ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହିଦିନଠାରୁ ୧୦ଟାରୁ ଖୋଲିବ ସ୍କୁଲ, ସ୍ବାଭାବିକ ଭାବେ ଚାଲିବ ପାଠପଢ଼ା

ଭୁବନେଶ୍ୱର,୨୩।୬: ଏଣିକି ସ୍ବାଭାବିକ ଭାବେ ଖୋଲିବ ସ୍କୁଲ। ରାଜ୍ୟରେ ପାଗ ବଦଳିଥିବାରୁ ତଥା ମୌସୁମୀ ବର୍ଷା ଆରମ୍ଭ ହୋଇଥିବାରୁ ବଡ ଘୋଷଣା କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସୋମବାରଠାରୁ ସାରା ରାଜ୍ୟରେ ସ୍ବାଭାବିକ ହେବ ସ୍କୁଲ । ପୂର୍ବ ଭଳି ସକାଳ ୧୦ଟାରୁ ସ୍କୁଲ ଖୋଲାଯିବ।

ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ପାଣିପାଗ ବଦଳିଛି । ମୌସୁମୀ ବର୍ଷା ସ୍ବାଭାବିକ ହୋଇଥିବାରୁ ସ୍କୁଲ ସ୍ବାଭାବିକ ହେବାରେ କୌଣସି ସମସ୍ୟା ନାହିଁ । ତେଣୁ ଆସନ୍ତାକାଲି ଅର୍ଥାତ ଜୁନ ୨୪ ସୋମବାର ଠାରୁ ସାରା ରାଜ୍ୟରେ ଦିନ ୧୦ଟା ରୁ ଖୋଲିବ ସ୍କୁଲ । ଆଉ ସକାଳୁଆ ସ୍କୁଲ କିମ୍ବା ଛୁଟି ବୃଦ୍ଧି ପାଇବ ନାହିଁ ।

ସୂଚନାଯୋଗ୍ୟ, ପୂର୍ବରୁ ଭୀଷଣ ଖରା ଏବଂ ପ୍ରବଳ ଗୁଳୁଗୁଳି ପାଇଁ ରାଜ୍ୟ ସରକାର ଛୁଟି ବଢାଇଥିଲେ। କିଛି ଜିଲାରେ ସକାଳୁଆ ସ୍କୁଲ ଓ ଆଉ କିଛି ଜିଲାରେ ଛୁଟିକୁ ବଢାଇଥିଲେ ଜିଲାପାଳ । ତେବେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଜିଲାପାଳ ସ୍କୁଲ ଖୋଲିବା ସମ୍ବନ୍ଧୀୟ ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ନିଖୋଜ ଥିଲେ ମହିଳା, ଚାଷ ଜମିରୁ ଉଦ୍ଧାର ହେଲା ଗଳିତ ମୃତଦେହ: ପରିବାରରେ…

କୋକସରା, ୮।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼କେନ୍ଦୁଗୁଡ଼ା ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ମଙ୍ଗଳବାରଠାରୁ…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

ଭାରତୀୟ ଖେଳାଳିଙ୍କ ବାରମ୍ବାର ଆଘାତ ପାଇଁ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ନେଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳି ବର୍ତ୍ତମାନ ଆହତ ହୋଇଛନ୍ତି, ଯାହା ଦଳ ପରିଚାଳନାକୁ ଚିନ୍ତିତ କରିଛି। ଅଧିନାୟକ ଶୁବମନ ଗିଲ ମଧ୍ୟ ଏହି ପ୍ରସଙ୍ଗ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ବଡ଼ ଝଟକା!

ଚେନ୍ନାଇ,୮।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏସ. ଜୋସେଫ ବିଜୟ କେନ୍ଦ୍ରର ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଏବଂ ତାମିଲନାଡୁ ଉପରେ ଏହାର ସମ୍ଭାବ୍ୟ ପ୍ରଭାବ ବିଷୟରେ ଆଲୋଚନା କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri