ସେପ୍ଟେମ୍ବର ୧ରୁ ଖୋଲିବନି ସ୍କୁଲ, ହାଇକୋର୍ଟ ଲଗାଇଲେ ରୋକ…

ହାଇଦ୍ରାବାଦ୍‌,୩୧।୮: ସେପ୍ଟେମ୍ବର ୧ରୁ ସ୍କୁଲ ଖୋଲିବା ନେଇ ସରକାରଙ୍କ ନିଷ୍ପତ୍ତି ଉପରେ ତେଲେଙ୍ଗାନା ହାଇକୋର୍ଟ ରୋକ ଲଗାଇଛନ୍ତି। ମୁଖ୍ୟମନ୍ତ୍ରୀ ଚନ୍ଦ୍ରଶେଖର ରାଓଙ୍କ ସରକାର ସ୍କୁଲ କଲେଜ ସହିତ ଶିକ୍ଷାନୁଷ୍ଠାନ ଖୋଲିବା ନେଇ ଘୋଷଣା କରିଥିଲେ। ତେବେ ରାଜ୍ୟରେ ମହାମାରୀର ସାମ୍ପ୍ରତିକ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ଏହା ଉପରେ ହାଇକୋର୍ଟ ରୋକ ଲଗାଇଛନ୍ତି। ଏସମ୍ପର୍କିତ ଏକ ମାମଲାର ଶୁଣାଣି କରି ମୁଖ୍ୟ ବିଚାରପତି ଏମ୍‌ଏସ୍‌ ରାମଚନ୍ଦର ଏବଂ ବିଚାରପତି ବିନୋଦ କୁମାରଙ୍କ ଦ୍ୱାରା ଗଠିତ ଖଣ୍ଡପୀଠ ଏଭଳି ରାୟ ଦେଇଛନ୍ତି।

ଜଣେ ଅଭିଭାବକ ବାଲା କୃଷ୍ଣ ମଣ୍ଡପାତି ସରକାରଙ୍କ ସ୍କୁଲ କଲେଜ ଖୋଲିବା ନିଷ୍ପତ୍ତି ବିରୋଧରେ ଏକ ଜନସ୍ବାର୍ଥ ମାମଲା ଦାଏର କରିଥିଲେ। ହାଇକୋର୍ଟ ରାଜ୍ୟ ସରକାରଙ୍କୁ ତାଗିଦ୍‌ କରିବା ସହିତ ସ୍କୁଲ୍‌ ଖୋଲିବା ଆଦେଶ ଫେରାଇ ନେବାକୁ ନିର୍ଦ୍ଦେଶ ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନୁଚ୍ଛେଦ ୨୧ ସମ୍ବିଧାନର ଆତ୍ମା

ନୂଆଦିଲ୍ଲୀ,୩।୩(ପି.ଟି.): ନାଗରିକମାନଙ୍କ ସ୍ବାଧୀନତା ସର୍ବୋପରି ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ ଅନୁଚ୍ଛେଦ ୨୧ ସମ୍ବିଧାନର ଆତ୍ମା ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଏ ସମ୍ପର୍କିତ ମାମଲାରେ ହାଇକୋର୍ଟ ତ୍ୱରିତ୍‌ ନିଷ୍ପତ୍ତି...

ଅଣୁଅସ୍ତ୍ର ନିର୍ମାଣ ପାଇଁ ପାକିସ୍ତାନ ଯାଉଥିଲା ସରଞ୍ଜାମ

ମୁମ୍ବାଇ,୩।୩: ଚାଇନାରୁ ପାକିସ୍ତାନକୁ ଯାଉଥିବା ଏକ ଜାହାଜକୁ ଭାରତୀୟ ସୁରକ୍ଷା ଏଜେନ୍ସି ମୁମ୍ବାଇର ନାଭା ଶେଭା ବନ୍ଦରରେ ଅଟକାଇଥିଲା। ଜାହାଜରେ ଦ୍ୱୈତ ବ୍ୟବହାର୍ଯ୍ୟ ସାମଗ୍ରୀ ଥିଲା,...

ସୁଖୁ ସରକାରଙ୍କ ଅଡ଼ୁଆ ବଢ଼ାଇଲେ ବିକ୍ରମାଦିତ୍ୟ

ଶିମଲା,୩।୩: ହିମାଚଳପ୍ରଦେଶ ମନ୍ତ୍ରୀ ବିକ୍ରମାଦିତ୍ୟ ସିଂ ନିଜ ଫେସ୍‌ବୁକ ବାୟୋରୁ ସରକାରୀ ପଦବୀ ହଟାଇଦେଇ ପୁଣି ଥରେ କଂଗ୍ରେସ ନେତୃତ୍ୱ ପାଇଁ ଅଡ଼ୁଆ ସୃଷ୍ଟି କରିଛନ୍ତି।...

ହଟାଇଥିବା ଭାରତୀୟ ଆପ୍‌କୁ ରିଷ୍ଟୋର୍‌ କଲା ଗୁଗଲ୍‌

ନୂଆଦିଲ୍ଲୀ, ୩।୩: ଶୁକ୍ରବାର ଗୁଗଲ୍‌ ପକ୍ଷରୁ କିଛି ଭାରତୀୟ ମୋବାଇଲ ଆପ୍‌ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇ ସେଗୁଡ଼ିକୁ ପ୍ଲେ ଷ୍ଟୋରରୁ ହଟାଇ ଦିଆଯାଇଥିଲା। ତେବେ ଏନେଇ...

ସ୍ପେନ୍‌ ମହିଳା ପର୍ଯ୍ୟଟକଙ୍କୁ ଗଣବଳାତ୍କାର: ବନ୍ଧା ହେଲେ ୩ ଅଭିଯୁକ୍ତ

ଡୁମ୍‌କା,୩।୩: ସ୍ପେନ୍‌ର ଜଣେ ମହିଳା ପର୍ଯ୍ୟଟକ ତାଙ୍କ ସ୍ବାମୀଙ୍କ ସହ ବାଇକ୍‌ରେ ବୁଲିବାକୁ ଯାଇଥିବାବେଳେ ଝାଡ଼ଖଣ୍ଡର ଡୁମ୍‌ମା ଜିଲାରେ ମହିଳାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।...

ଭାଜପାର ପ୍ରଥମ ପ୍ରାର୍ଥୀ ତାଲିକାରେ ୩୪ ମନ୍ତ୍ରୀ

ନୂଆଦିଲ୍ଲୀ,୩।୩: ଲୋକ ସଭା ନିର୍ବାଚନ ପାଇଁ ଭାଜପା ଶନିବାର ପ୍ରଥମ ପର୍ଯ୍ୟାୟରେ ୧୯୫ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ଉକ୍ତ ତାଲିକାରେ ୩୪ କେନ୍ଦ୍ରମନ୍ତ୍ରୀ ରହିଛନ୍ତି।...

ପାଇଲଟ କ୍ରିକେଟ୍ ମ୍ୟାଚ୍ ଦେଖୁଥିଲେ, ସେଥିପାଇଁ ହୋଇଥିଲା ଟ୍ରେନ୍ ଦୁର୍ଘଟଣା: ଅଶ୍ୱିନୀ ବୈଷ୍ଣବ

ନୂଆଦିଲ୍ଲୀ, ୨।୩: ଗତବର୍ଷ ଅକ୍ଟୋବର ୨୯ରେ ଆନ୍ଧ୍ରପ୍ରଦେଶର ହୋଇଥିବା ଟ୍ରେନ୍ ଦୁର୍ଘଟଣା ସମ୍ପର୍କରେ ବଡ ବୟାନ ଦେଇଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଏହି ଦୁର୍ଘଟଣାରେ ୧୪...

Video: ପ୍ରଧାନମନ୍ତ୍ରୀଙ୍କ ମହାନତା, ସଭା ମଝିରେ କୁନି ଝିଅଠାରୁ ଜଗନ୍ନାଥ ଫଟୋ ନେଲେ ଉପହାର

ନୂଆଦିଲ୍ଲୀ,୨।୩: ଲୋକସଭା ୨୦୨୪ ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ମାର୍ଚ୍ଚ ୧ ରେ ଦିନିକିଆ ଗସ୍ତରେ ପଶ୍ଚିମବଙ୍ଗ ଯାଇଥିଲେ। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri