ବୈଜ୍ଞାନିକଙ୍କ ଚେତାବନୀ: ଏହି ଦେଶରେ ଦେଖାଦେବ ମରୁଡ଼ି, ଉତ୍ତାପ, ନିଆଁ ଆଉ ବନ୍ୟା

ଲସ୍‌ଏଞ୍ଜେଲ୍‌ସ,୧୦ା୯: କାଲିଫର୍ନିଆରେ ୧୦ ଦିନର ରେକର୍ଡ ଭାଙ୍ଗିଛି ଗରମ। ଯାହାକି ଅତ୍ୟନ୍ତ ଅସ୍ବାଭାବିକ ଥିଲା। ଲସ୍‌ ଆଞ୍ଜେଲ୍ସର କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ଜଳବାୟୁ ବୈଜ୍ଞାନିକ ଡାନିଏଲ ସ୍ବେଡ଼୍‌ ତାଙ୍କ ବ୍ଲଗରେ ଲେଖିଛନ୍ତି, କ୍ରମାଗତ ୧୦ ଦିନ ପାଇଁ କାଲିଫର୍ନିଆ ବ୍ଲାକ୍‌ଆଉଟ୍‌।

ବୈଜ୍ଞାନିକମାନେ କହିଛନ୍ତି, ପାକିସ୍ତାନ, ଭାରତ, ଚାଇନା, ୟୁରୋପ ଏବଂ ଆମେରିକା ସମେତ ଅନ୍ୟାନ୍ୟ ଅଞ୍ଚଳ ଅପେକ୍ଷା କାଲିଫର୍ନିଆରେ ଅତ୍ୟଧିକ ଉତ୍ତାପ ଦେଖିବାକୁ ମିଳିଛି। ଶୁକ୍ରବାର ଏହି ଗରମ ରେକର୍ଡ ଭାଙ୍ଗିଥିଲା।

ଜଳବାୟୁ ପରିବର୍ତ୍ତନ ଯୋଗୁ ମରୁଡ଼ି ବି ବୃଦ୍ଧି ହୋଇଛି। ନଦୀଗୁଡିକ ଶୁଖିଲା ପଡ଼ିଛି। ଜଙ୍ଗଲି ନିଆଁକୁ ଅଧିକ ତୀବ୍ର କରିଛି ଏବଂ ଅପରପକ୍ଷେ ସାରା ବିଶ୍ୱରେ ବନ୍ୟା ପରିସ୍ଥିତି ସୃଷ୍ଟି କରିଛି। ନାସାର ଜେଟ୍‌ ପ୍ରୋପଲସନ ଲାବୋରେଟୋରୀର ଅବସରପ୍ରାପ୍ତ ଜଳବାୟୁ ବିଶେଷଜ୍ଞ ବିଲ୍‌ ପ୍ୟାଟଜର୍ଟ କହିଛନ୍ତି, ଆଗକୁ କାଲିଫର୍ନିଆରେ ଏୟାର କଣ୍ଡିଶନର ବିନା ରହିବା ଯୋଗ୍ୟ ହେବ ନାହିଁ। କାରଣ ଏଠାରେ ପ୍ରବଳ ଗରମ ଅନୁଭୂତ ହେବ। ଖାଲି ଏତିକି ନୁହେଁ, ବନ୍ୟା, ମରୁଡ଼ି ଏବଂ ଜଙ୍ଗଲରେ ନିଆଁ ଲାଗିବାର ମଧ୍ୟ ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲିଟର ପିଛା ମାତ୍ର ୨୫ ଟଙ୍କାରେ ଚାଲିବ କାର୍‌; ବଡ଼ ଘୋଷଣା କଲେ ନୀତିନ ଗଡ଼କରୀ, ଅକ୍ଟୋବରରୁ…

ନୂଆଦିଲ୍‌ଲୀ,୨୭।୯: କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଇଥାନଲକୁ ନେଇ ଏକ ନୂଆ ସ୍ୱପ୍ନ ଦେଖାଇଛନ୍ତି। ତାଙ୍କ କହିବା କଥା ହେଉଛି, ଅକ୍ଟୋବର ମାସରୁ ହିଁ…

ହର୍ମୁଜକୁ ନେଇ ବଡ଼ ଦାବି କଲେ ଟ୍ରମ୍ପ, କହିଲେ ‘କାଙ୍ଗାଳ ହୋଇଗଲାଣି ଇରାନ’

ଓ୍ବାଶିଂଟନ,୨୭।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୱାଶିଂଟନ ଡି.ସି. ଠାରେ ହର୍ମୁଜ ପ୍ରଣାଳୀ (Strait of Hormuz) ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ଟ୍ରମ୍ପ ଦାବି…

PM Modi Mann Ki Baat: ୧୩୮ତମ ସଂସ୍କରଣରେ ବାଲାକୋଟ ସର୍ଜିକାଲ ଷ୍ଟ୍ରାଇକ ବିଷୟରେ ଉଲ୍ଲେଖ କଲେ ମୋଦି

ନୂଆଦିଲ୍ଲୀ,୨୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (୨୭ ସେପ୍ଟେମ୍ବର) ନିଜର ‘ମନ କି ବାତ’ ରେଡିଓ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧିତ କରିଥିଲେ। ଏହି କାର୍ଯ୍ୟକ୍ରମର ୧୩୮ତମ…

ପର୍ଯ୍ୟଟନର ବାର୍ତ୍ତା ନେଇ ଦୌଡ଼ିଲେ ଶତାଧିକ ଛାତ୍ରୀଛାତ୍ର

କୋରାପୁଟ,୨୭ା୯(ଅମିତାଭ ବେହେରା): ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଶନିବାର ପର୍ଯ୍ୟଟନ ସଚେତନତାର ବାର୍ତ୍ତା ଦିଆଯାଇଛି। ପର୍ଯ୍ୟଟନସ୍ଥଳୀ ପ୍ରତି ଲୋକଙ୍କ ଆଗ୍ରହ ବଢ଼ାଇବା…

ଭିଜିଲାନ୍ସ ପଞ୍ଝାରେ ପୁଣି ଜଣେ ସରକାରୀ ଅଧିକାରୀ, ଆୟବର୍ହିଭୂତ ସମ୍ପତ୍ତି ଠୁଳ କରି ସହକାରୀ ଯନ୍ତ୍ରୀ…

ମାଲକାନଗିରି,୨୭ା୯(ଦୁର୍ଯ୍ୟୋଧନ ପାତ୍ର): ପୁଣି ଜଣେ ସରକାରୀ ବାବୁଙ୍କ ବିରୋଧରେ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି ମାଲକାନଗିରି ଜିଲା ମାଥିଲି…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

ହୀରାକୁଦର ୨୦ ଗେଟ୍‌ ଖୋଲିଲା: ବୈତରଣୀରେ ୮, ସାଳନ୍ଦୀରେ ୬ ବନ୍ୟା

ଭୁବନେଶ୍ୱର, ୨୭ା୯ (ବନ୍ଦନା ସେଠୀ): ଲଗାଣ ବର୍ଷା ଯୋଗୁ ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟାସ୍ଥିତି ଗମ୍ଭୀର ହୋଇଚାଲିଛି। ଦକ୍ଷିଣ ଓଡ଼ିଶାରେ ଦୁଇଦିନ ଧରି କେତେକ ନଦୀରେ ବନ୍ୟା…

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?