ସିନ୍ଧିଆଙ୍କ ସହଯୋଗୀ କରୋନାରେ ପୀଡ଼ିତ

ଭୋପାଳ,୭।୭: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ରାଜ୍ୟସଭା ଏମ୍‌ପି ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସହଯୋଗୀ (ପି.ଏ.) ଅନୀଲ ମିଶ୍ରା ମଙ୍ଗଳବାର କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଅନୀଲଙ୍କ ନିକଟରେ କରୋନା ଲକ୍ଷଣ ଦେଖାଯିବା ପରେ ତାଙ୍କର ନମୂନା ଯାଞ୍ଚ କରାଯାଇଥିଲା। ତେବେ ମଙ୍ଗଳବାର ଆସିଥିବା ରିପୋର୍ଟରେ ତାଙ୍କର କରୋନା ପଜିଟିଭ୍‌ ବାହାରିଛି। ରିପୋର୍ଟ ଆସିବା ପରେ ତାଙ୍କୁ ଗ୍ବାଲିୟରରେ ଚିକିତ୍ସା କରାଯାଉଥିବା ସୂଚନା ମିଳିଛି। ଗତ କିଛି ଦିନ ତଳେ ଜ୍ୟୋତିରାଦିତ୍ୟଙ୍କ ସହ ଅନୀଲ ରହିଥିବା ବେଳେ ସେ ଅନେକ କାର୍ଯ୍ୟକ୍ରମରେ ମଧ୍ୟ ଯୋଗଦେଇଥିଲେ। ସେହି ସମୟରେ ତାଙ୍କର ଅନେକ ମନ୍ତ୍ରୀଙ୍କ ସହ ସାକ୍ଷାତକାର ମଧ୍ୟ ହୋଇଥିଲା। ତେବେ ସେ କରୋନାରେ ସଂକ୍ରମିତ ହେବା ପରେ ଏବେ ସମସ୍ତଙ୍କ ଚିନ୍ତା ବଢ଼ିଯାଇଛି। ସୂଚନାଯୋଗ୍ୟ କିଛି ଦିନ ତଳେ ଜ୍ୟୋତିରାଦିତ୍ୟ ମଧ୍ୟ କରୋନାରେ ପୀଡ଼ିତ ହୋଇଥିଲେ। ଚିକିତ୍ସିତ ହେବା ପରେ ସୁସ୍ଥ ହୋଇ ସେ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବାବେଳେ ସ୍ବାମୀଙ୍କ ତଣ୍ଟି ଉପରେ ଚଢ଼ି ଜୀବନ ନେଇଗଲେ ସ୍ତ୍ରୀ, ଘର ବାହାରେ…

ଆଳି,୮ା୧୦(ବନମାଳୀ ସେନାପତି): ସ୍ବାମୀଙ୍କ ତଣ୍ଟି ଉପରେ ଛିଡ଼ା ହୋଇ ହତ୍ୟା କରିଛନ୍ତି ସ୍ତ୍ରୀ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ…

ଆନ୍ଦୋଳନରେ ବସିଛନ୍ତି ଟାଟା ପାୱାର ଠିକା କର୍ମଚାରୀ: ଅନ୍ଧାରରେ ଉପଭୋକ୍ତା

ଭଞ୍ଜନଗର, ୮।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଦାବି ନେଇ ଠିକା ବିଦ୍ୟୁତ କର୍ମଚାରୀଙ୍କ ଧାରଣା ଆଜି…

ଚର୍ଚ୍ଚାରେ ଶ୍ରୀଲଙ୍କା କ୍ରିକେଟ୍‌: ଟେଷ୍ଟ ଅଧିନାୟକ ପଦ ଛାଡ଼ିଲେ ଧନଞ୍ଜୟ, ତିନି ଫର୍ମାଟ୍‌ର ଅଧିନାୟକ ହେଲେ ମେଣ୍ଡିସ୍

କଲମ୍ବୋ,୮।୧୦: ଶେଷରେ ସେହିଆ ହିଁ ହେଲା, ଯାହାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିଲା। ଶ୍ରୀଲଙ୍କା ଟେଷ୍ଟ ଦଳର ଅଧିନାୟକ ପଦରୁ ଇସ୍ତଫା ଦେଇଛନ୍ତି ଧନଞ୍ଜୟ ଡି’ସିଲ୍ଭା। ନିକଟରେ…

ମୃତ୍ୟୁର ୪ ଦିନ ପୂର୍ବରୁ ଗୋଆରେ ନାଚୁଥିଲେ ନାନା ପାଟେକର, କହିଥିଲେ ଏଭଳି କଥା

ମୁମ୍ବାଇ,୮ା୧୦: ବଲିଉଡ୍‌ର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ତାଙ୍କର ଶେଷ ପବ୍ଲିକ୍ ଅପିୟରାନ୍ସର ଭିଡିଓ ଏବେ ଚର୍ଚ୍ଚାରେ ରହିଛି । ମୃତ୍ୟୁର ମାତ୍ର ୪…

ଗେମ୍ ବି ମାନିଲା ହାର୍! କ୍ୟାଣ୍ଡି କ୍ରଶ୍‌ର ‘The End’ କରି ବିଶ୍ୱ ରେକର୍ଡ କଲେ ବିହାର ଯୁବକ

ସିୱାନ୍: ସାଧାରଣତଃ ଘରେ ପିଲାମାନେ ମୋବାଇଲ୍‌ରେ ଗେମ୍ ଖେଳିଲେ ଅଭିଭାବକମାନେ ଗାଳିଗୁଲଜ କରିବା ସହ “ପାଠ ନପଢ଼ି ଗେମ୍ ଖେଳିଲେ ଭବିଷ୍ୟତ ନଷ୍ଟ ହୋଇଯିବ” ବୋଲି ତାଚ୍ଛଲ୍ୟ…

ଗଛ ମୂଳରେ ପଡ଼ିଛି ଚପଲ, ଉପରେ ଝୁଲୁଛି ଅଜଣା ଯୁବକଙ୍କ ମୃତଦେହ

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କୁସମେଲପଞ୍ଚାୟତର ଜାମୁଟିଆ ଗାଁ ନିକଟ ଏକ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଗୁରୁବାର ଜବତ ହୋଇଛି।…

ଇଣ୍ଡି ମେଣ୍ଟର ବନ୍ଦ ଡାକରା: ଗାଡ଼ିମୋଟର ଫେରାଇଦେଲେ ବିକ୍ଷୋଭକାରୀ

ପାଟଣା,୮ା୧୦(ବୀର କିଶୋର ଦାଶ): ଇଣ୍ଡିମେଣ୍ଟର ଭାରତ ବନ୍ଦ ଡାକରାକୁ ସମର୍ଥନ କରି ପାଟଣା ଓ ସାହାର ପଡ଼ା ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ କଂଗ୍ରେସ ପକ୍ଷରୁ ପିକେଟିଂ…

୨୩ ଦିନରେ ବଦଳିବ ଭାଗ୍ୟ! ଗୁରୁ-ବୁଧଙ୍କ କୃପାରେ ଲାଭବାନ ହେବେ ୫ ରାଶି

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଚଳନକୁ ବେଶ୍ ଗୁରୁତ୍ୱ ଦିଆଯାଏ । ବିଶେଷକରି ଦେବଗୁରୁ ବୃହସ୍ପତି ବା ଗୁରୁ ଗ୍ରହଙ୍କ ସ୍ଥିତିରେ ପରିବର୍ତ୍ତନ ଆସିଲେ ଏହାର ପ୍ରଭାବ ରାଶିଚକ୍ରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?