କାଲି ଏହି ଜିଲାରେ ବନ୍ଦ ରହିବ ସ୍କୁଲ

ଭଦ୍ରକ ଅଫିସ,୧୯।୮: ରାଜ୍ୟରେ ଲଘୁଚାପ ଜନିତ ବର୍ଷାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ବର୍ଷା ପରେ ସମ୍ଭାବ୍ୟ ବନ୍ୟାକୁ ନଜରରେ ଭଦ୍ରକ ଜିଲାରେ ୮ଟି ଅଗ୍ନିଶମ ବାହିନୀ ସହ ୨ଟି ଓଡ୍ରାଫ ଟିମ୍‌ ଓ ଏନଡିଆରଏଫ୍‌ ଟିମ ମୁତୟନ ହେବେ । ତଳିଆ ଅଞ୍ଚଳର ଲୋକଙ୍କୁ ସଚେତନ କରାଯାଉଛି । ତେବେ କେନ୍ଦୁଝର ଓ ଆନନ୍ଦପୁର ଅଞ୍ଚଳରେ ବର୍ଷା ଉପରେ ନଜର ରଖାଯାଉଛି । ସାଳନ୍ଦୀ ନଦୀର ହଦଗଡ଼ ଡ୍ୟାମ ଗୋଟିଏ ଗେଟ୍‌ ଖୋଲିଛି ।
ବର୍ଷାକୁ ଦେଖି ଗେଟ୍‌ ଖୋଲିବ କି ନାହିଁ ସେ ନେଇ ନିଷ୍ପତ୍ତି ନିଆଯିବ ବୋଲି ଭଦ୍ରକ ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର ସୂଚନା ଦେଇଛନ୍ତି। ବିଭିନ୍ନ ଅଞ୍ଚଳର ପିଆରଆଇ ମେମ୍ବରଙ୍କୁ ସଜାଗ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଆବଶ୍ୟକ ଅନୁଯାୟୀ ଲୋକଙ୍କୁ ସ୍ଥାନାନ୍ତର ପାଇଁ ପ୍ରଶାସନ ପ୍ରସ୍ତୁତ ରହିଛି । ତେବେ ବର୍ଷାକୁ ନଜରରେ ରଖି ଶନିବାର ଜିଲାର ସମସ୍ତ ସ୍କୁଲ ଓ ଅଙ୍ଗନଓ୍ବାଡି କେନ୍ଦ୍ରକୁ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସ୍କୁଲରେ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ରହିବା ନେଇ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri