୧୮୦ ଦେଶରେ ୬୦ ସପ୍ତାହ ସ୍କୁଲ ବନ୍ଦ, ୧୬୦ କୋଟି ଛାତ୍ରୀଛାତ୍ରଙ୍କ ପାଠପଢ଼ା ପ୍ରଭାବିତ…

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୦।୭: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ପୃଥିବୀର ବିଭିନ୍ନ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଧୀରେଧୀରେ ଅନଲକ୍‌ ପ୍ରକ୍ରିୟା ଜାରି ରହିଛି। ଲକ୍‌ଡାଉନ୍‌ ଯୋଗୁ ପୃଥିବୀର ୧୮୦ ଦେଶରେ ୬୦ ସପ୍ତାହ ଅର୍ଥାତ୍‌ ୧୫ ମାସ ପର୍ଯ୍ୟନ୍ତ ସ୍କୁଲ୍‌ ବନ୍ଦ ରହିଛି। ଏହା ଯୋଗୁ ୧୬୦ କୋଟି ଛାତ୍ରୀଛାତ୍ରଙ୍କ ପାଠପଢ଼ା ପ୍ରଭାବିତ ହୋଇଛି। ଅନ୍‌ଲାଉନ୍‌ରେ ପାଠପଢ଼ା କରାଯାଉଥିଲେ ମଧ୍ୟ ଏହା ଅଫଲାଇନ୍‌ ଶିକ୍ଷାଦାନ ସହିତ ସମାନ ହୋଇପାରିନାହିଁ। ଜୁଲାଇ ମାସ ଆରମ୍ଭରେ ପୃଥିବୀର ୧୭୦ ଦେଶରେ ସ୍କୁଲ ଖୋଲା ଯାଇଛି। ଇତିମଧ୍ୟରେ ୫୧ଟି ଦେଶରେ କରୋନା ମାର୍ଗଦର୍ଶିକା ପାଳନ ସହିତ ସ୍କୁଲ୍‌ ସମ୍ପୂର୍ଣ୍ଣ ଖୋଲା ଯାଇଛି। ସେହିପରି ୯୦ଟି ଦେଶରେ ଆଶିଂକ ଭାବେ ସ୍କୁଲା ଖୋଲାଯାଇଛି। ଏବେ ଭାରତରେ ସ୍କୁଲ ଖୋଲାଯିବା ପ୍ରକ୍ରିୟା ନେଇ ବିଭିନ୍ନ ରାଜ୍ୟରେ ଜାରି ରହିଛି। କରୋନାର ସମ୍ଭାବ୍ୟ ତୃତୀୟ ଲହର ପୂର୍ବରୁ ଏବେ ଛାତ୍ରୀଛାତ୍ରଙ୍କୁ ସ୍କୁଲ୍‌ ଯିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ଆହତ ହେଲେ ଅଷ୍ଟ୍ରେଲିଆ ଅଧିନାୟକ, ଷ୍ଟିଭ୍ ସ୍ମିଥ୍‌ଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆର ଅସୁବିଧା ଥମିବାର ନାଁ ନେଉନାହିଁ। ଜସ୍ ହାଜେଲଉଡ୍ ଏବଂ ପ୍ୟାଟ୍ କୁମିନ୍ସ ଆଗରୁ ଆହତ ଥିବାବେଳେ ଏବେ ଅଧିନାୟକ ମିଚେଲ ମାର୍ଶ…

ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ ଭାରତୀୟ ଟିମରେ ଖେଳିଗଲା ଖୁସିର ଲହରି!

ନୂଆଦିଲ୍ଲୀ,୧୧।୨: ଭାରତୀୟ ଦଳ ଗୁରୁବାର T20 ବିଶ୍ୱକପ 2026 ରେ ନାମ୍ବିଆର ମୁକାବିଲା କରିବ। ତା’ପରେ ଭାରତୀୟ ଦଳ ଫେବୃଆରୀ ୧୫ରେ ପାକିସ୍ତାନ ସହିତ ମୁକାବିଲା କରିବ।…

ଝାଡ଼େଶ୍ୱର ବାବାଙ୍କୁ ଜଳ ଅର୍ପଣ କଲେ ଗାୟକ ସୋନୁ ନିଗମ, ବିମାନବନ୍ଦରରୁ…

ଝାରସୁଗୁଡା,୧୧।୨(ଆଶିଷ ରଞ୍ଜନ ଦାଶ): ହିନ୍ଦୀ ସହିତ ବିଭିନ୍ନ ଭାଷାରେ ଲୋକପ୍ରିୟ ଭଜନ, ଦେଶାତ୍ମବୋଧକ ତଥା ପ୍ରସିଦ୍ଧ ଚଳଚ୍ଚିତ୍ରରେ ଗୀତ ଗାଇଥିବା ପ୍ରସିଦ୍ଧ ଗାୟକ ସୋନୁ ନିଗମ ବୁଧବାର…

ଥାଇଲ୍ୟାଣ୍ଡ ସ୍କୁଲରେ ଫୁଟିଲା ଗୁଳି, ବହୁ ପରିଶ୍ରମ ପରେ ବନ୍ଧୁକଧାରୀଙ୍କୁ ଧରିଲା ପୋଲିସ

ବ୍ୟାଙ୍କକ,୧୧।୨: ବୁଧବାର ସାରେ ଥାଇଲ୍ୟାଣ୍ଡର ଦକ୍ଷିଣ ପ୍ରଦେଶ ସୋଙ୍ଗ୍ଖଲାର ଏକ ସ୍କୁଲରେ ଗୁଳି ଚଳାଇ ଅନେକ ଛାତ୍ର ଏବଂ ଶିକ୍ଷକଙ୍କୁ ବନ୍ଧକ କରିନେଇଛନ୍ତି। ସ୍ଥାନୀୟ କର୍ତ୍ତୃପକ୍ଷ ସୋସିଆଲ…

ଷ୍ଟ୍ରବେରୀ ତୋଳିଲେ ଉପମୁଖ୍ୟମନ୍ତ୍ରୀ, ସ୍ବୟଂ ସହାୟିକା ଗୋଷ୍ଠୀର ପ୍ରୟାସକୁ ପ୍ରଶଂସା କରି କହିଲେ…

ଦାରିଙ୍ଗବାଡ଼ି,୧୧ା୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡି ଅଞ୍ଚଳ ଏକ ପର୍ଯ୍ୟଟନକ୍ଷେତ୍ର ଭାବେ ଦେଶ ଓ ଦେଶ ବାହାରେ ପରିଚିତ। ପୂର୍ବରୁ ଜୈବିକ ପଦ୍ଧତିରେ ଚାଷ ହୋଇଥିବା କଫି…

କନକ ବର୍ଦ୍ଧନ ସିଂଦେଓଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ନିର୍ବାଚନୀ ମାମଲା ଉପରେ ରୋକ…

କଟକ,୧୧।୨:  କନକ ବର୍ଦ୍ଧନ ସିଂଦେଓଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି । ତାଙ୍କ ବିରୋଧରେ ହାଇକୋର୍ଟରେ ଚାଲିଥିବା ନିର୍ବାଚନୀ ମାମଲା ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ । ଏହା ସହ…

ରନୱେରୁ ଖସି ସମୁଦ୍ରରେ କ୍ରାଶ ହେଲା ବିମାନ, ପାଇଲଟ୍ ୫୫ ଜଣଙ୍କ ଜୀବନ…

ନୂଆଦିଲ୍ଲୀ,୧୧।୨: ସୋମାଲିଆର ରାଜଧାନୀ ମୋଗାଡିସୁରରେ ମଙ୍ଗଳବାର ସକାଳେ ବିମାନ ଦୁର୍ଘଟଣା ହୋଇଥିବା ନେଇ ଖବର ସାମ୍ନାକୁ ଆସିଛି । ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେବାରୁ ଏକ ଯାତ୍ରୀବାହୀ…

ପୁଣି ଏକ କଳଙ୍କିତ ଅଧ୍ୟାୟ: ଛାତ୍ରୀଙ୍କୁ ବଳାତ୍କାର କରି ଗିରଫ ହେଲେ ସାହିତ୍ୟ ଶିକ୍ଷକ

ବଣାଇଁ,୧୧ା୨(ପ୍ରଦୀପ ତ୍ରିପାଠୀ): ପୁଣି ଜଣେ ରସିକିଆ ଶିକ୍ଷକଙ୍କ କଳାକାରନାମା ଆଜି ଜଣାପଡ଼ିବା ପରେ ସମଗ୍ର ଶିକ୍ଷକ ସାମାଜର ମୁଣ୍ଡ ତଳକୁ ହୋଇଯାଇଛି। ହଳଦୀକୁଦର ସରକାରୀ ଉଚ୍ଚ ବିଦ୍ୟାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri