୧୭ରୁ ଖୋଲିବ ସ୍କୁଲ, ସାଢ଼େ ୬ରୁ ୧୧ଟା ପର୍ଯ୍ୟନ୍ତ ପାଠପଢ଼ା

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ଆସନ୍ତା ୧୭ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲ ଖୋଲିବ। ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସକାଳ ସାଢ଼େ ୬ରୁ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ପାଠପଢ଼ା ହେବ ବୋଲି ଏନେଇ ଶନିବାର ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବ। ଗ୍ରୀଷ୍ମପ୍ରବାହର ସ୍ଥିତିକୁ ଦେଖି ଜିଲାର ଜିଲାପାଳମାନେ ସମୟ ନିର୍ଘଣ୍ଟରେ ପରିବର୍ତ୍ତନ କରିପାରିବେ ବୋଲି ନିର୍ଦ୍ଦେଶ ରହିଛି।

ସୂଚନାଯୋଗ୍ୟ, ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଗତ ୧୨ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri