୧୯ ଜିଲାରେ ବନ୍ଦ ରହିବ ସ୍କୁଲ

ଭୁବନେଶ୍ୱର,୩।୧୨(ବ୍ୟୁରୋ): କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ବାତ୍ୟା(ଜୱାଦ)ରେ ପରିଣତ ହୋଇଛି। ଏହାର ପ୍ରଭାବରେ ଶନିବାଠାରୁ କିଛି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୯ ଜିଲାରେ ସ୍କୁଲ ଛୁଟି ଘୋଷଣା କରିଛନ୍ତି।

ଶନିବାର ଗଞ୍ଜାମ, ଗଜପତି, ପୁରୀ, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, କୋରାପୁଟ, ରାୟଗଡ଼ା, କଟକ, ଖୋର୍ଦ୍ଧା, କନ୍ଧମାଳ, କେନ୍ଦୁଝର, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, ମାଲକାନଗିରି ଓ ମୟୂରଭଞ୍ଜ ଜିଲାରେ ସମସ୍ତ ସ୍କୁଲ ବନ୍ଦ ରଖିବାକୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍କନ ରଥଯାତ୍ରା ପାଇଁ ରାଜଧାନୀରେ ଟ୍ରାଫିକ୍‌ କଟକଣା: ୟୁନିଟ୍-୮ରୁ ସିଆରପି ଛକ ପର୍ଯ୍ୟନ୍ତ…

ଭୁବନେଶ୍ୱର, ୧୨।୭: ରାଜଧାନୀ ଭୁବନେଶ୍ୱରରେ ଇସ୍କନ ପକ୍ଷରୁ ଆୟୋଜିତ ହେବାକୁ ଥିବା ରଥଯାତ୍ରାକୁ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ଭୁବନେଶ୍ୱର କମିଶନରେଟ୍ ପୋଲିସ ପକ୍ଷରୁ ସ୍ୱତନ୍ତ୍ର ଟ୍ରାଫିକ୍‌…

ମହାକାଳପଡ଼ା ବିଡିଓ ଓ ଆଇଆଇସିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି: ଆମରଣ ଅନଶନରେ ସରପଞ୍ଚ ଚାମେଲୀ ଓଝା

ଭୁବନେଶ୍ୱର,୧୨।୭: କେନ୍ଦ୍ରାପଡ଼ା ଜିଲା  ମହାକାଳପଡ଼ା ବ୍ଲକ୍ ଅନ୍ତର୍ଗତ ତିଖିରୀ ଗ୍ରାମ ପଞ୍ଚାୟତର ସରପଞ୍ଚ ଚାମେଲୀ ଓଝା ନିଜର ବିଭିନ୍ନ ଦାବି ପୂରଣ ଦାବିରେ ଭୁବନେଶ୍ୱର ଲୋୟର ପିଏମଜିଠାରେ…

ବିଡିଓଙ୍କ ବିରୋଧରେ ଅଭିଯୋଗ ଆଣିଲେ ଗ୍ରାମବାସୀ, ଦାବିପତ୍ର ପ୍ରଦାନ କରି…

କର୍ଲାମୁଣ୍ଡା:୧୩।୭,(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ଗ୍ରାମ ପଞ୍ଚାୟତ ସିଲେଟପଡ଼ା ଗ୍ରାମରେ, ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନାରେ ଗାଁର ଜନୈକ ବ୍ୟକ୍ତି…

ଦୋକାନରେ ପିଉଥିଲେ ଚା’, ମୁଣ୍ଡରେ ପଡିଲା ଗଛ ଡ଼ାଳ, ତା’ପରେ…

ଦିଗପହଣ୍ଡି,୧୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ସୋମବାର ଭୋରରେ ଏକ ଅଭାବନୀୟ ଘଟଣା ଘଟିଛି। ଆଡ଼ପଡ଼ା ଗ୍ରାମରେ ରହୁଥିବା…

ଆନ୍ଧ୍ରରେ କରୋନା ମୃତ୍ୟୁ, ଓଡ଼ିଶା ସୀମାରେ ହାଇଆଲର୍ଟ

ଭୁବନେଶ୍ୱର,୧୩।୭: ଆନ୍ଧ୍ରପ୍ରଦେଶରେ COVID-19ରେ ଆକ୍ରାନ୍ତ ହୋଇ ୨ଜଣ ରୋଗୀଙ୍କ ମୃତ୍ୟୁ ଘଟିବା ପରେ ଓଡ଼ିଶା ସୀମାରେ ହାଇଆଲର୍ଟ ଜାରି କରାଯାଇଛି। ଏପରକି ଆନ୍ଧ୍ର ସୀମାନ୍ତ ଜିଲାର CDMOମାନଙ୍କୁ…

ପୁଣି ଜନନୀ ଯନ୍ତ୍ରଣା: ପହଞ୍ଚି ପାରିଲାନି ଆମ୍ବୁଲାନ୍ସ, ଟ୍ରାକ୍ଟରରେ ସନ୍ତାନ ପ୍ରସବ କଲେ ମହିଳା

ଭବାନୀପାଟଣା,୧୩ା୭(ଉତ୍ତମ କୁମାର ଦାଶ): ଦୁର୍ଗମ ଅଞ୍ଚଳରେ ଆଜି ବି ମୌଳିକ ସୁବିଧାର ଅଭାବ କିପରି ଲୋକଙ୍କ ଜୀବନକୁ ବିପଦରେ ପକାଉଛି,ତାହାର ଆଉ ଏକ ହୃଦୟବିଦାରକ ଚିତ୍ର ସାମ୍ନାକୁ…

ଆଜିଠୁ ପ୍ରବଳ ବର୍ଷା, ଏସବୁ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୧୩ା୭: ଏଥର ରଥରେ ପ୍ରବଳ ବର୍ଷିବ। ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ସପ୍ତାହରେ ବଙ୍ଗୋପସାଗରରେ ପଛକୁ ପଛ…

ସ୍ବାସ୍ଥ୍ୟ ପରୀକ୍ଷା କରାଇବାକୁ ଆସିଥିବା ନାବାଳିକାଙ୍କୁ ବଳାତ୍କାର କଲେ ଡାକ୍ତର, ଝିଅ କାନ୍ଦିକାନ୍ଦି ମା’ଙ୍କୁ କହିବା ପରେ…

ଜଗନ୍ନାଥପ୍ରସାଦ,୧୩ା୭(ବିଭୁ ପ୍ରସାଦ ପଟ୍ଟନାୟକ): ଡାକ୍ତରୀ ବୃତ୍ତିରେ କଳଙ୍କ। ଭଗବାନଙ୍କ ଦ୍ୱିତୀୟ ଅବତାର କୁହାଯାଉଥିବା ଡାକ୍ତର ସ୍ବାସ୍ଥ୍ୟପରୀକ୍ଷା କରାଇବାକୁ ଆସିଥିବା ଜଣେ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri