୧ ନଭେମ୍ବରରୁ ଖୋଲିବ ସ୍କୁଲ…

ନୂଆଦିଲ୍ଲୀ,୨୯।୯: କରୋନା ମହାମାରୀ ସଂକ୍ରମଣ ଯୋଗୁ ବନ୍ଦ ରହିଥିବା ସ୍କୁଲ ୧ ନଭେମ୍ବରରୁ ଖୋଲିବ ବୋଲି ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଡିଡିଏମ୍‌ଏ) ବୁଧବାର ସୂଚନା ଦେଇଛନ୍ତି। ତେବେ ସ୍କୁଲ ଗୁଡ଼ିକ ପ୍ରଯ୍ୟାୟ କ୍ରମେ ଦୁର୍ଗାପୂଜା ଛୁଟି ପରେ ଖୋଲାଯିବ। ସମ୍ପ୍ରତି ଦିଲ୍ଲୀରେ ନବମରୁ ଦ୍ୱାଦଶ ପର୍ଯ୍ୟନ୍ତ ସ୍କୁଲ ଖୋଲିବାକୁ ଅନୁମତି ପ୍ରଦାନ କରାଯାଇଛି।

ନଭେମ୍ବରଠାରୁ ଷଷ୍ଠରୁ ଅଷ୍ଟମ ପର୍ଯ୍ୟନ୍ତ ସ୍କୁଲ ଖୋଲାଯିବାକୁ ଯୋଜନା ପ୍ରସ୍ତୁତ କରାଯାଇଛି। ସ।ମାଜିକ ଦୂରତା ପାଳନ ସହିତ ମାସ୍କ୍‌ ପିନ୍ଧିବା ନେଇ ଡିଡିଏମ୍‌ଏ ପକ୍ଷରୁ ଗୁରୁତ୍ୱାରୋପ କରାଯାଇଛି। ଶିକ୍ଷା ବିଭାଗ ସହିତ ପରାମର୍ଶ ସହିତ ସ୍କୁଲରେ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ହାର ସମୀକ୍ଷା ପରେ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଡିଡିଏମ୍‌ଏ କହିଛି।

ଦୁର୍ଗାପୂଜା ଅବସରରେ ଦିଲ୍ଲୀରେ କରୋନା ମାର୍ଗଦର୍ଶିକା ପାଳନକୁ କଡ଼ାକଡ଼ି କରାଯାଇଥିବା ଡିଡିଏମ୍‌ଏ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଦୁଅ ପାଇଁ ହନ୍ତସନ୍ତ ରୋଗୀ, ଥୁଆମୂଳ ରାମପୁର CHC ରାସ୍ତାରେ ଅଟକୁଛି ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୯।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ମୁଖ୍ୟ ରାସ୍ତା ଓ ଗେଟ୍ ସମ୍ମୁଖରେ ଏବେ ସ୍ଥିତି ଶୋଚନୀୟ ହୋଇପଡିଛି ।…

ଗର୍ଜିଲେ ରାହୁଲ; ଅମିତ ଶାହାଙ୍କୁ ପଦବୀରୁ ହଟାନ୍ତୁ, ଭାଜପାକୁ କ୍ଷମା ମାଗିବି….

ନୂଆଦିଲ୍ଲୀ,୨୯।୭: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି ଯେ, ଭାଜପା ତାଙ୍କୁ ଗୃହରେ କହିବାକୁ ଦେଲାନାହିଁ । ବାରମ୍ବାର ବାଚସ୍ପତିଙ୍କୁ ଅନୁରୋଧ…

ଭୟଙ୍କର ବାଇକ୍ ଦୁର୍ଘଟଣା, ଚାଲିଗଲା ୨ଜଣଙ୍କ ଜୀବନ

ବଞ୍ଚୋ,୨୯।୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସିଙ୍ଗଡୋଭ ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଧବାର ସନ୍ଧ୍ୟାରେ ଘଟିଥିବା ଏକ ଭୟଙ୍କର ବାଇକ୍‌ ଦୁର୍ଘଟଣାରେ…

ଚିକିତ୍ସା ଅବହେଳାରୁ ପ୍ରସୂତୀ ମୃତ୍ୟୁ ଘଟଣା, ସିଲ୍ ହେଲା ନର୍ସିଂହୋମ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରର ଏକ ଘରୋଇ ନର୍ସିଂହୋମକୁ ସିଲ୍ କଲା ଜିଲା ପ୍ରଶାସନ । ଅମୃତଧାରା ଘରୋଇ ନର୍ସିଂହୋମକୁ ବୁଧବାର ଜିଲା ପ୍ରଶାସନ ପକ୍ଷରୁ…

ବାଂଲାଦେଶ ଫେରିବା ନେଇ ଶେଖ୍ ହାସିନାଙ୍କ ବଡ଼ ବୟାନ, ମୃତ୍ୟୁ ମଧ୍ୟ ଗ୍ରହଣୀୟ କିନ୍ତୁ….

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହାସିନା କ୍ଷମତା ଯିବା ପରଠାରୁ ଅର୍ଥାତ୍ ଅଗଷ୍ଟ ୨୦୨୪ରୁ ଭାରତରେ ରହି ଆସୁଛନ୍ତି । ସେ କହିଛନ୍ତି ଯେ, ଚଳିତ ବର୍ଷ…

ପୁଣି ଚର୍ଚ୍ଚାରେ ଭବାନୀପାଟଣାର କୁନି ଝିଅ କଶିସ୍‌, ବହୁମୁଖୀ ପ୍ରତିଭାର ଅଧିକାରିଣୀ ହୋଇ…

ଭବାନୀପାଟଣା,୨୯ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ୩ ବର୍ଷର କୁନି ଝିଅ କଶିସ୍‌ ଅଗ୍ରଓ୍ବାଲ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ଗତ ଏପ୍ରିଲ ମାସରେ ୨…

ଟ୍ରେନ୍‌ ଟ୍ରାକ୍‌କୁ ହଠାତ୍‌ ଚାଲିଆସିଲା ଏକ ସିଂହ, ଲୋକୋ ପାଇଲଟ୍‌ କଲେ ଏମିତି କାମ, ଜାଣିଲେ ହେବେ ଆଶ୍ଚର୍ଯ୍ୟ…

ଗୁଜରାଟର ଜୁନାଗଡ଼ ଶାସନଗିରି ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ସାମ୍ନାକୁ ଆସିଛି। ଲୋକୋ ପାଇଲଟଙ୍କ ସତର୍କତା ଯୋଗୁ ଏକ ବଡ଼ ବିପଦ ଟଳି ଯାଇଛି। ଭେରାଭଲ-ଜୁନାଗଡ଼ ପାସେଞ୍ଜର…

ଘରକୁ ଫେରୁଥିବା ବେଳେ କେନାଲରେ ଭାସିଗଲେ ଚାଷୀ, ତାପରେ ଘଟିଲା….

ଦେବଗଡ,୨୯।୭(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ସରୁଆଳି ଗ୍ରାମ ପଂଚାୟତ ଅନ୍ତର୍ଗତ ମାଦଲିଆ ଗ୍ରାମରେ ଜଣେ ଚାଷୀ ମଙ୍ଗଳବାର କେନାଲରେ ଭାସି ଯାଇଥିଲେ । ଏହାପରେ ଅଗ୍ନିଶମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri