ମଙ୍ଗଳରେ ୫୦ବର୍ଷ ପୂର୍ବେ ମିଳିଥିଲା ଜୀବଜଗତର ସନ୍ଧାନ, ଭୁଲରେ ନଷ୍ଟ ହୋଇଯାଇଛି ପ୍ରମାଣ: ବୈଜ୍ଞାନିକଙ୍କ ଦାବି

ଓ୍ବାଶିଂଟନ୍‌,୩୦।୮: ମଙ୍ଗଳ ଗ୍ରହରେ ଜୀବଜଗତ ଥିବା ନେଇ ବହୁବାର ଦାବି କରାଯାଇ ଆସୁଛି। ତେବେ ଏପରି କୁହାଯାଇ ସାରଛି କି ମଙ୍ଗଳ ଗ୍ରହରେ ପୂର୍ବରୁ ଜୀବଜଗତ ଥିଲା କିନ୍ତୁ ବର୍ତ୍ତମାନର ସେଠାକାର ପରିସ୍ଥିତିକୁ ନେଇ ଜୀବଜଗତ ସୃଷ୍ଟି ପାଇଁ ଅନୁକୂଳ ନୁହେଁ। ତେବେ ଏକ ଆଶ୍ଚର୍ଯ୍ୟଜନକ ଖୁଲାସା କରିଛନ୍ତି ଜଣେ ପ୍ରଫେସର। ୫୦ବର୍ଷ ପୂର୍ବେ ମଙ୍ଗଳରେ ଜୀବଜଗତ ଥିବାର ସନ୍ଧାନ ମିଳିଥିଲା। କିନ୍ତୁ ଅଜାଣତରେ ସେ ତଥ୍ୟ ସବୁ ନଷ୍ଟ ହୋଇଗଲା ଟେକ୍ନିକାଲ ୟୁନିଭରସିଟି ବର୍ଲିନର ଫାକଲ୍ଟି ମେମ୍ବର ଏଷ୍ଟ୍ରୋବାୟୋଲଜି ପ୍ରଫେସର ଡିର୍କ ଶୁଲକେ ମାକୁଚ ଏପରି ଦାବି କରିଛନ୍ତି।

ନାସା ୨୦୧୧-୧୨ରେ କ୍ୟୁରିୟୋସିଟି ରୋଭରକୁ ମଙ୍ଗଳ ଗ୍ରହକୁ ପଠାଇଥିଲା, ଯାହାକି ଏବେ ବି କାମ କରୁଛି। ୧୯୭୦ରେ ନାସା ଦୁଇଟି ଲ୍ୟାଣ୍ଡର ମଙ୍ଗଳକୁ ପଠାଇଥିଲା। ମଙ୍ଗଳ ଗ୍ରହ ବିଷୟରେ ନୂଆ ନୂଆ ତଥ୍ୟ ପାଇଁ ଏହି କାମ ୬୦ବର୍ଷ ଧରି ଜାରି ରହିଛି। ଏହି ମିଶନରେ ଗ୍ରହରେ ଜୀବଜଗତ ଅଛି କି ନାହିଁ ଜାଣିବା ନାସାର ଉଦ୍ଦେଶ୍ୟ ଥିଲା। ନାସାର ଏହି ମିଶନର ନାଁ ଥିଲା ଓ୍ବିକିଂ ପ୍ରୋଗ୍ରାମ।

ନାସା ଏହି ମିଶନରୁ ବହୁ ତଥ୍ୟ ହାତେଇଥିଲା। ଲାଲ୍‌ ଗ୍ରହରେ କିଛି ବୋହିବାର ଆକୃତି, ଆଗ୍ନେୟଗିରିର ଚିହ୍ନ ଇତ୍ୟାଦି ମିଳିଥିଲା। ଏଥିସହ ମଙ୍ଗଳରେ କିଛି କ୍ଲୋରିନେଟେଡର ଜୀବର ଅବଶେଷ ମିଳିଥିଲା ଯାହାଯୋଗୁ ଏଠାରେ ଜୀବଜଗତ ସମ୍ଭବ ବୋଲି ପ୍ରମାଣ ବୋଲି କୁହାଯାଉଥିଲା। ବୈଜ୍ଞାନିକମାନେ ଦାବି କରିଛନ୍ତି କିଳ ମଙ୍ଗଳରେ ଜୀବସତ୍ତା ଅଛି କିନ୍ତୁ ଏହା କ୍ଲୋରିନେଟେଡ୍‌ ରୂପରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

BRICS : ‘ପ୍ରତ୍ୟେକ ଦେଶର ସ୍ବର ଶୁଣାଯିବା ଉଚିତ; କିଛି ରାଷ୍ଟ୍ର ନେଉଛନ୍ତି ନିଷ୍ପତ୍ତି’ ପ୍ରଧାନମନ୍ତ୍ରୀଙ୍କ ଏହି କଥା ମଧ୍ୟରେ ଲୁଚି ରହିଛି ଏକ ଗୁପ୍ତ ବାର୍ତ୍ତା

ନୂଆଦିଲ୍ଲୀ,୧୨।୯: BRICS ସମ୍ମିଳନୀ ୨୦୨୬କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ବାର୍ତ୍ତା ଦେଇଥିଲେ ଯେ, ଏହି ସଂଗଠନ ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାକୁ ପ୍ରୟାସ କରୁଛି।…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…

ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି…

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ….

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?