବୋଲି କୁହାଯାଉଛି। ଏହି ସମ୍ମିଳନୀରେ, ପ୍ରମୁଖ ଭାରତୀୟ ଏବଂ…

ପ୍ରେମାନନ୍ଦ ଜୀ ମହାରାଜଙ୍କ ଶରଣ ନେଲେ ବିରୁଷ୍କା

ନୂଆଦିଲ୍ଲୀ,୧୭।୨: ଭାରତୀୟ ଷ୍ଟାର କ୍ରିକେଟର ବିରାଟ କୋହଲି ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କ ସହିତ ପ୍ରେନାନନ୍ଦଜୀ ମହାରାଜଙ୍କ ଦର୍ଶନ ପାଇଁ ଆସିଛନ୍ତି। ଏହା ପ୍ରଥମ ଥର ନୁହେଁ…

ବଜେଟ୍ ଅଧିବେଶନ: ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ, ରାଜ୍ୟରେ ବଢ଼ିଛି ଚାଷୀଙ୍କ ମୁଣ୍ଡ ପିଛା ଆୟ

ଭୁବନେଶ୍ବର,୧୭।୨:  ଆରମ୍ଭ ହେଲା ବିଧାନସଭା ବଜେଟ୍ ଅଧିବେଶନ । ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ । ୨୦୩୬ରେ ଓଡ଼ିଶା…

ଆମେ ବଞ୍ଚିଥିଲୁ ହେଲେ….ପୁଅର ମୃତ୍ୟୁକୁ ସହିନପାରି ଝୁଲି ପଡ଼ିଲେ ବାପା ମାଆ

ରାୟପୁର,୧୭।୨: ଛତିଶଗଡ଼ର ଜାଞ୍ଜଗିର-ଚମ୍ପା ଜିଲାର ଧାରଦେଇ ଗାଁରୁ ସାମ୍ନାକୁ ଆସିଛି ଦୁଃଖଦ ଘଟଣା । ଘର ଅଗଣାରେ ଏକ ନିମ ଗଛରେ ଝୁଲୁଥିବା ଅବସ୍ଥାରେ ଏକ ଦମ୍ପତିଙ୍କ ମୃତଦେହ…

ବାଂଲାଦେଶର ପ୍ରଥମ Shadow କ୍ୟାବିନେଟ! ବିରୋଧୀଙ୍କ ‘ୱାଚଡଗ’ ଯୋଜନା ସ୍ବଚ୍ଛତା ଆଣିବ ନା ନୂଆ ବିବାଦ ସୃଷ୍ଟି କରିବ? ଜାଣନ୍ତୁ…

ଢାକା,୧୭।୨: ଗତ କିଛି ଦିନ ଧରି, ବାଂଲାଦେଶୀ ରାଜନୀତିରେ ଏକ ନୂତନ କାର୍ଯ୍ୟକାଳ ଆରମ୍ଭ ହୋଇଛି, Shadow କ୍ୟାବିନେଟ। ଫେବୃଆରୀ ୧୨, ୨୦୨୬ରେ ଅନୁଷ୍ଠିତ ୧୩ତମ ସଂସଦୀୟ…

ଥୁଆମୂଳ ରାମପୁର: DMF ପାଣ୍ଠି ପାଇଁ ବିଡିଓଙ୍କୁ ସ୍ମାରକପତ୍ର

ଥୁଆମୂଳ ରାମପୁର,୧୭।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକକୁ ସମ୍ପୂର୍ଣ୍ଣ ଭାବେ ଜିଲା ଖଣିଜ ପ୍ରତିଷ୍ଠାନ (DMF) ପାଣ୍ଠିରେ ଅନ୍ତର୍ଭୁକ୍ତ କରିବା ସହ ସରପଞ୍ଚମାନଙ୍କୁ କ୍ଷମତା…

ଫାଇନାଲ ଷ୍ଟେଜରେ ଭାରତ-ଆମେରିକା ଟ୍ରେଡ ଡିଲ! ଏହିଦିନ ଆମେରିକା ଯିବ ଭାରତୀୟ ଟିମ୍‌

ନୂଆଦିଲ୍ଲୀ,୧୭।୨: ବାଣିଜ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଏବଂ ଭାରତର ମୁଖ୍ୟ ଆଲୋଚନାକାରୀ ଦର୍ପଣ ଜୈନ ଆସନ୍ତା ସପ୍ତାହରେ ଆମେରିକା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ତାଙ୍କର ଲକ୍ଷ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri