Posted inଜାତୀୟ

ଆଜି ଏସ୍‌ସିଓ ବୈଠକ: ଦ୍ୱିପାକ୍ଷିକ ସମ୍ପର୍କକୁ ମଜବୁତ କରିବା ଉପରେ ଦିଆଯିବ ଗୁରୁତ୍ୱ

ନୂଆଦିଲ୍ଲୀ,୨୮।୪: ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ବୈଠକ ଶୁକ୍ରବାର ଅନୁଷ୍ଠିତ ହେବ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ଏଥିରେ ଅଧ୍ୟକ୍ଷତା କରିବେ। ବୈଠକରେ ଆଞ୍ଚଳିକ ଶାନ୍ତି, ନିରାପତ୍ତା, ଆତଙ୍କବାଦକୁ ରୋକିବା ଏବଂ ଦ୍ୱିପାକ୍ଷିକ ସମ୍ପର୍କକୁ ମଜବୁତ କରିବା ଉପରେ ଗୁରୁତ୍ୱ ଦିଆଯିବ। ଏହି ସଭାରେ ପ୍ରତ୍ୟେକ ଦେଶ ନିଜର ପକ୍ଷ ଉପସ୍ଥାପନ କରିବେ।

ଏହି ସମ୍ମିଳନୀରେ ଯୋଗଦେବା ପାଇଁ ଚାଇନା ପ୍ରତିରକ୍ଷା ମନ୍ତ୍ରୀ ଲି ଶାଙ୍ଗଫୁ, ତାଜିକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ କର୍ଣ୍ଣେଲ ଜେନେରାଲ ଶେରାଲୀ ମର୍ଜୋ, ଇରାନର ପ୍ରତିରକ୍ଷା ମନ୍ତ୍ରୀ ବ୍ରିଗେଡିୟର୍‌ ଜେନେରାଲ ମହମ୍ମଦ ରେଜା ଘାରାଇ ଆଷ୍ଟିଆନି ଏବଂ କାଜାଖସ୍ତାନର ପ୍ରତିରକ୍ଷା ମନ୍ତ୍ରୀ କର୍ଣ୍ଣେଲ ଜେନେରାଲ ରସଲାନ ଜାକ୍ସିଲନିକୋଭ ଦିଲ୍ଲୀରେ ପହଞ୍ଚିଛନ୍ତି।

ତେବେ ଏସସିଓର ସଦସ୍ୟ ଦେଶଗୁଡ଼ିକ ହେଉଛି ଭାରତ,ରୁଷିଆ, ଚାଇନା, ପାକିସ୍ଥାନ, କିର୍ଗିଜସ୍ଥାନ, କାଜାଖସ୍ତାନ, ତାଜିକିସ୍ତାନ ଏବଂ ଉଜବେକିସ୍ଥାନ। ସଦସ୍ୟ ଦେଶ ବ୍ୟତୀତ ବେଲା ରୁଷ ଏବଂ ଇରାନ ପ୍ରତିରକ୍ଷା ମନ୍ତ୍ରୀଙ୍କ ଏହି ସମ୍ମିଳନୀରେ ପର୍ଯ୍ୟବେକ୍ଷକ ଦେଶ ଭାବରେ ଅଂଶଗ୍ରହଣ କରୁଛନ୍ତି। ଭର୍ଚୁଆଲ ମାଧ୍ୟମ ମାଧ୍ୟମରେ ଏହି ସମ୍ମିଳନୀରେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ମହମ୍ମଦ ଆସିଫ ଅଂଶଗ୍ରହଣ କରିବେ। ଭାରତ ଏସ୍‌ସିଓ ଶିଖର ସମ୍ମିଳନୀ ୨୦୨୩ ରେ ଅଧ୍ୟକ୍ଷତା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

୪ରେ ଆସିପାରନ୍ତି ଅମିତ୍‌ ଶାହା

ଭୁବନେଶ୍ୱର,୨୪।୬ (ସୁନିତ୍‌ ମିଶ୍ର): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ୪ ତାରିଖରେ ଓଡ଼ିଶା ଗସ୍ତରେ ଆସିପାରନ୍ତି। ଶାହାଙ୍କ ରାଜ୍ୟ ଗସ୍ତ ନେଇ ପ୍ରସ୍ତାବନା ରହିଛି। ମାତ୍ର…

ଦୁର୍ବୃତ୍ତଙ୍କ ଟାର୍ଗେଟରେ ମନ୍ଦିର; ରାମ ମନ୍ଦିର ହୁଣ୍ଡି ତାଡ଼ି ଲକ୍ଷାଧିକ ଟଙ୍କା ଚୋରି

ଛତ୍ରପୁର, ୨୪।୬ (ଦିଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ନିକଟରେ ଅବସ୍ଥିତ ଶ୍ରୀରାମ ମନ୍ଦିର ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ବୁଧବାର ସକାଳେ ଚୋରି…

ପଳାତକ ନୀରବ ମୋଦିଙ୍କୁ ଲାଗିଲା ଜୋରଦାର ଝଟକା: ଫେରାଇବେ ୧୦୦ କୋଟି ଟଙ୍କା

ନୂଆଦିଲ୍ଲୀ,୨୪।୬: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କୁ ଲଣ୍ଡନ ହାଇକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଏକ ଋଣ ବିବାଦରେ ବ୍ୟାଙ୍କ ଅଫ ଇଣ୍ଡିଆ ସପକ୍ଷରେ ରାୟ…

ସ୍ବାମୀ ସ୍ମାର୍ଟ ଚାଷୀ, ସ୍ତ୍ରୀ ରୋଲ ମଡେଲ: ମଫସଲରେ ସଫଳ ସ୍ମାର୍ଟ ଫାର୍ମିଂ

ବଲାଙ୍ଗୀର,୨୪ା୬(ବୀରେନ୍ଦ୍ର କୁମାର ଝାଙ୍କର): ଚାଷୀ ଦମ୍ପତିଙ୍କ କଠିନ ପରିଶ୍ରମ, ଗଭୀର ଆତ୍ମବିଶ୍ୱାସ ଏବଂ ସରକାରୀ ଯୋଜନାଗୁଡ଼କର ଉପଯୁକ୍ତ ସମନ୍ବୟ ଏବେ ବଲାଙ୍ଗୀର ଜିଲାରେ ସ୍ବାବଲମ୍ବନ ଓ ସଫଳତାର…

କାଦୁଅ ରାସ୍ତା, ଅଧାବାଟରୁ ଫେରିଲା ମୁଖ୍ୟମନ୍ତ୍ରୀ ବସ୍‌

ଲୋଇସିଂହା,୨୪।୬(ସୁଶାନ୍ତ ବାରିକ):ବର୍ଷାରେ କେନାଲ ରାସ୍ତା କାଦୁଅ ହୋଇ ପଡିଥିବାରୁ ଆଗଲପୁରରୁ ପଟୁଆପାଲିକୁ ଚାଲୁଥିବା ମୁଖ୍ୟମନ୍ତ୍ରୀ ବସ୍‌ ଗତ ଦୁଇ ଦିନ ହେବ ଅଧାବାଟରୁ ଫେରୁଥିବା ଅଭିଯୋଗ ହୋଇଛି।…

ଫୁଟ୍‌ପାଥରେ ଶୋଇଥିବାବେଳେ ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର କଲେ ଟ୍ୟାକ୍ସି ଡ୍ରାଇଭର, ଆଉ ତା’ପରେ…

ନୂଆଦିଲ୍ଲୀ,୨୪ା୬: ଦକ୍ଷିଣ ଦିଲ୍ଲୀର ମେହରୋଲି ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୧ ବର୍ଷୀୟା ବାଳିକା ତାଙ୍କ ପରିବାର…

ରାତି ଅଧରେ ଭୟଙ୍କର ଅଗ୍ନିକାଣ୍ଡ, ଦିନମଜୁରିଆ ପରିବାରର ସର୍ବସ୍ବ ପୋଡ଼ି ପାଉଁଶ

ଧୂଷୁରୀ,୨୪।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ବୟାଣ୍ଡିହି ପଞ୍ଚାୟତର ସଇଦଜାଫର ଗ୍ରାମରେ ଅଗ୍ନିକାଣ୍ଡ ଘଟି ଜଣେ ଦିନମଜୁରିଆ ପରିବାର ସର୍ବସ୍ବ ହରାଇଛନ୍ତି। ଗତ…

ମିଳିନି ଧାନବିକ୍ରି ଟୋକନ:ଇଚ୍ଛାମୃତ୍ୟୁ ଆବେଦନ କଲେ ଚାଷୀ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ): ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଯାଇଛି। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀଙ୍କୁ ଗତ ରବିରେ ଅମଳ ଧାନ ବିକ୍ରି ପାଇଁ ଟୋକନ ମିଳିପାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri