Posted inଜାତୀୟ

ବିଲାୱାଲ ଭୁଟ୍ଟୋଙ୍କ ସହ ହାତ ମିଳାଇଲେ ନାହିଁ ଜୟଶଙ୍କର

ନୂଆଦିଲ୍ଲୀ,୫।୫: ସାଂଘାଇ ସହଯୋଗ ସଂଗଠନ (ଏସସିଓ) ସମ୍ମିଳନୀରେ ଭାରତୀୟ ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ପାକିସ୍ତାନର ବହିର୍ବ୍ୟାପାର ମନ୍ତ୍ରୀ ବିଲାୱାଲ ଭୁଟ୍ଟୋଙ୍କ ସହ ହାତ ମିଳାଇନାହାଁନ୍ତି। ବୈଠକରେ ଜୟଶଙ୍କର ଦେଶର ସମସ୍ତ ବହିର୍ବ୍ୟାପାର ମନ୍ତ୍ରୀଙ୍କୁ ସ୍ବାଗତ କରିଛନ୍ତି। ଏହି ସମୟରେ ବୈଠକରେ ଭାଗ ନେବାକୁ ଆସିଥିବା ବହିର୍ବ୍ୟାପାର ମନ୍ତ୍ରୀ ବିଲାୱାଲ ଭୁଟ୍ଟୋ ଯେତେବେଳେ ମଞ୍ଚ ଉପରେ ପହଞ୍ଚିଥିଲେ ସେତେବେଳେ ଜୟଶଙ୍କର ହାତ ମିଳାଇବା ପରିବର୍ତ୍ତେ ଦୂରରୁ ନମସ୍କାର କରିଥିଲେ। ସୂଚନାଯୋଗ୍ୟ, ବିଲାୱାଲ ଭୁଟ୍ଟୋ ଜରଦାରୀ ଏସସିଓ ସମ୍ମିଳନୀରେ ସାମିଲ ହେବା ପାଇଁ ଗୁରୁବାର ଗୋଆରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବଜାତ ଶିଶୁପତ୍ର, ପ୍ରସୂତିଙ୍କ ମୃତ୍ୟୁର ହେବ ତଦନ୍ତ, ଅଧିକାରୀ କହିଲେ…

କେସିଙ୍ଗା,୧୭ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ପଦାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ ପ୍ରସୂତି...

ଗାଜଲବାଡ଼ି ଘାଟି ସମ୍ପ୍ରସାରଣ ପାଇଁ ରାଜପଥ ଅବରୋଧ, ୧୫ ଦିନରେ ମରାମତି ପାଇଁ ପ୍ରତିଶ୍ରୁତି ପରେ…

ଦାରିଙ୍ଗବାଡ଼ି,୧୭ା୧୨(ଅରୁଣ ସାହୁ): ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟି ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜିଛି ଅସନ୍ତୋଷ। ବୁଧବାର ଗଞ୍ଜାମ-କନ୍ଧମାଳ ସୀମାବର୍ତ୍ତୀ...

୪ମାସ ପର୍ଯ୍ୟନ୍ତ ଦେବାକୁ ପଡିବନି ଟୋଲ ଟାକ୍ସ!

ନୂଆଦିଲ୍ଲୀ,୧୭।୧୨: ଦିଲ୍ଲୀ-ଏନସିଆରରେ ପ୍ରଦୂଷଣ ବୃଦ୍ଧି ପାଉଛି। ପ୍ରଦୂଷଣକୁ ଦୃଷ୍ଟିରେ ରଖି, ସୁପ୍ରିମକୋର୍ଟ ଭାରତୀୟ ମହାନଗର ନିଗମ (ଏମସିଡି)କୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି...

ମୋକିମ ବହିଷ୍କାର ବିବାଦ, କଥାହେଲେ କେନ୍ଦ୍ରୀୟ ନେତା

ଭୁବନେଶ୍ୱର,୧୭।୧୨:  କଂଗ୍ରେସରୁ ମୋକିମଙ୍କୁ ବହିଷ୍କାର କରିବା ପରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି । ଅନେକ ନେତା ମୋକିମ ସପକ୍ଷରେ ବାହାରୁଥିବା ଦେଖାଯାଇଛି । ଏହାରି...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri