ବାତ୍ୟା ପାଇଁ ଏସବୁ ଜିଲାରେ ସ୍କୁଲ ଛୁଟି ଘୋଷଣା, ଏହି ତାରିଖ ଯାଏ ରହିବ ବନ୍ଦ

ଭୁବନେଶ୍ୱର,୨୭।୧୦: ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ଦକ୍ଷିଣ ଓଡ଼ିଶାର ୮ ଜିଲାରେ ସ୍କୁଲ ଛୁଟି ଘୋଷଣା ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଆସନ୍ତାକାଲିଠୁ ୩୦ ଯାଏ ୮ ଜିଲାରେ ସ୍କୁଲ ବନ୍ଦ ରହିବ। ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରରେ ସ୍କୁଲ ବନ୍ଦ ରହିବ। ଏହା ସହିତ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି।

ସ୍ପଷ୍ଟ ହୋଇଛି ବାତ୍ୟା ‘ମୋନ୍ଥା’ର ଗତିପଥ। ଆଗାମୀ ୨୪ଘଣ୍ଟା ମଧ୍ୟରେ ଏହା ଭୟଙ୍କର ରୂପ ଧାରଣ କରି ୨୮ ତାରିଖ ମଙ୍ଗଳବାର ସାରୁ ରାତି ମଧ୍ୟରେ ଆନ୍ଧ୍ରପ୍ରଦେଶର କାକିନାଡ଼ା ଅଞ୍ଚଳରେ ‘ମୋନ୍ଥା’ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଛୁଇଁବ। ଏହି ସମୟରେ ପବନ ବେଗ ଘଣ୍ଟା ପ୍ରତି ୯୦/୧୦୦ କି.ମି. ରହିବ। ଏହାର ପ୍ରଭାବରେ ୨୭ ତାରିଖ ସୋମବାରଠାରୁ ୪ ଦିନ ଯାଏ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ପାରାଦୀପ ବନ୍ଦରରେ ୨ ନଂ ବିପଦ ସଙ୍କେତ ଜାରି କରାଯାଇଛି। ଏପରିକି ସମୁଦ୍ରକୁ ଯାଇଥିବା ସମସ୍ତ ମତ୍ସ୍ୟଜୀବୀ ଫେରି ଆସିଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

LPG ସଙ୍କଟ: ୧୨ ହଜାର ସ୍ଥାନରେ ରେଡ୍, ୧୫ ହଜାର ସିଲିଣ୍ଡର ଜବତ

ନୂଆଦିଲ୍ଲୀ,୧୭।୫: ଦେଶରେ LPG ସିଲିଣ୍ଡରର ଅଭାବକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏଭଳି ସମୟରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି। ଇରାନ…

୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା TMC: ନନ୍ଦିଗ୍ରାମ ନୁହେଁ, ଏହି ଆସନରୁ ଲଢିବେ ମମତା ବାନାର୍ଜୀ

କୋଲକାତା,୧୭।୫: ତୃଣମୂଳ କଂଗ୍ରେସ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। କାଳିଘାଟସ୍ଥିତ ଟିଏମସି କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ସୁପ୍ରିମୋ…

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

ଏକୁଟିଆ ପଡ଼ିଗଲେ ଟ୍ରମ୍ପ: ସାହାଯ୍ୟ କରିବାକୁ ସିଧା ସିଧା ମନା କରିଦେଲେ ଏସବୁ ଦେଶ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଇରାନ ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ହର୍ମୁଜ ଷ୍ଟ୍ରେଟ୍‌କୁ ସୁରକ୍ଷିତ…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ବାଘ ଘାସ ଖାଇବାର କାଲି ଦେଖିଲି, କାହାକୁ ଏମିତି କହିଦେଲେ ଭକ୍ତ ଦାସ

କଟକ,୧୭।୩(ପ୍ରଭୁ କଲ୍ୟାଣ ପାଲ): ରାଜ୍ୟ ସଭା  ନିର୍ବାଚନରେ  ୩ କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ନେଇ ବିଧାୟକ, ବିଧାୟିକାଙ୍କୁ  ନିଲମ୍ବନ କରାଯାଇଛି। ଏହି ପ୍ରସଙ୍ଗରେ ପିସିସି  ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri