ଏ ମାସରେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୪।୧୧(ବ୍ୟୁରୋ): ନଭେମ୍ବର ମାସରେ ହିଁ ରାଜ୍ୟରେ ଖୋଲିବ ସ୍କୁଲ। ୫ଟି ବର୍ଗର ଅଂଶୀଦାରଙ୍କ ସହ ଆଲୋଚନା ପରେ ବୁଧବାର ଏହି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ତେବେ ସ୍କୁଲ ଖୋଲିବା ନେଇ ଏସ୍‌ଓପି ଏବେ ଡ୍ରାଫ୍ଟ ଷ୍ଟେଜ୍‌ରେ ଅଛି।
ମନ୍ତ୍ରୀ କହିଛନ୍ତି, ନବମରୁ ଦ୍ୱାଦସ ଯାଏ ସମ୍ପୂର୍ଣ୍ଣ କ୍ଲାସ ହେବ। ପିଲାଙ୍କୁ ଛାଡିବାକୁ ଅଭିଭାବକ ରାଜି ନ ହେଲେ ଅନ୍‌ଲାଇନ ବ୍ୟବସ୍ଥା ହେବ। ସ୍କୁଲ ଖୋଲିବା ନେଇ ଏସ୍‌ଓପି ପ୍ରସ୍ତୁତ ଚାଲିଥିବା ବେଳେ ଏ ନେଇ ଜିଲାପାଳ ଓ ଡିଇଓଙ୍କ ସହ ଆଲୋଚନା କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ଆହୁରି ମଧ୍ୟ ସେ କହିଛନ୍ତି, କରୋନା ପାଇଁ ୩୦ % ସିଲାବସ୍‌ ହ୍ରାସ ହୋଇଛି। ଆଉ କମିବ। ବାକି ୭୦% ସିଲାବସ୍‌ ପାଇଁ ନୂଆ କ୍ୟାଲେଣ୍ଡର ପ୍ରସ୍ତୁତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଜାଲରେ ପଡ଼ିଲା ବିରଳ ପ୍ରଜାତିର ପ୍ରାଣୀ

ଭଦ୍ରକ ଅଫିସ, ୧୮।୩: ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଖଦାଳପୋଖରୀ ପଞ୍ଚାୟତ ସୁନାରୀପୋଖରୀଠାରେ ଗୁରୁବାର ଏକ ବିରଳ ପ୍ରଜାତିର ପ୍ରାଣୀ ଉଦ୍ଧାର କରାଯାଇଛି। ଗ୍ରାମର...

ଲୁଣା, ହେନ୍ତାଳବଣ ପ୍ରତି ବଢୁଛି ବିପଦ

ମହାକାଳପଡ଼ା,୧୫ା୪(ଡି.ଏନ୍‌.ଏ.): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ପଡ଼ୋଶୀ ଜଗତ୍‌ସିଂହପୁର ଜିଲା ପାରାଦୀପ...

ଦୁଇଦିନ ପ୍ରବଳ କୁହୁଡ଼ି: ୟେଲୋ ଓ୍ବାର୍ନିଂ ଜାରିକଲା ପାଣିପାଗ ବିଭାଗ

ଭୁବନେଶ୍ୱର,୩ା୧(ବ୍ୟୁରୋ): ଆସନ୍ତା ଦୁଇଦିନ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ କୁହୁଡ଼ି ହେବାର ସମ୍ଭାବନା ରହିଛି। ରବିବାର ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଏବଂ କନ୍ଧମାଳ ଜିଲାରେ...

ଏମ୍ସରେ ଅନ୍ୟ ୨ ବିଭାଗରେ ଆରମ୍ଭ ହେବ ଏମ୍‌ସିଏଚ୍‌, ଡିଏମ୍‌ କୋର୍ସ

ଭୁବନେଶ୍ୱର, ୨୬।୧୧(ବ୍ୟୁରୋ): ଭୁବନେଶ୍ବର ଏମ୍ସରେ ସୁପରସ୍ପେଶାଲିଟି ସେବା ବୃଦ୍ଧି ପାଇବ। ସର୍ଜିକାଲ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ବିଭାଗରେ ଏମ୍‌ସିଏଚ୍‌ ଓ ନେଫ୍ରୋଲୋଜି ବିଭାଗରେ ଡିଏମ୍‌ କୋର୍ସ ଖୁବ୍‌ଶୀଘ୍ର ଆରମ୍ଭ...

ଓଏଏସ୍‌: ଭଦ୍ରକରୁ ସୁଚିସ୍ମିତା, କେନ୍ଦୁଝରରୁ ଶର୍ମିଷ୍ଠା

ଚାନ୍ଦବାଲି/ କେନ୍ଦୁଝର,୧୦।୧୦ (ଡି.ଏନ.ଏ.) ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌)ରେ ଭଦ୍ରକରୁ ସୁଚିସ୍ମିତା ଦାସ ଓ କେନ୍ଦୁଝରରୁ ଶର୍ମିଷ୍ଠା ସାହୁ କୃତିତ୍ୱ ହାସଲ ହାସଲ କରିଛନ୍ତି। ଭଦ୍ରକ ଜିଲା...

ଆଉ ୮ ମାସ ମାଗଣା ରାସନ ଦିଅ

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ରାଜ୍ୟରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା(ପିଏମ୍‌ଜିକେଏଓ୍ବାଇ)କୁ ବୃଦ୍ଧି କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ପ୍ରସ୍ତାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।...

ଜୁନ ୧୩ରେ ବାଚସ୍ପତି ନିର୍ବାଚନ

ଭୁବନେଶ୍ୱର,୮।୬(ବ୍ୟୁରୋ): ଆସନ୍ତା ଜୁନ୍‌ ୧୩ରେ ବାଚସ୍ପତି ନିର୍ବାଚନ। ଏଥିଲାଗି ଶୁକ୍ରବାର ପ୍ରାର୍ଥୀପତ୍ର ଦାଖଲ କରାଯିବ। ବରିଷ୍ଠ ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ର ବାଚସ୍ପତି ପଦ ଛାଡ଼ିବା...

ଖୋର୍ଦ୍ଧା ଗୁଳିକାଣ୍ଡ: ଔଷଧ ଦୋକାନୀଙ୍କ ମୃତ୍ୟୁ

ଖୋର୍ଦ୍ଧା ଅଫିସ୍‌,୧୬।୧୨: ଖୋର୍ଦ୍ଧାର ଏକ କ୍ଲିନିକରେ ହୋଇଥିବା ଗୁଳିମାଡ ଘଟଣାରେ ଗୁରୁତର ଔଷଧ ଦୋକାନୀ କୃଷ୍ଣଚନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷରେ ଏହି ଗୁଳିମାଡ ଗୁରୁତର...

Advertisement
Archives

Model This Week