Posted inଜାତୀୟ

ଫେବୃୟାରୀ ୩ ରୁ ଖୋଲିବ ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ

କୋଲକାତା,୩୧।୧: ପଶ୍ଚିମବଙ୍ଗରେ କରୋନା ସଂକ୍ରମଣ ହ୍ରାସ ପାଉଛି। ଏହାକୁ ଦୃଷ୍ଟିରେ ରାଜ୍ୟରେ ଫେବୃୟାରୀ ୩ ରୁ ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ଖୋଲିବ। ଏ ନେଇ ସୋମବାର ଖବରଦାତା ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି। ଏଥିସହ କଲେଜ ଏବଂ ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟ ଫେବୃୟାରୀ ୩ ରୁ ଖୋଲିବ। ସେହିପରି ବେସରକାରୀ କାର୍ଯ୍ୟାଳୟରେ ୫୦ ପ୍ରତିଶତରୁ ୭୫ ପ୍ରତିଶତକୁ ବୃଦ୍ଧି କରାଯାଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ରେସ୍ତୋରାଁ, ବାର୍‌ ଏବଂ ସିନେମା ହଲ ଗୁଡିକ ବର୍ତ୍ତମାନ ୭୫ ପ୍ରତିଶତ କ୍ଷମତାରେ ଖୋଲିବାକୁ ଅନୁମତି ଦିଆଯାଇଛି। ସେହିଭଳି ଆଜିଠାରୁ ମୁମ୍ବାଇ ଏବଂ ଦିଲ୍ଲୀରୁ ବିମାନ ଚଳାଚଳ କରିବ ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଲକାତାରେ ନିର୍ବାଚନ ପୂର୍ବରୁ ରକ୍ତପାତ! TMC କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା

କୋଲକାତା,୨୬।୩: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ନିର୍ବାଚନ ପୂର୍ବରୁ ହିଂସାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବୁଧବାର ବିଳମ୍ବିତ ରାତିରେ, ଫୁଲବାଗାନ ଅଞ୍ଚଳର ବାଘଜାତୀନରେ ତୃଣମୂଳ କଂଗ୍ରେସ…

ଏବେ ବିଶ୍ୱଯୁଦ୍ଧ ଥୟ! ଆମେରିକା ପରେ ଇରାନକୁ ଧମକ ଦେଲେ ୬ ଦେଶ, ଆଗକୁ…

ନୂଆଦିଲ୍ଲୀ,୨୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବା ରିପୋର୍ଟ ମଧ୍ୟରେ, ସାଉଦି ଆରବ, କତାର, କୁୱେତ, ସଂଯୁକ୍ତ ଆରବ ଏମିରେଟ୍ସ, ବାହାରିନ ଏବଂ ଜୋର୍ଡାନ ମିଳିତ ଭାବରେ ଇରାନ…

ବଢ଼ିବନି ବିଧାୟକଙ୍କ ଦରମା: ଗୃହର ସବୁ ସଦସ୍ୟଙ୍କୁ ଚିଠି ଲେଖିଲେ…

ଭୁବନେଶ୍ୱର,୨୬।୩: ବିଧାନସଭାରେ ବିଧାୟକଙ୍କ ଦରମା ବୃଦ୍ଧି ବିଲ ପ୍ରତ୍ୟାହାର ନେଇ ପ୍ରକ୍ରିୟା।ଏନେଇ ବିଧାନସଭା ସଚିବଙ୍କ ପକ୍ଷରୁ ଗୃହର ସବୁ ସଦସ୍ୟଙ୍କୁ ଚିଠି ଲେଖାଯାଇଛି। ସଂସଦୀୟ ମନ୍ତ୍ରୀ ମୁକେଶ…

ଏପ୍ରିଲ ୧ରୁ ବଢିବ ଏହି ସବୁ ଔଷଧର ମୂଲ୍ୟ: ପାରାସିଟାମଲଠାରୁ ଆଣ୍ଟିବାୟୋଟିକ ପର୍ଯ୍ୟନ୍ତ….

ନୂଆଦିଲ୍ଲୀ,୨୬।୩: ୧ ଏପ୍ରିଲ, ୨୦୨୬ ଠାରୁ, ଯନ୍ତ୍ରଣା ନିବାରକ, ଆଣ୍ଟିବାୟୋଟିକ ଏବଂ ଜ୍ୱର ହ୍ରାସକାରୀ ଔଷଧର ମୂଲ୍ୟ ବୃଦ୍ଧି ପାଇବ। ଜାତୀୟ ଔଷଧ ମୂଲ୍ୟ ନିର୍ଦ୍ଧାରଣ କର୍ତ୍ତୃପକ୍ଷ…

ଏସଡିଓଙ୍କ ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା: ଏତିକି ଟଙ୍କାର ରଖିଥିଲେ ମେଶିନ

ଭଞ୍ଜନଗର,୨୬।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କ ସରକାରୀ କାର୍ଯ୍ୟାଳୟ ଏବଂ ବାସଭବନରେ ଭିଜିଲାନ୍ସ ଟିମ ଗୁରୁବାର ସକାଳୁ ଆୟ…

ହେବନି IPL 2026ର ଉଦଘାଟନୀ ଉତ୍ସବ, ଏହି କାରଣରୁ BCCI ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୬ା୩: IPL ୨୦୨୬ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି BCCI । ଉଦଘାଟନୀ ଉତ୍ସବକୁ ବାତିଲ କରାଯାଇଛି । ଗତ ବର୍ଷ ବେଙ୍ଗାଲୁରୁରେ RCBର ବିଜୟ…

ଯୁଦ୍ଧ ଭିତରେ ଭାରତକୁ ବଡ଼ ଝଟ୍‌କା, ବଢିଗଲା ପେଟ୍ରୋଲ ଦର; ଜାଣନ୍ତୁ ଆଜିର ରେଟ୍‌…

ନୂଆଦିଲ୍ଲୀ,୨୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିବାବେଳେ, ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଦେଶର ଏକ ପ୍ରମୁଖ ଘରୋଇ ଇନ୍ଧନ ଖୁଚୁରା ବ୍ୟବସାୟୀ ନାୟାରା ଏନର୍ଜି ଗୁରୁବାର ପେଟ୍ରୋଲ…

ଇଞ୍ଜିନିୟରିଂ ଛାଡ଼ି ଷ୍ଟ୍ରବେରି ଚାଷକୁ ଆପଣାଇଛନ୍ତି ସଫଳଚାଷୀ ଭାଗୀରଥି

କାଳିଆପାଣି,୨୬ା୩(ଅସିତ ମହାନ୍ତ): ଯାଜପୁର ଜିଲା ସୁକିନ୍ଦା ବ୍ଲକ ପିଙ୍ଗଲ ପଞ୍ଚାୟତ ଅନ୍ତର୍ଗତ ରାଇଟିକର ଗ୍ରାମର ଭାଗୀରଥି ସ୍ବାଇଁ ଇଞ୍ଜିନିୟରିଂ ବୃତ୍ତି ଛାଡ଼ି ଷ୍ଟ୍ରବେରି ଚାଷ କରି ସଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri