କଇଁଚି କାମ ନ ଦେବାରୁ ଦାନ୍ତରେ ଛିଣ୍ଡାଇଲେ ଫିତା

ଇସଲାମବାଦ୍‌,୩।୯: ଫିତା କାଟିବା ବେଳେ କାମ ଦେଲାନି କଇଁଚି। ଅପେକ୍ଷା ନ କରି ଦାନ୍ତରେ ଫିତା କାଟି ଏକ ଇଲେକ୍‌ଟ୍ରୋନିକ୍ସ ଦୋକାନ ଉଦ୍‌ଘାଟନ କରିଛନ୍ତି ପାକିସ୍ତାନର ପଞ୍ଜାବ ପ୍ରଦେଶର ଜଣେ ମନ୍ତ୍ରୀ ଫାଏଜ ଉଲ ହାସନ ଚୌହାନ। ଘଟଣାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି।

ଏକ ଦୋକାନର ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ମନ୍ତ୍ରୀ ଚୌହାନ ବାରମ୍ବାର ଚେଷ୍ଟା ସତ୍ତ୍ୱେ କଇଁଚିରେ ଫିତାକୁ କଟିପାରି ନ ଥିଲେ। ବାଧ୍ୟହୋଇ ସେ ଦାନ୍ତ ଲଗାଇ ଫିତା କାଟିଥିଲେ। ଘଟଣାର ଭିଡିଓଟିକୁ ସେୟାର କରି ଚୌହାନ ଲେଖିଛନ୍ତି, କଇଁଚିଟି ଖରାପ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୧୦ କୋଟି ଲୋକଙ୍କୁ ମିଳିବ ଦୃଷ୍ଟିଶକ୍ତି, ଜାତିସଂଘ ଯୋଗାଇଦେବ ସହାୟତା…

ଜେନେଭା,୨୫।୭: ପୃଥିବୀର ୧୧୦ କୋଟି ଲୋକଙ୍କୁ ଏବେ ଦୃଷ୍ଟିଶକ୍ତି ମିଳିବ। ଏନେଇ ଜାତିସଂଘ ପକ୍ଷରୁ ଆବଶ୍ୟକ ସହାୟତା ଯୋଗାଇ ଦିଆଯିବ। ଜାତିସଂଘର ସାଧାରଣ ସଭାରେ ଏସମ୍ପର୍କିତ...

ଶରଣାର୍ଥୀ ହେଲେଣି ୪୪ ଲକ୍ଷରୁ ଅଧିକ ୟୁକ୍ରେନ୍‌ ନାଗରିକ, ଜାତିସଂଘ ରିପୋର୍ଟ…

ଜେନେଭା, ୯।୪ : ରୁଷିଆ ୟୁକ୍ରେନ୍‌ ଯୁଦ୍ଧ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଇତିମଧ୍ୟରେ ୪୪ ଲକ୍ଷରୁ ଅଧିକ ୟୁକ୍ରେନ୍‌ ନାଗରିକ ପଡ଼ୋଶୀ ଦେଶରେ ଶରଣାର୍ଥୀ...

ସ୍ନେକ୍‌ ମସାଜ: ପିଠି-ମୁହଁରେ ଛଡ଼ାଯାଏ ୨୮ ପ୍ରକାର ସାପ

କାଏରୋ,୩୦।୧୨: ବିଭିନ୍ନ ପ୍ରକାର ମସାଜ ସମ୍ପର୍କରେ ଜଣାଅଛି। ତେବେ ପିଠି ଏବଂ ମୁହଁରେ ସାପକୁ ଛାଡ଼ି ମସାଜ୍‌ କରିବା କଥା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ...

ଯେକୌଣସି ମୁହୂର୍ତ୍ତରେ ହୋଇପାରେ ଯୁଦ୍ଧ, ୪୮ ଘଣ୍ଟା ମଧ୍ୟରେ ୟୁକ୍ରେନ ଛାଡ଼ିବାକୁ ନିର୍ଦ୍ଦେଶ

ଓ୍ବାଶିଂଟନ,୧୨ା୨: ସୀମାରେ ଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ଆମେରିକା ଏବଂ ଏହାର ସହଯୋଗୀମାନେ ସେମାନଙ୍କ ନାଗରିକମାନଙ୍କୁ ୪୮ ଘଣ୍ଟା ମଧ୍ୟରେ ୟୁକ୍ରେନ ଛାଡ଼ିବାକୁ କହିଛନ୍ତି। ଅବଶିଷ୍ଟ...

ଜୟଶଙ୍କର ଶ୍ରେଷ୍ଠ କୂଟନୀତିଜ୍ଞ

ଓ୍ବାଶିଂଟନ,୯ା୬(ପି.ଟି.): ଭାରତର ନୂଆ ବହିର୍ବ୍ୟାପାର ମନ୍ତ୍ରୀ ଭାବେ ଏସ୍‌. ଜୟଶଙ୍କରଙ୍କ ନିଯୁକ୍ତିକୁ ଆମେରିକାର କେତେଜଣ ପୂର୍ବତନ କୂଟନୀତିଜ୍ଞ ତଥା ବିଦେଶ ନୀତି ବିଶେଷଜ୍ଞ ପ୍ରଶଂସା କରିଛନ୍ତି।...

ରୁଷିଆକୁ ଯୁଦ୍ଧବିରତି ଚାପ

ବ୍ରସେଲ୍ସ,୨୫ା୩:ରୁଷିଆର ୟୁକ୍ରେନ୍‌ ଆକ୍ରମଣକୁ ମାସେ ପୂରିଥିବାବେଳେ ମସ୍କୋକୁ କଡ଼ା ଜବାବ ଦେବା ପାଇଁ କିଭ୍‌କୁ ଯଥାସମ୍ଭବ ସହଯୋଗ କରିବା ନେଇ ଗୁରୁବାର ପାଶ୍ଚାତ୍ୟ ନେତାଙ୍କ ମଧ୍ୟରେ...

ଚିନ୍ତାରେ ମଲାଲା

ଲଣ୍ଡନ,୧୬।୮: ଆଫଗାନିସ୍ତାନର ପରିସ୍ଥିତିକୁ ନେଇ ପାକିସ୍ତାନର ନୋବେଲ ବିଜେତା ମଲାଲା ୟୁସୁଫଜାଇ ଚିନ୍ତା ପ୍ରକଟ କରିଛନ୍ତି। ଆଫଗାନିସ୍ତାନକୁ ତାଲିବାନ ଦଖଲ କରିବା ଏକ ଝଟକା। ମହିଳା,...

୩୮ ବୋଇଂ ବିମାନରେ ଦେଖାଦେଲା ତ୍ରୁଟି

ନ୍ୟୁୟର୍କ,୧୨।୧୦: ବିମାନ ଓ ରକେଟ୍‌ ପ୍ରସ୍ତୁତକାରୀ ଆମେରିକା କମ୍ପାନୀ ବୋଇଂ ଏରୋସ୍ପେଶ ଏବେ ପୁଣିଥରେ ଅଡୁଆରେ ପଡିଛି। ଗତବର୍ଷ ଅକ୍ଟୋବର ଓ ଚଳିତ ବର୍ଷ ମାର୍ଚ୍ଚରେ...

Advertisement
Archives

Model This Week