Posted inଜାତୀୟ

ଏସସିଓ ବୈଠକରେ ନାଁ ନ ନେଇ ପାକିସ୍ତାନ ଉପରେ ବର୍ଷିଲେ ମୋଦି, କହିଲେ କେତେକ ଦେଶ ଆତଙ୍କବାଦୀଙ୍କ ଆଶ୍ରୟସ୍ଥଳ

ନୂଆଦିଲ୍ଲୀ,୪।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସାଂଘାଇ ସହଯୋଗ ସଂଗଠନ(ଏସସିଓ) ବୈଠକର ଆୟୋଜନ କରିଛନ୍ତି। ରୁଷିଆ ଏବଂ ଚାଇନା ସମେତ ଏସସିଓ ସଦସ୍ୟ ଦେଶମାନେ ପ୍ରାୟତଃ ଅନୁଷ୍ଠିତ ଏହି ବୈଠକରେ ସାମିଲ ହୋଇଛନ୍ତି। ଏହି ବୈଠକକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ଏହି ସମୟରେ ବିଶ୍ୱ ବିବାଦ, ଉତ୍ତେଜନା ଏବଂ ମହାମାରୀ ଦ୍ୱାରା ଘେରି ରହିଛି, ଏଭଳି ପରିସ୍ଥିତିରେ ଆମକୁ ଏକାଠି କାମ କରିବାକୁ ପଡିବ। ସେ ଏସସିଓରେ ସୁଧାରର ପ୍ରସ୍ତାବକୁ ସମର୍ଥନ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି ନାଁ ନ ନେଇ ପାକିସ୍ତାନ ଉପରେ ଆକ୍ରମଣ କରଛନ୍ତି।

ଆଞ୍ଚଳିକ ତଥା ବିଶ୍ୱ ଶାନ୍ତି ପାଇଁ ଆତଙ୍କବାଦ ଏକ ପ୍ରମୁଖ ବିପଦ ହୋଇ ରହିଛି ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି। ଏହି ଚ୍ୟାଲେଞ୍ଜକୁ ପୂରଣ କରିବା ପାଇଁ ନିିର୍ଣ୍ଣାୟକ କାର୍ଯ୍ୟ ଆବଶ୍ୟକ । ଆତଙ୍କବାଦ ଯେକୌଣସି ରୂପରେ ହୋଇପାରେ, ଯେକୌଣସି ପ୍ରକାରେ ହୋଇପାରେ ଆମକୁ ଏହା ବିରୋଧରେ ଏକାଠି ଳଢିବାକୁ ପଡିବ । କେତେକ ଦେଶ ସୀମା ଆତଙ୍କବାଦକୁ ସେମାନଙ୍କ ନୀତିର ସାଧନ ଭାବରେ ବ୍ୟବହାର କରନ୍ତି। ଆତଙ୍କବାଦୀଙ୍କୁ ଆଶ୍ରୟ ଦେଉଛନ୍ତି। ଏଭଳି ଦେଶକୁ ସମାଲୋଚନା କରିବାକୁ ଏସସିଓ କୁଣ୍ଠାବୋଧ କରିବା ଉଚିତ୍‌ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ମଡେଲଙ୍କୁ ଛୁରିଭୁସି ହତ୍ୟା

ନୂଆଦିଲ୍ଲୀ,୨୭ା୮: ଦିଲ୍ଲୀର ତିଲକନଗର ଅଧୀନ ନ୍ୟୁ ମହାବୀରନଗର ଅଞ୍ଚଳରେ ଏକ ଭଡ଼ାଘରେ ଜଣେ ୨୧ ବର୍ଷୀୟା ଛାତ୍ରୀ ତଥା ମଡେଲଙ୍କୁ ଛୁରିଭୁସି ହତ୍ୟା କରାଯାଇଛି। ମୁସ୍କାନ ନାମ୍ନୀ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri