ସ୍କୁଟିକୁ ପିଟିଲା ହାଇଓ୍ବା: ଜଣେ ମୃତ, ରାସ୍ତା ଅବରୋଧ କଲେ ଲୋକେ

ଭଦ୍ରକ ଅଫିସ,୭।୨: ଭଦ୍ରକ – ଚାନ୍ଦବାଲି ରାଜ୍ୟରାଜପଥ ସରକାର ନଗର ନିକଟରେ ରବିବାର ମଧ୍ୟାହ୍ନରେ
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଅଛନ୍ତି । ତାଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ମୃତ ମହିଳା ଜଣଙ୍କ ଭଦ୍ରକ ବାସୁଦେବପୁର ଅଞ୍ଚଳର ବୋଲି ଜଣାପଡିଛି।     ସୂଚନାନୁଯାୟୀ, ଏକ ସ୍କୁଟି ଯୋଗେ ଦୁଇ ଜଣ ଯାଉଥିବା ସମୟରେ, ଦ୍ରୁତ ଗତିରେ ଆସୁଥିବା ହାଇୱା ପଛପଟୁ ତାଙ୍କୁ ଧକ୍କା ଦେଇଥିଲା। ସ୍ଥାନୀୟ ଲୋକେ ଭଦ୍ରକ – ଚାନ୍ଦବାଲି ରାଜ୍ୟ ରାଜପଥକୁ ଅବରୋଧ କରିଛନ୍ତି। ଫଳରେ ଉଭୟ ପଟୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ଘଟଣାସ୍ଥଳରେ ପୋଲିସ ଓ ଭଦ୍ରକ ଏସ୍‌ଡିପିଓ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚର୍ଚ୍ଚାରେ ପିସି: ପ୍ୟାରିସ୍‌ରେ କଲେ…

ବଲିଉଡ୍‌ରୁ ହଲିଉଡ ପର୍ଯ୍ୟନ୍ତ ରାଜ୍‌ କରୁଥିବା ପ୍ରିୟଙ୍କା ଚୋପ୍ରା ବେଶ୍‌ ଆତ୍ମବିଶ୍ୱାସୀ। କାମରେ ହେଉ କି ପୋଷାକ ସେ ସର୍ବଦା ନିଜକୁ ଦୃଢ ଭାବରେ ପ୍ରଦର୍ଶିତ କରିଥାନ୍ତି।…

ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର…

ପୋଲିସ୍‌ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP

ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ…

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…

ମା’ ପାଇଁ ଗଛଟିଏ: ଚାରାରୋପଣ ପାଇଁ ଆଗ୍ରହ ଦେଖାଦେଉଛନ୍ତି ଛାତ୍ରୀଛାତ୍ର

ଦାରିଙ୍ଗବାଡି,୮।୭(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୭୭ତମ ବନ ମହୋତ୍ସବ ତଥା ମା’ଙ୍କ ପାଇଁ ଗଛଟିଏ କାର୍ଯ୍ୟକ୍ରମ…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

ଭିଜିଲାନ୍ସ ଜାଲରେ ରେଞ୍ଜର, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ ସ୍ଥାନରେ ଚଢାଉ

କେନ୍ଦ୍ରାପଡା, ୮।୭ (ଜଗନ୍ନାଥ ଧଳ): କଟକସ୍ଥ ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ରେଞ୍ଜର ରବିନ୍ଦ୍ର କୁମାର ନାୟକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri