Posted inଜାତୀୟ

ଫେବୃୟାରୀ ୩ ରୁ ଖୋଲିବ ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ

କୋଲକାତା,୩୧।୧: ପଶ୍ଚିମବଙ୍ଗରେ କରୋନା ସଂକ୍ରମଣ ହ୍ରାସ ପାଉଛି। ଏହାକୁ ଦୃଷ୍ଟିରେ ରାଜ୍ୟରେ ଫେବୃୟାରୀ ୩ ରୁ ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ଖୋଲିବ। ଏ ନେଇ ସୋମବାର ଖବରଦାତା ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି। ଏଥିସହ କଲେଜ ଏବଂ ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟ ଫେବୃୟାରୀ ୩ ରୁ ଖୋଲିବ। ସେହିପରି ବେସରକାରୀ କାର୍ଯ୍ୟାଳୟରେ ୫୦ ପ୍ରତିଶତରୁ ୭୫ ପ୍ରତିଶତକୁ ବୃଦ୍ଧି କରାଯାଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ରେସ୍ତୋରାଁ, ବାର୍‌ ଏବଂ ସିନେମା ହଲ ଗୁଡିକ ବର୍ତ୍ତମାନ ୭୫ ପ୍ରତିଶତ କ୍ଷମତାରେ ଖୋଲିବାକୁ ଅନୁମତି ଦିଆଯାଇଛି। ସେହିଭଳି ଆଜିଠାରୁ ମୁମ୍ବାଇ ଏବଂ ଦିଲ୍ଲୀରୁ ବିମାନ ଚଳାଚଳ କରିବ ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୯୦ ସେକେଣ୍ଡ୍‌ରେ ଗର୍ଭସ୍ଥ ଶିଶୁର ହେଲା ଅସ୍ତ୍ରୋପଚାର

ନୂଆଦିଲ୍ଲୀ,୧୫।୩: ଦିଲ୍ଲୀର ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ (ଏମ୍ସ)ରେ ବିରଳ ଅସ୍ତ୍ରୋପଚାର ହୋଇଛି। ମହିଳାଙ୍କ ଗର୍ଭରେ ବଢୁଥିବା ଗର୍ଭସ୍ଥ ଶିଶୁର ହୃଦପିଣ୍ଡ ମାତ୍ର...

ବିଶ୍ୱର କୌଣସି ଶକ୍ତି ଭାରତରୁ ଏକ ଇଞ୍ଚ ଜାଗା ନେଇପାରିବନି: ପ୍ରତିରକ୍ଷା ମନ୍ତ୍ରୀ

ଜମ୍ମୁ,୧୭।୭: ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଦୁଇ ଦିନିଆ ଜମ୍ମୁ-କଶ୍ମୀର ଗସ୍ତରେ ଶୁକ୍ରବାର ଲେହ ପହଞ୍ଚିଛନ୍ତି। ଏହି ଅବସରରେ ସେ ଭାରତୀୟ ବୀର ଯବାନଙ୍କ ସାହାସ ବୃଦ୍ଧି...

ଦେଶରେ ଖୋଲିବ ୧୦୦ ନୂଆ ସୈନିକ ସ୍କୁଲ…

ନୂଆଦିଲ୍ଲୀ, ୮।୧ : ଦେଶରେ ୧୦୦ ନୂଆ ସୈନିକ ସ୍କୁଲ ଖୋଲିବ ବୋଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶନିବାର ସୂଚନା ଦେଇଛନ୍ତି। ଏହା ଦ୍ୱାରା...

୩ ହିଜବୁଲ ଆତଙ୍କବାଦୀ ଗିରଫ

ଶ୍ରୀନଗର, ୧୨।୩: ଜମ୍ମୁ-କଶ୍ମୀରର କୁପଓ୍ବାଡ଼ାରୁ ୩ ହିଜବୁଲ ମୁଜାହିଦ୍ଦିନ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ରାଜ୍ୟ ପୋଲିସ ଏବଂ ୫ ବିହାର ରେଜିମେଣ୍ଟ ପକ୍ଷରୁ ସୂଚନା ପାଇ...

ଲାଲୁଙ୍କୁ ଅଢେଇ ଘଣ୍ଟା କାଳ ପଚରା ଉଚରା କଲା ସିବିଆଇ

ନୂଆଦିଲ୍ଲୀ,୭ ।୩: ଜମି ବଦଳରେ ଚାକିରି ମାମଲାରେ ମଙ୍ଗଳବାର ସିବିଆଇର ଏକ ଟିମ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ପଚରା ଉଚରା କରିଛନ୍ତି...

ସ୍ବାମୀଙ୍କ ମୃତ୍ୟୁ ପରେ ଦ୍ୱିତୀୟ ସ୍ତ୍ରୀଙ୍କୁ ପେନସନ ମିଳିବ କି?

ମୁମ୍ବାଇ,୧୭।୨: ପ୍ରଥମ ବିବାହର ଆଇନଗତ ସମାଧାନ ହୋଇ ନ ଥିଲେ ସ୍ବାମୀଙ୍କ ମୃତ୍ୟୁ ପାଇଁ ଦ୍ୱିତୀୟ ସ୍ତ୍ରୀଙ୍କୁ ପେନସନ ମିଳିବ ନାହିଁ। ବୁଧବାର ଏଭଳି ରାୟ...

ଦିଲ୍ଲୀରେ କେବଳ ଜଣେ ମେୟର: ୩ଟି ଏମ୍‌ସିଡି ମିଶ୍ରଣକୁ ମିଳିଲା କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

ନୂଆଦିଲ୍ଲୀ,୨୨।୩: ଦିଲ୍ଲୀର ତିନୋଟି କର୍ପୋରେସନ (ଏମ୍‌ସିଡି ୟୁନିଫିକେସନ ବିଲ)କୁ ଏକତ୍ର କରିବା ପାଇଁ ମୋଦି କ୍ୟାବିନେଟ ଏହି ପ୍ରସ୍ତାବକୁ ମଙ୍ଗଳବାର ଅନୁମୋଦନ ପ୍ରଦାନ କରିଛି। ବର୍ତ୍ତମାନ...

କେନ୍ଦ୍ର କ୍ୟାବିନେଟ୍‌ ସମ୍ପ୍ରସାରଣ ଖୁବ୍‌ଶୀଘ୍ର:ଫେରିପାରନ୍ତି ସୁରେଶ ପ୍ରଭୁ

ନୂଆଦିଲ୍ଲୀ,୪-୧୦(ଆଇଏଏନ୍‌ଏସ୍‌):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟର ପ୍ରଥମ ସମ୍ପ୍ରସାରଣ ଖୁବ୍‌ଶୀଘ୍ର ହେବାକୁ ଯାଉଛି। ଆଗାମୀ ୧୫ ଦିନ ମଧ୍ୟରେ ଏହି ସମ୍ପ୍ରସାରଣ ହେବ ବୋଲି ଏକ ସୂତ୍ରରୁ...

Advertisement
Archives

Model This Week