ଏପ୍ରିଲ୍‌ ୧୫ ପର୍ଯ୍ୟନ୍ତ ସ୍କୁଲ-କଲେଜ ବନ୍ଦ

ଶିମଲା,୧।୪: କରୋନା ସଂକ୍ରମଣ ଯୋଗୁ ଦେଶର ମହାରାଷ୍ଟ୍ର, ଛତିଶଗଡ଼, କର୍ନାଟକ, କେରଳ, ତାମିଲନାଡୁ, ଗୁଜରାଟ, ମଧ୍ୟପ୍ରଦେଶ, ପଞ୍ଜାବ ଆଦି ରାଜ୍ୟରେ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ହିମାଚଳ ପ୍ରଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ସରକାରଙ୍କ ପକ୍ଷରୁ ରାଜ୍ୟରେ ଏପ୍ରିଲ୍‌ ୧୫ ପର୍ଯ୍ୟନ୍ତ ସ୍କୁଲ କଲେଜ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଶିକ୍ଷାନଷ୍ଠାନଗୁଡ଼ିକ ଖୋଲିବ କି ନାହିଁ ତାହାର ନିଷ୍ପତ୍ତି ଏପ୍ରିଲ୍‌ ୧୫ରେ ପରେ ଗ୍ରହଣ କରାଯିବ ବୋଲି ସରକାର କହିଛନ୍ତି। କୁଲ୍ଳୁ ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ରାଜ୍ୟରେ ଘନେଇ ଆସୁଥିବା କରୋନା ସଙ୍କଟ ଯୋଗୁ ଚିନ୍ତା ପ୍ରକାଶ କରିଛନ୍ତି। ରାଜ୍ୟରେ କରୋନା ସ୍ଥିତି ଉପରେ ଏକ ସପ୍ତାହ ପରେ ସମୀକ୍ଷା କରାଯିବ। ଏହା ପରେ ପରବର୍ତ୍ତୀ ନିର୍ଦ୍ଦେଶ ଜାରି ହେବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ବି ଆଇସିୟୁରେ ଅଛନ୍ତି ସୁରସମ୍ରାଜ୍ଞୀ ଲତା ମଙ୍ଗେସ୍‌କର, ଆରୋଗ୍ୟ କାମନା କଲେ ପ୍ରଶଂସକ

ମୁମ୍ବାଇ: ଭାରତରତ୍ନ ତଥା ସୁରସମ୍ରାଜ୍ଞୀ ଲତା ମଙ୍ଗେସକର ଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଆଇସିୟୁରେ ରଖାଯାଇଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଧୀରେ ଧୀରେ...

ଅଶ୍ଲୀଳ ଭିଡିଓ ମାମଲାରେ ଏହି ଅଭିନେତ୍ରୀଙ୍କୁ ସମନ ପଠାଇଲା ମୁମ୍ବାଇ ପୋଲିସ

ମୁମ୍ବାଇ,୬।୮: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରାଙ୍କ ବିରୋଧରେ ଅଡ଼ୁଆ ବଢ଼ିବାରେ ଲାଗିଛି। ଏହି ମାମଲା ସହ ଜଡିତ ଥିବା ବଲିଉଡ୍‌ ଅଭିନେତ୍ରୀ...

ଗେହଲଟ୍‌ ସରକାରରେ ମନ୍ତ୍ରୀ ସାଲେହ ମହମ୍ମଦଙ୍କ ଅଶ୍ଳିଳ ଭିଡିଓ ଭାଇରାଲ, ଇସ୍ତଫା ଦାବି କଲା ଭାଜପା

ଜୟପୁର,୭।୧୨: ରାଜସ୍ଥାନରେ ଏକ ଅଶ୍ଳିଳ ଭିଡିଓ ଭାଇରାଲ ହେବା ପରେ ରାଜନୀତି ସରଗରମ ହୋଇଛି। ରାଜ୍ୟର ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ ସାଲେହ ମହମ୍ମଦଙ୍କର ଏହି ଭିଡିଓ...

ଭାଜପାକୁ ଚେତାବନୀ ଦେଲେ କେସିଆର

ହାଇଦ୍ରାବାଦ,୧୮।୧୧: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓ ଧାନ କିଣା ପ୍ରସଙ୍ଗକୁ ନେଇ ଗୁରୁବାର ଭାଜପାକୁ ଟାର୍ଗେଟ କରିଛନ୍ତି। କେନ୍ଦ୍ର ଧାନ କିଣିଲେ ଏହାକୁ ଭାଜପା କାର୍ଯ୍ୟାଳୟରେ...

ଗ୍ୟାସ ଟ୍ୟାଙ୍କର୍‌-ଟ୍ରେଲର ମଧ୍ୟରେ ଧକ୍କା: ୩ ଜୀବନ୍ତ ଦଗ୍ଧ

ଆଜମେର,୧୭।୨: ଆଜମେରର ରାନୀ ବାଗ ରିସର୍ଟ ନିକଟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଗ୍ୟାସ ଟ୍ୟାଙ୍କର୍‌ ଏବଂ ଟ୍ରେଲର ମଧ୍ୟରେ ଧକ୍କା ହେବାରୁ ତିନି...

କୋଠା ଭୁଷୁଡି ୧୦ ମୃତ

ଭିୱଣ୍ଡି,୨୧ ।୯: ମହାରାଷ୍ଟ୍ର ଥାନେର ଭିୱଣ୍ଡିରେ ସୋମବାର ସକାଳେ ଏକ ତିନି ମହଲା କୋଠା ଭୁଷୁଡି ପଡିବା ଫଳରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା...

ଦାଉଦ୍‌ଙ୍କ ଟାର୍ଗେଟରେ ଭାରତୀୟ ନେତା

ନୂଆଦିଲ୍ଲୀ/ମୁମ୍ବାଇ,୨୦।୨: ଅଣ୍ଡରଓ୍ବାଲର୍‌ଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ଙ୍କ ଟାର୍ଗେଟରେ ଭାରତ ରହିଛି। ଭାରତୀୟ ରାଜନେତା ଓ ବିଶିଷ୍ଟ ବ୍ୟବସାୟୀମାନଙ୍କୁ ବିସ୍ଫୋରଣରେ ହତ୍ୟା କରିବା ଲାଗି ଦାଉଦ୍‌ ଏକ...

ସ୍କୁଲ ଯିବା ପାଇଁ ୧୦ କିମି ରାସ୍ତା ମରାମତି କଲେ ୮୫ ଛାତ୍ରୀଛାତ୍ର: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଔରଙ୍ଗାବାଦ୍‌,୧୫।୧: ପାଠପଢ଼ାକୁ ସମାଜ ମଙ୍ଗଳ କାର୍ଯ୍ୟରେ ଲଗାଇବା ଅତି ଗୁରୁତ୍ୱପୂର୍ଣ୍ଣ। କେତେକ ଏଥିରେ ଅସଫଳ ରହିଥାନ୍ତି। ତେବେ ମହାରାଷ୍ଟ୍ରର ଔରଙ୍ଗାବାଦ୍‌ ଜିଲାର ଡଭଣ୍ଡି ଗାଁରେ ସ୍କୁଲକୁ...

Advertisement
Archives

Model This Week