Posted inଜାତୀୟ

ଚନ୍ଦ୍ରାୟନ-୩ ମିଶନର ସଫଳତା ପାଇଁ ପୂଜାପାଠ କଲେ ବୈଜ୍ଞାନିକ…

ଶ୍ରୀହରିକୋଟା,୧୩।୭ : ଇଣ୍ଡିଆନ ସ୍ପେସ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ (ଇସ୍ରୋ) ଖୁବ ଶୀଘ୍ର ଚନ୍ଦ୍ରାୟଣ -୩ ଲଞ୍ଚ କରିବାକୁ ଯାଉଛି। ଏହାର ସଫଳତା ପାଇଁ ପ୍ରାର୍ଥନା କରିବାକୁ ଇସ୍ରୋ ବୈଜ୍ଞାନିକମାନଙ୍କର ଏକ ଟିମ ତିରୁପତି ଭେଙ୍କଟାଚାଲାପତି ମନ୍ଦିରରେ ଚନ୍ଦ୍ରୟାନ -୩ ର ଏକ କ୍ଷୁଦ୍ର ମଡେଲ ନେଇ ପହଞ୍ଚିଥିଲେ ।

ଆନ୍ଧ୍ରପ୍ରଦେଶର ତିରୁପତି ଭେଙ୍କଟାଚାଲାପତି ମନ୍ଦିରରେ ଇସ୍ରୋ ବୈଜ୍ଞାନିକମାନେ ପ୍ରାର୍ଥନା କରୁଥିବାର ଦେଖିବାକୁ ମିଳିଥିଲା। ପରେ, ଛୋଟ ମଡେଲକୁ ଦେଖାଇ ସେମାନେ କହିଥିଲେ ଏହା ହେଉଛି ଚନ୍ଦ୍ରାୟନ-୩। ଶୁକ୍ରବାର ଏହା ଲଞ୍ଚ ହେବ। ଇସ୍ରୋ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ସ୍ପେସ ସେଣ୍ଟରରୁ ଜୁଲାଇ ୧୪ ଅପରାହ୍ନ ୨ଟା ୩୫ରେ ଚନ୍ଦ୍ରାୟନର ତୃତୀୟ ମିଶନ ଆରମ୍ଭ କରିବ।

ଏହାପୂର୍ବରୁ ମଙ୍ଗଳବାର ଇସ୍ରୋ ଚନ୍ଦ୍ରାୟନ -୩ ର ଚନ୍ଦ୍ର ଅବତରଣକୁ ସଫଳତାର ସହ ରିହର୍ସାଲ କରିଥିଲା ଇସ୍ରୋ ର ଏକ ଟୁଇଟରେ କୁହାଯାଇଛି ସମଗ୍ର ଲଞ୍ଚ ପ୍ରସ୍ତୁତି ଏବଂ ଏକ ଡମି ଫର୍ମରେ ୨୪ ଘଣ୍ଟିଆ ରିହର୍ସାଲ ସଫଳତାର ସହିତ ସମାପ୍ତ ହୋଇଛି । ଚନ୍ଦ୍ରାୟନ-୩ ର ଲକ୍ଷ୍ୟ ହେଉଛି ଚନ୍ଦ୍ର ପୃଷ୍ଠରେ ଏକ ସୁରକ୍ଷିତ ଅବତରଣ କରିବା। ଏହାପୂର୍ବରୁ, ଇସ୍ରୋ ଦୁଇଟି ମିଶନ ଆରମ୍ଭ କରିଥିଲା। ଚନ୍ଦ୍ରାୟନ-୧ ଏବଂ ଚନ୍ଦ୍ରାୟନ-୨ ଚନ୍ଦ୍ର ପୃଷ୍ଠରେ ଅବତରଣ କରିପାରି ନ ଥିଲା।

ଯଦି ସମସ୍ତ ଯୋଜନା ଅନୁଯାୟୀ ଚାଲିବ ତେବେ ଅଗଷ୍ଟ ୨୩ କିମ୍ବା ୨୪ ରେ ଚନ୍ଦ୍ରାୟନ-୩ ଚନ୍ଦ୍ରରେ ଅବତରଣ କରିବ। ଏହି ମିଶନରେ ଆମେରିକା, ରୁଷିଆ ଏବଂ ଚାଇନା ପରେ ଚନ୍ଦ୍ରରେ ପହଞ୍ଚିବାରେ ଭାରତ ଚତୁର୍ଥ ଦେଶ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଛୁଆ ରହିଥିବା ବେଳେ ଶିଶୁ ୱାର୍ଡରେ ହଠାତ୍ ଲାଗିଗଲା ନିଆଁ, ତାପରେ ଯାହା ଘଟିଲା….

ଛତ୍ରପୁର,୭ା୬(ଦିଲ୍ଲୀପ ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟରେ ଅଗ୍ନିକାଣ୍ଡ ହୋଇଛି । ଚିକିତ୍ସାଳୟର ଶିଶୁ ୱାର୍ଡରେ ନିଆଁ ଲାଗିଥିବା ବେଳେ କାହାର କିଛି କ୍ଷତି ହୋଇନଥିବା ସୂଚନା…

ଅଶୁଭ! କଟକ ଚଣ୍ଡୀ ମନ୍ଦିର ଉପରେ ବଜ୍ରପାତ, ଚୂଡ଼ାରୁ ଖସିଲା…..

କଟକ,୭ା୬(ପ୍ରଭୁକଲ୍ୟାଣ ପାଲ୍): କଟକରେ ତାଣ୍ଡବ ରଚିଲା କାଳ ବୈଶାଖୀ । କଟକର ଅଧିଷ୍ଠାତ୍ରୀ ଦେବୀ କଟକ ଚଣ୍ଡୀ ମନ୍ଦିର ଦଧିନଉତି ଉପରେ ଘଡ଼ଘଡ଼ି ପଡିଥିବା ସୂଚନା ରହିଛି…

ମୁକୁଳା ୧୧ କେଭି ଟ୍ରାନ୍ସଫର୍ମର ସାଙ୍ଗକୁ ଗଭୀର ଗର୍ତ୍ତ: ବଡ଼ ଅଘଟଣ ଆଶଙ୍କାରେ ଧୁଲିଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର,୭।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କାଣୀଗୁମା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଧୁଲିଗୁଡ଼ା (ମାନିଆଁଗୁଡ଼ା) ଠାରେ ବିଦ୍ୟୁତ ବିଭାଗର ଅବହେଳା ଦେଖିବାକୁ ମିଳିଛି । ଥୁଆମୂଳ…

ଋଣ ଆଦାୟ ଟଙ୍କା ଆତ୍ମସାତ ଅଭିଯୋଗ, ଫାଇନାନ୍ସ କର୍ମଚାରୀ ଗିରଫ

ବଞ୍ଚୋ/ଆନନ୍ଦପୁର/ହାଟଡିହୀ,୭ା୬(ପ୍ରଦୋଷ କୁମାର/ବିଶ୍ୱାଳସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ ): ଋଣଗ୍ରାହକଙ୍କ ଠାରୁ ଆଦାୟ ହୋଇଥିବା ଇଏମଆଇ ଟଙ୍କା ଆତ୍ମସାତ କରିବା ଅଭିଯୋଗରେ ଘସିପୁରା ପୋଲିସ ଜଣେ ଫାଇନାନ୍ସ କର୍ମଚାରୀଙ୍କୁ…

ଘରେ କେହି ନଥିବା ବେଳେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କଲେ ନବମ ଶ୍ରେଣୀ ଛାତ୍ର, ସହଯୋଗ କରିଥିଲେ….

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରେ ଅଭାବନୀୟ ଘଟଣା ଦେଖାଯାଇଛି । ଚଳିତ ବର୍ଷ ୧୦ମ ଶ୍ରେଣୀକୁ ଉତ୍ତୀର୍ଣ୍ଣ ହୋଇଥିବା ୧୫…

ଖାଲି କ୍ରିକେଟ ଖେଳିବାକୁ ଆସିନି, ୧୦-୨୦ ବର୍ଷ ଯାଏ ଡୋମିନେଟ୍‌ କରିବାକୁ ଚାହୁଁଛି: ବୈଭବଙ୍କ…

ନୂଆଦିଲ୍ଲୀ,୭।୬: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଦ୍ୱାରା ସାରା ବିଶ୍ୱକୁ ଚକିତ କରିଥିବା ୧୫ ବର୍ଷର ଯୁବ କ୍ରିକେଟରବୈଭବ ସୂର୍ଯ୍ୟବଂଶୀଙ୍କୁ ଶନିବାର ଦିନ ଏକ ବଡ଼…

‘କକ୍ରୋଚ ଜନତା ପାର୍ଟି’, ପରେ ‘ପିମ୍ପୁଡ଼ି ଜନତା ପାର୍ଟି’ ନୂଆ ଦଳ ଗଠନ କଲେ ପୂର୍ବତନ ଭାଜପା ନେତା

ମେରଠ,୭।୬: ମେରଠରେ ଏକ ନୂଆ ରାଜନୈତିକ ଦଳ ଗଠନ ଘୋଷଣା କରାଯାଇଛି। ପୂର୍ବତନ ଭାଜପା ନେତା ଅନୁପ ରାଘବ ‘ଚିଣ୍ଟିି ଜନତା ପାର୍ଟି’ ନାମରେ ଏକ ସଂଗଠନ…

ଲଣ୍ଡା ହୋଇ ଶପଥ ନେଲେ…ଗ୍ରାମବାସୀ କହିଲେ ଆମେ ଆଉ ମଦ ପିଇବୁନି

ଆନନ୍ଦପୁର,୭ା୬(ସୁଶାନ୍ତ କୁମାର ସାହୁ ): ମଦ ପରିତ୍ୟାଗ କରି ୧୫ରୁ ଊର୍ଦ୍ଧ୍ବ ବ୍ୟକ୍ତି ଲଣ୍ଡା ହେବା ସହ ନଦୀରେ ବୁଡ଼ ପକାଇଛନ୍ତି ଏବଂ ଠାକୁରଙ୍କ ପାଖରେ ଶପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri