ଏତିକି ଛାତ୍ରଛାତ୍ରୀ ଥିବା ସ୍କୁଲ୍ ଖୋଲିବ ନାହିଁ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୮ା୧୧: ରାଜ୍ୟରେ ୨୦ କିମ୍ବା ତା’ଠାରୁ କମ୍ ଛାତ୍ରଛାତ୍ରୀ ଥିବା ବିଦ୍ୟାଳୟଗୁଡ଼ିକୁ ପୁନଃ ଖୋଲାଯିବ ନାହିଁ ବୋଲି ଗଣଶିକ୍ଷା ମନ୍ତ୍ରୀ ଗୁରୁବାର ସ୍ପଷ୍ଟ କରିଛନ୍ତି। ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଏକ ପ୍ରଶ୍ନର ଉତ୍ତର ଦେବା ଅବସରରେ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି।

ମନ୍ତ୍ରୀ କହିଛନ୍ତି ଯେ ପୂର୍ବରୁ ରାଜ୍ୟରେ ଯେଉଁ ସରକାର ଥିଲା, ସେମାନେ ୨୦ରୁ ଅଧିକ ଛାତ୍ରଛାତ୍ରୀ ଥିବା ଅନେକ ବିଦ୍ୟାଳୟକୁ ବନ୍ଦ କରି ଦେଇଥିଲେ। ମାତ୍ର, ବର୍ତ୍ତମାନର ସରକାର ଗଠନ ହେବା ପରେ ସେହିଭଳି ବନ୍ଦ ହୋଇଯାଇଥିବା ୪୬ଟି ସ୍କୁଲ୍‌କୁ ପୁଣି ଖୋଲି ସାରିଲେଣି।

ବିଦ୍ୟାଳୟ ଖୋଲିବା ନୀତି ବିଷୟରେ ମନ୍ତ୍ରୀ କହିଥିଲେ ଯେ ଜିଲ୍ଲାସ୍ତରୀୟ କମିଟି ଠାରୁ ନିବେଦନ ଆସିବା ପରେ ରାଜ୍ୟ ସରକାର ସେହି ନିବେଦନଗୁଡ଼ିକୁ ବିଚାର କରି ବିଦ୍ୟାଳୟ ଖୋଲିବା ପାଇଁ ପଦକ୍ଷେପ ନେଉଛନ୍ତି। ତେବେ ୨୦ରୁ କମ୍ ଛାତ୍ରଛାତ୍ରୀ ଥିବା ସ୍କୁଲ୍ ଖୋଲିବା ପାଇଁ ବର୍ତ୍ତମାନ କୌଣସି ଯୋଜନା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

ରେଞ୍ଜ ରୋଭର୍‌ କି ମର୍ସିଡିିଜ ନୁହେଁ: ପୁଟିନଙ୍କୁ ନେବାକୁ କାହିଁକି ଫର୍ଚୁନର ବାଛିଲେ ମୋଦି? ଜଣାପଡିଲା ଅସଲ ସତ

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ଏବଂ ତାଙ୍କୁ ସ୍ୱାଗତବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ଉପସ୍ଥିତି ଏବଂ କୁଣ୍ଢେଇବା ଦୃଶ୍ୟ ସମସ୍ତଙ୍କ...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ସମସ୍ୟା, ସମାଧାନ ପାଇଁ

ନୂଆପଡ଼ା,୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଷ୍ଟୋନ କ୍ରଶର ଓ ପଥର କ୍ୱାରୀ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଯଦୁମଣି...

ପୁଟିନଙ୍କୁ ରିଟର୍ନ ଉପହାର ଦେଲେ ମୋଦି: ରୁଷିଆ ନାଗରିକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଦିଲ୍ଲୀର ହାଇଦ୍ରାବାଦ ହାଉସରେ ସାକ୍ଷାତ ହୋଇଛି। ବୈଠକ ସମୟରେ ଏକ ପ୍ରମୁଖ ଭୂରାଜନୈତିକ...

‘ଆତଙ୍କବାଦ ବିରୋଧରେ କାନ୍ଧକୁ କାନ୍ଧ ମିଶାଇ ଠିଆ ହେବା…’, ମୋଦି-ପୁଟିନଙ୍କ ମିଳିତ ବିବୃତ୍ତିରେ ପହଲଗାମ ଆକ୍ରମଣର ଉଲ୍ଲେଖ, ଛାନିଆ ହେଲାଣି ପାକିସ୍ତାନ!

ନୂଆଦିଲ୍ଲୀ,୫।୧୨: ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ବୈଠକ ପରେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ମିଳିତ ବିବୃତ୍ତି ଜାରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri