Posted inଜାତୀୟ

ଏସବୁ ରାଜ୍ୟରେ ବିଦ୍ୟାଳୟ ବନ୍ଦ ରହିବାକୁ ଘୋଷଣା

ନୂଆଦିଲ୍ଲୀ,୬ା୧: କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ମାମଲା ବୃଦ୍ଧି ପରେ ଦେଶର ଅନେକ ରାଜ୍ୟରେ ସ୍କୁଲ ଏବଂ କଲେଜ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି। କରୋନା ମାମଲା ବୃଦ୍ଧି ମଧ୍ୟରେ ଉତ୍ତରପ୍ରଦେଶ ବିହାର, ମହାରାଷ୍ଟ୍ର, ଦିଲ୍ଲୀ, ପଞ୍ଜାବ ସମେତ ଅନେକ ରାଜ୍ୟ ବିଦ୍ୟାଳୟ ଏବଂ ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନ ବନ୍ଦ କରିବାକୁ ସରକାର ଘୋଷଣା କରିଛନ୍ତି। ଜାନୁୟାରୀ ୧୫ ସୁଦ୍ଧା ଉତ୍ତରପ୍ରଦେଶ ସରକାର ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ବିଦ୍ୟାଳୟ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ରାଜ୍ୟରେ କରୋନା ଭାଇରସ୍‌ ବୃଦ୍ଧି ପାଉଥିବା ବେଳେ ବିହାର ସରକାର ନୂଆ ପ୍ରତିବନ୍ଧକ ଘୋଷଣା କରିଛନ୍ତି। ଶିଶୁମାନଙ୍କର ଟିକାକରଣ ଏବଂ ବଢୁଥିବା ମାମଲାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ବିଦ୍ୟାଳୟ ୮ମ ଶ୍ରେଣୀ ପର୍ଯ୍ୟନ୍ତ ବନ୍ଦ କରିବାକୁ ରାଜ୍ୟ ଘୋଷଣା କରିଛି। ୯ମରୁ ଯୁକ୍ତ ୨ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ପ୍ରତିବନ୍ଧକ ସହିତ ଅଫ୍‌ଲାଇନ କ୍ଲାସ୍‌କୁ ଅନୁମତି ଦିଆଯାଇଛି। ପ୍ରାଥମିକ ବିଦ୍ୟାଳୟ ଏବଂ ପ୍ରଥମରୁ ୮ମ ଶ୍ରେଣୀ ପାଇଁ, ଅନ୍‌ଲାଇନ କ୍ଲାସ ପୁଣି ଆରମ୍ଭ ହେବ। ଏହି ପ୍ରତିବନ୍ଧକଗୁଡ଼ିକ ଜାରୁୟାରୀ ୬ରୁ ୨୧ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ।

ଉତ୍ତରପ୍ରଦେଶରେ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟ ଓ କଲେଜଗୁଡ଼ିକ ବନ୍ଦ ରହିଛି। ପୂର୍ବରୁ ଅଫଲାଇନ କ୍ଲାସ ପ୍ରଥମରୁ ୮ମ ଶ୍ରେଣୀ ପାଇଁ ବନ୍ଦ ରହିଥିଲା। କରୋନା ମାମଲା ବୃଦ୍ଧିକୁ ଦୃଷ୍ଟିରେ ରଖି ୧୪ ଜାନୁୟାରୀ ପର୍ଯ୍ୟନ୍ତ ବିଦ୍ୟାଳୟଗୁଡ଼ିକ ବନ୍ଦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri