ଜାନୁୟାରୀ ୨୩ ପର୍ଯ୍ୟନ୍ତ ସ୍କୁଲ-କଲେଜ ବନ୍ଦ, ସରକାରଙ୍କ ଘୋଷଣା…

ଲକ୍ଷ୍ନୌ, ୧୬।୧: କରୋନା ମହାମାରୀ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଉତ୍ତରପ୍ରଦେଶ ସରକାର ରାଜ୍ୟର ସମସ୍ତ ସ୍କୁଲ କଲେଜକୁ ଜାନୁୟାରୀ ୨୩ ପର୍ଯ୍ୟନ୍ତ ବନ୍ଦ କରିବାକୁ ଘୋଷଣା କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜାନୁୟାରୀ ୧୬ ପର୍ଯ୍ୟନ୍ତ ସମସ୍ତ ସ୍କୁଲ କଲେଜକୁ ବନ୍ଦ କରାଯିବା ଲାଗି ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ପରେ ରବିବାର ଏହାକୁ ପୁଣି ବଢ଼ାଇ ଦିଆଯାଇଛି।

ଶନିବାର ରାଜ୍ୟରେ ଦୈନିକ ସଂକ୍ରମଣ ୧୫ ହଜାରରୁ ଅଧିକ ଥିଲା। ସେହିପରି ରାଜ୍ୟରେ ସକ୍ରିୟ ସଂଖ୍ୟା ୯୫ ହଜାରରୁ ଅଧିକରେ ପହଞ୍ଚିଛି। ଶୁକ୍ରବାର ରାଜ୍ୟରେ ରେକର୍ଡ ସଂଖ୍ୟକ ୧୬ ହଜାର ୧୬ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିଲା। ଇତିମଧ୍ୟରେ ରାଜ୍ୟରେ ୨୨,୫୯,୨୬,୮୨୯ ଜଣଙ୍କୁ ଟିକାକରଣ କରାଯାଇଛି। ସେଥିମଧ୍ୟରେ ୧୩,୬୩,୬୭,୨୧୨ଜଣଙ୍କୁ ପ୍ରଥମ ଡୋଜ୍‌ ଟିକା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ଗାଳିଦେଲେ ଘରକୁ ଫେରିବନି: ବିରୋଧୀ ନେତାଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଧମକ

ମୁମ୍ବାଇ,୨୪/୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି କେହି ଅପଶବ୍ଦ ବ୍ୟବହାର କଲେ, ତାଙ୍କୁ ଘରକୁ ଫେରିବାକୁ ଦିଆଯିବ ନାହିଁ ବୋଲି କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେ ଧମକ ଦେଇଛନ୍ତି।...

ମୁଁ ମୋଦିଙ୍କ ଭେଟିବାକୁ ଚାହେଁ, ମୋତେ ସମୟ ଦିଅନ୍ତୁ: ଖାର୍ଗେ

ନୂଆଦିଲ୍ଲୀ,୨୪।୪: ୨୦୨୪ ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରଚାର କରୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ମାନିଫେଷ୍ଟୋରେ ମୁସଲିମ ଲିଗର ଛାପ ଏବଂ...

ବିମାନରେ ଛୋଟ ପିଲାଙ୍କୁ ଅଭିଭାବକଙ୍କ ପାଖରେ ବସାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୪ା୪:ବିମାନରେ ୧୩ ବର୍ଷରୁ କମ୍‌ ବୟସର ପିଲାମାନେ ଯେପରି ସେମାନଙ୍କ ମାଆବାପା କିମ୍ବା ଅଭିଭାବକଙ୍କ ପାଖ ସିଟ୍‌ରେ ବସନ୍ତି, ତାହା ସୁନିଶ୍ଚିତ କରିବାକୁ ବେସାମରିକ ବିମାନ...

ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଆଜି ସରିବ ପ୍ରଚାର, ୮୮ ଆସନରେ ହେବ ମତଦାନ

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଗଣନା ଆରମ୍ଭ ହୋଇଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ପାଇଁ ନିର୍ବାଚନୀ ପ୍ରଚାର ଆଜି...

ନୁଡୁଲ୍ସ ପ୍ୟାକେଟ୍‌ରୁ ୨ କୋଟିର ହୀରା ଜବତ

ମୁମ୍ବାଇ,୨୪ା୪:ସୀମାଶୁଳ୍କ ବିଭାଗ ଅଧିକାରୀମାନେ ମୁମ୍ବାଇ ବିମାନବନ୍ଦରରୁ ୬.୪୬ କୋଟି ଟଙ୍କାର ସୁନା ଓ ହୀରା ଜବତ କରିଛନ୍ତି। ଜଣେ ଯାତ୍ରୀ ନୁଡୁଲ୍ସ ପ୍ୟାକେଟରେ ହୀରାକୁ ଲୁଚାଇଥିବାବେଳେ...

ପବନକୁ ସମ୍ଭାଳି ପାରିଲାନି ବ୍ରିଜ୍‌

ହାଇଦ୍ରାବାଦ୍‌,୨୪ା୪:ତେଲଙ୍ଗାନାର ପେଦ୍ଦାପଲ୍ଲୀରେ ସୋମବାର ରାତି ୯ଟା ୪୫ରେ ଏକ ନିର୍ମାଣାଧୀନ ବ୍ରିଜ୍‌ ପବନକୁ ସମ୍ଭାଳି ନ ପାରି ଭୁଶୁଡ଼ିପଡ଼ିଛି। ଉକ୍ତ ବ୍ରିଜ୍‌ର ଏକ ଅଂଶ ଭାଙ୍ଗିଯାଇଛି।...

ମତଦାନ କମିବା ଆଶଙ୍କା

ନୂଆଦିଲ୍ଲୀ,୨୪ା୪: ଲୋକ ସଭା ନିର୍ବାଚନରେ ବିଜୟୀ ହୋଇ ଭାଜପା ତୃତୀୟ ଥର ସରକାର ଗଢ଼ିବାକୁ ଲକ୍ଷ୍ୟ ରଖିଥିବାବେଳେ ଏହାକୁ ଅଟକାଇବା ପାଇଁ ଇଣ୍ଡିଆ ମେଣ୍ଟ ଜୋର୍‌ଦାର...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri