ସ୍କୁଟି ଦୁର୍ଘଟଣା: ମିଳିଲା ୩ ମୃତକଙ୍କ ପରିଚୟ

ରାଇକିଆ,୮ା୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନା ବୁଡ଼ାମାହା ବ୍ରିଜ୍‌ରେ ସ୍କୁଟି ଦୁର୍ଘଟଣାରେ ୩ ଯୁବକଙ୍କ ମୁତ୍ୟୁ ଘଟିଛି। ରବିବାର ବିଳମ୍ବିତ ରାତିରେ ପାବୁରିଆରୁ ଫେରୁଥିବା ସମୟରେ ଦୁର୍ଘଟଣା ଘଟିଥିଲା। ଘଟଣାସ୍ଥଳରେ ହିଁ ତିନି ଜଣଙ୍କର ମୃତ୍ୟୁ ଘଟିଥିଲା। ମୃତକ ମାନେ ହେଲେ ରାଇକିଆରେ ବ୍ୟବସାୟ କରୁଥିବା ଗଞ୍ଜାମ ବିରିକୋଟ ଗ୍ରାମର ବସନ୍ତ ପଣ୍ଡା (୩୦),ବେରେଡ଼ାକିଆ ଗ୍ରାମର କୁଶଳ ଦିଗାଲ (୨୫), କାଜୁରୀନାଜୁ ଗ୍ରାମର ବ୍ରହ୍ମାନନ୍ଦ ଭୋଇ (୨୫)। ରାଇକିଆ ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯେକୌଣସି ସମୟରେ ଆସିପାରେ ଖାମେନେଇଙ୍କ ମୃତ୍ୟୁ ଖବର! ଇସ୍ରାଏଲୀ ମିଡିଆର ବଡ଼ ଦାବି

ତେହରାନ,୮।୮: ୨୮ ଫେବୃଆରୀ ୨୦୨୬ରେ ଆରମ୍ଭ ହୋଇଥିବା ଯୁଦ୍ଧର ପ୍ରଥମ ଦିନରେ ହିଁ ଇରାନର ସୁପ୍ରିମ ଲିଡର ଆୟତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ ହୋଇଥିଲା। ଏହାପରେ ତାଙ୍କ…

‘ଦୟାକରି ମୋତେ ସାହାଯ୍ୟ କରନ୍ତୁ’, ମୁଖ୍ୟମନ୍ତ୍ରୀଙ୍କୁ ଏମିତି ଅନୁରୋଧ କଲେ ରିଷଭ ପନ୍ତ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟର ରିଷଭ ପନ୍ତ ଗତକାଲି ବିଳମ୍ବିତ ରାତିରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମୀଙ୍କୁ ଏକ ଅନୁରୋଧ କରିଛନ୍ତି। ସେ ସୋସିଆଲ ମିଡିଆରେ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀଙ୍କୁ…

ଦୋକାନ ଉପରେ ପଡିଲା ରାସ୍ତାକଡରେ ଥିବା ବିଶାଳକାୟ ଗଛ, ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ: ଲୋକଙ୍କ ମଧ୍ୟରେ ଅସନ୍ତୋଷ

ପଟ୍ଟାଙ୍ଗି, ୮।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସ୍ଥିତ ଜାତୀୟ ରାଜପଥ କଡରେ ଥିବା ଏକ ଗଛ ପଡି ଦୋକାନ ଗୃହ…

ଗାଁର ଅଧିଷ୍ଠାତ୍ରୀ ଦେବୀ ଦ୍ୱାରସେନୀ ମନ୍ଦିରରୁ ଚୋରି: ମା’ଙ୍କ ରୂପା ମୁକୁଟ ସହ ନେଇଗଲେ…

ବଲାଙ୍ଗୀର,୮।୮ (ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ଦ୍ୱାରସେନୀ ମନ୍ଦିରରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି…

ଆରମ୍ଭ ହେଲା Mettle Meet 2026 ମହାକୁମ୍ଭ

ଭୁବନେଶ୍ୱର, ୮।୮: ୨୦୨୬ ‘ମେଟଲ ମିଟ୍‌’ ପ୍ରିଲିମ୍ସ ଆଜିଠାରୁ ଆରମ୍ଭ ହୋଇଯାଇଛି। ଓଡ଼ିଶା ପୋଷ୍ଟ ମେଟଲ ମଟ୍‌ର ଜୁନିୟର ବର୍ଗ ଏକତ୍ରିତ ହେଉଥିବାବେଳେ ପ୍ରଥମ ଲଢ଼େଇ ନିକଟବର୍ତ୍ତୀ…

Mettle Meet 2026: ରେଜିଷ୍ଟ୍ରେଶନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୮।୮: ‘ମେଟଲ ମିଟ’ର ଦଶମ ସଂସ୍କରଣ ଶନିବାର ଆରମ୍ଭ ହୋଇଯାଇଛି। ସକାଳ ୮.୩୦ରୁ ଏହି କୁଇଜ ମହାକୁମ୍ଭ ପାଇଁ ରେଜିଷ୍ଟ୍ରେଶନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ସ୍ବସ୍ତି…

ବରଗଡ଼ ୯ବୁଣାକାରଙ୍କୁ ରାଜ୍ୟ ପୁରସ୍କାର: ଜାଣନ୍ତୁ କିଏ କିଏ ପାଇଲେ ଏହି ସମ୍ମାନ

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ସ୍ଥିତ ବୟନଶିଳ୍ପ ଉପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଜିଲାସ୍ତରୀୟ ଜାତୀୟ ହସ୍ତତନ୍ତ ଦିବସ ପାଳିତ ହୋଇଛି। କାର୍ଯ୍ୟକ୍ରମରେ ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ…

ମୋଦିଙ୍କୁ ଫୋନ କରି ଏମିତି କହିଦେଲେ ନେତାନ୍ୟାହୁ, ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୮।୮: ଆମେରିକା-ଇରାନ ଯୁଦ୍ଧକୁ ନେଇ ପଶ୍ଚିମ ଏସିଆରେ ଉତ୍ତେଜନା ଜାରି ରହିଛି। ମିଡିଲ ଇଷ୍ଟର ପରିସ୍ଥିତିକୁ ନେଇ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇସ୍ରାଏଲର ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri