Posted inଜାତୀୟ

ଟ୍ରକ୍‌ ଘୋଷାଡ଼ି ନେବାରୁ ଜଳିଗଲେ ସ୍କୁଟର ଚାଳକ

କୋଲକାତା,୭ା୧: ପଶ୍ଚିମବଙ୍ଗର ସିଲିଗୁଡ଼ିରେ ଗୁରୁବାର ରାତିରେ ଏକ ଟ୍ରକ୍‌ ସ୍କୁଟରକୁ ଧକ୍କା ଦେବା ପରେ ୫୦୦ ମିଟର ପର୍ଯ୍ୟନ୍ତ ଘୋଷାଡ଼ି ନେଇଥିଲା। ଫଳରେ ସ୍କୁଟର ସମେତ ଏହାର ଚାଳକ ଜଳିଯାଇଛନ୍ତି। ନର୍ଥ ବେଙ୍ଗଲ ୟୁନିଭର୍ସିଟିର ୨ ନମ୍ବର ଗେଟ୍‌ ନିକଟ ଶିବମନ୍ଦିର ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି। ମୃତକ ସିଲିଗୁଡ଼ିର ଅନନ୍ତ ଦାସ ବାଗଡୋରାରୁ ଘରକୁ ଫେରୁଥିବାବେଳେ ଏକ ଟ୍ରକ୍‌ ତାଙ୍କ ସ୍କୁଟରକୁ ଧକ୍କାଦେଇ ଘୋଷାଡ଼ି ନେଇଥିଲା। ଫଳରେ ଘର୍ଷଣ ଯୋଗୁ ସ୍କୁଟରରେ ନିଆଁ ଲାଗି ଅନନ୍ତ ସମ୍ପୂର୍ଣ୍ଣ ଜଳିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦେଶରୁ ଫେରିବେ ୨ ଲକ୍ଷ ଭାରତୀୟ

ନୂଆଦିଲ୍ଲୀ,୬ା୫: କରୋନା ଭାଇରସ୍‌ ସାରା ବିଶ୍ୱରେ ତାଣ୍ଡବ ରଚିଛି। ଏହାର ମୁକାବିଲା ପାଇଁ ବିଭିନ୍ନ ଦେଶରେ ଜାରି ଲକ୍‌ଡାଉନ୍‌ ଯୋଗୁ ଲକ୍ଷ ଲକ୍ଷ ଭାରତୀୟ ଫସିରହିଛନ୍ତି।...

ଶ୍ମଶାନ ଘାଟରେ ହଙ୍ଗାମା: ମୃତଦେହ ଅଦଳବଦଳ ପଡ଼ିଲା ଜଣା

ଲକ୍ଷ୍ନୌ, ୨୦।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। ଏପରିସ୍ଥଳେ କେତେକ ହସ୍ପିଟାଲରେ ଅବହେଳା ପ୍ରଦର୍ଶନ କରାଯାଉଥିବା ଘଟଣା ନେଇ ଅଭିଯୋଗ କରାଯାଉଛି। ଉତ୍ତରପ୍ରଦେଶ ଫରିଦାବାଦ୍‌ରେ...

କଂଗ୍ରେସରେ ସାମିଲ ହେଲେ ବିଏସପି ପ୍ରାର୍ଥୀ, କଂଗ୍ରେସ ସମର୍ଥନ ଉପରେ କରାଯିବ ପୁନଃବିଚାର:ମାୟାବତୀ

ଭୋପାଳ,୩୦।୪: ଉତରପ୍ରଦେଶରେ ଏସ୍‌ପି-ବିଏସ୍‌ପି ସହ କଂଗ୍ରେସର ମେଣ୍ଟ ହୋଇ ପାରି ନ ଥିବା ବେଳେ କଂଗ୍ରେସ ଲଗାତାର ମାୟାବତୀଙ୍କୁ ଗୋଟିଏ ପରେ ଗୋଟିଏ ଝଟକା ଦେବାରେ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ପିଏଫ୍‌ଆଇ ସମେତ ୯ ସଂଗଠନ ଉପରେ ୫ ବର୍ଷ ପାଇଁ ନିଷିଦ୍ଧ ଘୋଷଣା…

ନୂଆଦିଲ୍ଲୀ, ୨୮।୯ : ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ତଥା ଅନ୍ୟାନ୍ୟ କାର୍ଯ୍ୟକଳାପ ଲାଗି ମୌଳବାଦୀ ଇସଲାମିକ ସଂଗଠନ ପପୁଲାର୍‌ ଫ୍ରଣ୍ଟ ଅଫ ଇଣ୍ଡିଆ (ପିଏଫଆଇ)କୁ ପାଞ୍ଚ...

କଂଗ୍ରେସରେ ଯୋଗଦେବେ ସୋନୁ ସୁଦଙ୍କ ଭଉଣୀ ମାଳବିକା

ଚଣ୍ଡିଗଡ଼,୧୦ ।୧: ବଲିଉଡ ଅଭିନେତା ସୋନୁ ସୁଦଙ୍କ ଭଉଣୀ ମାଳବିକା ସୁଦ ସଚର ରାଜନୀତି ମୈଦାନକୁ ଓହ୍ଲାଇଛନ୍ତି । ସେ କଂଗ୍ରେସରେ ଯୋଗ ଦେବେ ବୋଲି...

ଦେଶର ଶ୍ରେଷ୍ଠ ୧୦ ଥାନା: ଶୀର୍ଷରେ ନୋଙ୍ଗ୍‌ପୋକ୍‌ ସେକମାଇ

ନୂଆଦିଲ୍ଲୀ,୩।୧୨: କେନ୍ଦ୍ର ସରକାରଙ୍କ ପକ୍ଷରୁ ଦେଶର ଶ୍ରେଷ୍ଠ ୧୦ ଥାନାର ନାମ ଗୁରୁବାର ଘୋଷଣା କରାଯାଇଛି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଏସମ୍ପର୍କିତ ତାଲିକା ପ୍ରକାଶ ପାଇଛି।...

ଆଜି ଭାଜପାରେ ଯୋଗ ଦେବେ ଜଣେ ବଡ ନେତା

ନୂଆଦିଲ୍ଲୀ,୯।୬: ବୁଧବାର ନୂଆଦିଲ୍ଲୀ ଭାଜପା କାର୍ଯ୍ୟାଳୟରେ କଂଗ୍ରେସର ଜଣେ ବଡ ନେତା ଭାଜପାରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କ...

ଇନ୍ଦୋରରେ ଅନ୍‌ଲକ୍‌ ପାଇଁ ପ୍ରସ୍ତୁତି: ସାନିଟାଇଜ୍‌ କରାଗଲା ଫଳ, ପନିପରିବା ଦୋକାନ

ଇନ୍ଦୋର,୨୫।୫: ଦେଶରେ କରୋନାର ଦ୍ୱିତୀୟ ଲହରର ପ୍ରକୋପ ଜାରି ରହିଥିବା ବେଳେ ମଧ୍ୟପ୍ରଦେଶ ସରକାର ସହର ଅନ୍‌ଲକ୍‌ ପାଇଁ ପ୍ରସ୍ତୁତ ହେଉଛନ୍ତି। ରାଜ୍ୟର ସବୁଠାରୁ ଅଧିକ...

Advertisement
Archives

Model This Week