Posted inଖେଳ

ସ୍କୁଲ୍ସ ଓପନ୍‌ ଚେସ୍‌: ସତ୍ୟମ୍‌ ଚାମ୍ପିୟନ

ଭୁବନେଶ୍ୱର, ୩୧।୭ (ତପନ ସ୍ବାଇଁ): ବିଜେଇମ୍‌ ସ୍କୁଲ-୧ ଏବଂ ଓଡ଼ିଶା ରାଜ୍ୟ ଚେସ୍‌ ଆସୋସିଏଶନର ମିଳିତ ଆନୁକୂଲ୍ୟରେ ରବିବାର ଆୟୋଜିତ ସ୍କୁଲ୍ସ ଓପନ ଚେସ୍‌ରେ କଟକ ଗୁରୁନାନକ ପବ୍ଲିକ ସ୍କୁଲର ସତ୍ୟମ ସ୍ବରୂପ ସାହୁ ଚାମ୍ପିୟନ ହୋଇଛନ୍ତି। ୫ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ ସତ୍ୟମ ପୂରା ୫ ପଏଣ୍ଟ ପାଇଛନ୍ତି। ବିଜେଇଏମ୍‌ ସ୍କୁଲ-୧ର ଭିନିତ ନାୟକ ଓ ୟୁନିଟ-୮ ଡିଏଭିର ତନୁଶ ସାହୁ ୪.୫ ପଏଣ୍ଟ ଲେଖାଏ ପାଇ ଯଥାକ୍ରମେ ଦ୍ୱିତୀୟ ଓ ତୃତୀୟ ସ୍ଥାନରେ ରହିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ସ୍ବସ୍ତିକ ରଞ୍ଜନ ସାହୁ, ଆଦିତ୍ୟ ଜେନା, ନମସ୍ୟ ନଳିନୀ, ଅର୍ନବ ମହାନ୍ତି, ସାଇ ବିଦ୍ୟାଶ୍ରୀ, ସତ୍ୟମ୍‌ ଓଝା ଓ ସ୍ବସ୍ତିକ ପଟ୍ଟନାୟକ ଟପ୍‌-୧୦ରେ ରହିଛନ୍ତି।

୭, ୯, ୧୧ ଓ ୧୩ ବର୍ଷରୁ କମ୍‌ ଏବଂ ବାଳିକା ବର୍ଗରେ ଶ୍ରେଷ୍ଠ ୨ ଜଣ ଲେଖାଏ ପ୍ରତିଯୋଗୀଙ୍କୁ ଏଜ୍‌ ଗ୍ରୁପ୍‌ ଏବଂ ୭ ଜଣ ଖେଳାଳିଙ୍କୁ ସ୍ବତନ୍ତ୍ର ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ୫ ବର୍ଷୀୟ ଜୀବିତେଶ ପାତ୍ର ପ୍ରତିଯୋଗିତାର ସର୍ବକନିଷ୍ଠ ଖେଳାଳି ଥିଲେ। ବିଜେଇଏମ୍‌ ସ୍କୁଲ-୧ ପ୍ରିନ୍ସିପାଲ ସନ୍ଧ୍ୟା ଜେନା ମୁଖ୍ୟ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ଭାଇସ୍‌ ପ୍ରିନ୍ସିପାଲ ପଲ୍ଲବୀ ମହାପାତ୍ର, କ୍ରୀଡ଼ା ବିଭାଗ ମୁଖ୍ୟ ସରୋଜ କୁମାର ସାହୁ, ସିନିୟର ପିଇଟି ସତ୍ୟନାରାୟଣ ସାହୁ, ପିଇଟି ରୀନା ଶତପଥୀ, ଓଡ଼ିଶା ରାଜ୍ୟ ଚେସ୍‌ ଆସୋସିଏଶନ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri