Bharat Bandh Today: ଓଡ଼ିଶାରେ ଭାରତ ବନ୍ଦ ପ୍ରଭାବ, ଆଜି ସ୍କୁଲ ବନ୍ଦ!

ଭୁବନେଶ୍ୱର,୧୨ା୨: ଭାରତ ବନ୍ଦର ପ୍ରଭାବ ମଧ୍ୟ ଦେଖିବାକୁ ମିଳିଲାଣି । ପ୍ରମୁଖ ଛକମାନଙ୍କରେ ବନ୍ଦ ରହିଛି ଗାଡ଼ି ଚଳାଚଳ ଓ ଦୋକାନ ବଜାର । ମେଡିକାଲ, ଦମକଳ କେନ୍ଦ୍ର, ସରକାରୀ ଅଫିସ ଖୋଲା ରହିଥିବା ବେଳେ ଜଳଯୋଗାଣ, ବିଦ୍ୟୁତ୍‌ ସେବା ଜାରି ରହିଛି । ଆଜି ଭାରତ ବନ୍ଦ । ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି । ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏ ବନ୍ଦ ଡାକରା ଦେଇଛନ୍ତି ୧୦ରୁ ଅଧିକ ସଂଗଠନ । ଏହାକୁ ସମର୍ଥନ ଜଣାଇଛନ୍ତି ବିଭିନ୍ନ ରାଜନୈତିକ ଦଳ ।

ଦୋକାନ ବଜାର ବନ୍ଦ ରହିଥିବା ଦେଖିବାକୁ ମିଳିଛି । ତେବେ ଏହି ବନ୍ଦରୁ ଜରୁରୀକାଳୀନ ସେବାକୁ ବାଦ୍‌ ଦିଆଯାଇଛି । ସରକାରୀ ଅଫିସ, ମେଡିକାଲ, ଆମ୍ବୁଲାନ୍ସ ସେବା, ସମ୍ବାଦ ସରବରାହ, ଫାୟାର ବ୍ରିଗେଡ୍ ସେଵା ଓ ଜଳଯୋଗାଣ, ବିଦ୍ୟୁତ ସେବା ଜାରି ରହିବ । ତେବେ ଭାରତ ବନ୍ଦ ଡାକରା ଦିଆଯାଇଥିବାରୁ କିଛି ସ୍ଥାନରେ ସ୍କୁଲ ବନ୍ଦ ରହିପାରେ । ଏ ନେଇ ସରକାରଙ୍କ ପକ୍ଷରୁ କୌଣସି ଘୋଷଣା କରାଯାଇନଥିଲେ ମଧ୍ୟ କିଛି ସ୍ଥାନରେ ସ୍କୁଲ ବନ୍ଦ ରହିପାରେ । ପିଲାଙ୍କ ପାଠପଢା ପ୍ରଭାବିତ ହୋଇପାରେ ।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଅଘଟଣ: ସ୍ବାଧୀନତା ଦିବସ ପାଳନ କରିବାକୁ ଆସୁଥିବାବେଳେ ଛାତ୍ରୀଛାତ୍ରଙ୍କୁ ପିଟିଲା କାର୍

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ସରସରା ନିକଟରେ ଶନିବାର ସକାଳୁ ଏକ ସଡ଼କ ଦୁର୍ଘଟଣା ଘଟିଛି। ବିଦ୍ୟାଳୟକୁ ସ୍ବାଧୀନତା ଦିବସ ପାଳନ ପାଇଁ ସାଇକେଲ ଯୋଗେ ଆସୁଥିବା…

ପାଟଣା ବ୍ଲକ୍‌ସ୍ତରୀୟ ସ୍ୱାଧୀନତା ଦିବସ: ଦେଶ ସେବା ପାଇଁ ଆହ୍ୱାନ ଦେଲେ ବିଧାୟକ

ପାଟଣା, ୧୫/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ଶନିବାର ପାଟଣା ମୁଖ୍ୟାଳୟ ଷ୍ଟାଡିୟମ୍‌ରେ ହର୍ଷୋଲ୍ଲାସର ସହ ପାଳିତ ହୋଇଯାଇଛି।…

ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ସିଂହ ରାଶିରେ ଏକାଠି ହେବେ ସୂର୍ଯ୍ୟ-ବୁଧ; ଧନ ଓ ସଫଳତାରେ ମିଳିବ ବଡ଼ ଲାଭ, ଏହି ୩ ରାଶିର ଗୋଲ୍ଡେନ୍ ଟାଇମ୍ ଆରମ୍ଭ…

ବୈଦିକ ଜ୍ୟୋତିଷ ଅନୁସାରେ, ଗ୍ରହମାନଙ୍କର ଗତି ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହମାନଙ୍କର ରାଜକୁମାର ବୁଧ, ଆସନ୍ତା ଅଗଷ୍ଟ ୨୨ ତାରିଖରେ ସନ୍ଧ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri