ସ୍କୁଟି-ବାଇକ ମୁହାଁମୁହିଁ ଧକ୍କା: ୨ ମୃତ

ହରଭଙ୍ଗା ,୧୬।୯ ( ଡି .ଏନ. ଏ.)- ବୌଦ୍ଧ ଜିଲା ହରଭଙ୍ଗା ଥାନା ହରଭଙ୍ଗା ଯୁକ୍ତ ଦୁଇ ଜୁନିୟର କଲେଜ ନିକଟରେ ବୁଧୁବାର ଅପରାହ୍ନରେ ଏକ ସ୍କୁଟି ସହିତ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ହୋଇଛନ୍ତି।
ପ୍ରକାଶ ଯେ, ହରଭଙ୍ଗା ଗ୍ରାମର ପ୍ରଶାନ୍ତ ଦନାୟକ ଏବଂ ଅଜିତ ଭୋକ୍ତା ଏକ ସ୍କୁଟି ଯୋଗେ ଛତ୍ରଙ୍ଗ ଅଭିମୁଖେ ଯାଉଥିବାବେଳେ ବିପରୀତ ଦିଗରୁ ଆସୁଥିବା ଗଣ୍ଡିସର ଗ୍ରାମର ସାନୁ ବେହେରାଙ୍କ ବାଇକ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ସ୍କୁଟି ଚାଳକ ପ୍ରଶାନ୍ତ ଦନାୟକ(୨୩)ଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟ ଦୁଇଜଣଙ୍କୁ ଗୁରୁତର ଅବସ୍ଥାରେ ପୁରୁଣାକଟକ ମେଡିକାଲକୁ ଚିକିତ୍ସା ପାଇଁ ନିଆଯାଇଥିଲା। ସେଠାରେ ବାଇକ ଚାଳକ ସାନୁ ବେହେରା(୧୯)ଙ୍କ ମୃତ୍ୟୁ ଘଟିଛି। ଅଜିତଙ୍କୁ ଗୁରୁତର ଅବସ୍ଥାରେ ବୌଦ୍ଧ ମେଡିକାଲ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ହରଭଙ୍ଗା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୭ ବର୍ଷୀୟା ବାଳିକାଙ୍କୁ ବିଏମ୍‌ସିର ସହାୟତା

ଭୁବନେଶ୍ୱର,୨୨।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା ପାଣ୍ଠିରୁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ୭ବର୍ଷୀୟା ଜଣେ ବାଳିକାଙ୍କୁ ସହାୟତା ପ୍ରଦାନ କରିଛି। ଭିଏସ୍‌ଏସ୍‌ ନଗର ତାରିଣୀ ବସ୍ତିରେ ରହୁଥିବା...

୭ ଦିବ୍ୟାଙ୍ଗଙ୍କୁ ରୋଜଗାର ଦେଉଛନ୍ତି ତେଜସ୍ବିନୀ

ଭୁବନେଶ୍ୱର,୮।୩ (ବ୍ୟୁରୋ): ଦିବ୍ୟାଙ୍ଗ ହୋଇ ବି ମନରେ ରହିଛି ଦୃଢ଼ ଆତ୍ମବିଶ୍ୱାସ। ସ୍ବାଭାବିକ ଭାବେ ଚାଲି ପାରୁ ନ ଥିଲେ ମଧ୍ୟ ୭ ଦିବ୍ୟାଙ୍ଗ ମହିଳାଙ୍କୁ...

ବିଦ୍ୟାଶ୍ରୀଙ୍କ ସମେତ ୪ଜଣଙ୍କ ଲାଏ ଡିଟେକ୍ସନ ହେବ

ଭୁବନେଶ୍ୱର,୨୫।୮(ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ଦାସ ମୃତ୍ୟୁ ମାମଲାରେ କ୍ରାଇମ୍‌ବ୍ରାଞ୍ଚ ତଦନ୍ତକୁ ଦେଢ ମାସରୁ ଊର୍ଦ୍ଧ୍ୱ ବିତିଛି। ହେଲେ ଜିଆର୍‌ପି ଭଳି କ୍ରାଇମବ୍ରାଞ୍ଚ କିଛି ବି ସୁରାକ ପାଇପାରୁନି।...

ଟ୍ରେନ୍‌ ଯାତ୍ରୀଙ୍କ ପାଇଁ ଏସ୍‌ଓପି ଜାରି

ଭୁବନେଶ୍ୱର,୧୧।୫(ବ୍ୟୁରୋ): ଟ୍ରେନ ଯାତ୍ରୀଙ୍କ ପାଇଁ ଦିଲ୍ଲୀ ଓ ଗୋଆ ସରକାରଙ୍କ ପକ୍ଷରୁ ସୋମବାର ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଡୁୟର (ଏସ୍‌ଓପି) ଜାରି କରାଯାଇଛି। ତେଲଙ୍ଗାନା ଓ ଆନ୍ଧ୍ରପ୍ରଦେଶରୁ...

ଅଧ୍ୟାପିକା ଆତ୍ମହତ୍ୟା ମାମଲା: ଝାରପୋଖରିଆ ଆଇଆଇସି ନିଲମ୍ବିତ

ଭୁବନେଶ୍ୱର,୨।୧୨(ବ୍ୟୁରୋ): ମୟୁରଭଞ୍ଜ ଜିଲାରେ ବଳାତ୍କାରର ଶିକାର ହୋଇ ଜଣେ ଅଧ୍ୟାପିକା ପୋଲିସଠାରୁ ନ୍ୟାୟ ନ ପାଇ ଆତ୍ମହତ୍ୟା କରିବା ଭଳି ଘଟଣା ରାଜ୍ୟରେ ଆଲୋଡନ ସୃଷ୍ଟି...

ପୁରୀରେ ପହଞ୍ଚିଲେ୧୩୩ ପାକିସ୍ତାନୀ ହିନ୍ଦୁ

ପୁରୀ ଅଫିସ,୪ା୧: ପୁରୀରେ ପହଞ୍ଚିଛନ୍ତି ୧୩୩ ଜଣ ପାକିସ୍ତାନୀ ହିନ୍ଦୁ ପର୍ଯ୍ୟଟକ। ଶୁକ୍ରବାର ରାତି ପ୍ରାୟ ୯ଟାରେ ଏମାନେ ବସ୍‌ରେ ଆସି ପୁରୀରେ ପହଞ୍ଚିବା ପରେ...

ତ୍ରୟୋଦଶ ଚଉଷଠି ଯୋଗିନୀ ମହୋତ୍ସବ ଉଦ୍‌ଯାପିତ: ପଦ୍ମଶ୍ରୀ ଅରୁଣା ମହାନ୍ତିଙ୍କୁ ନୃତ୍ୟ ପ୍ରତିଭା ସମ୍ମାନ

ବାଳକାଟୀ,୨୬ା୧୨(ଡି.ଏନ୍‌.ଏ.): ବାଲିଅନ୍ତା ବ୍ଲକ ଅନ୍ତର୍ଗତ ହୀରାପୁରସ୍ଥିତ ତନ୍ତ୍ରପୀଠ ଚଉଷଠି ଯୋଗିନୀଙ୍କ ପୀଠରେ ଆୟୋଜିତ ତ୍ରୟୋଦଶ ଅନ୍ତର୍ଜାତୀୟ ଯୋଗିନୀ ମହୋତ୍ସବ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଭୁବନେଶ୍ୱରର ନୃତ୍ୟ...

ଗବେଷଣା କ୍ଷେତ୍ରରେ ଉତ୍ସାହ ସୃଷ୍ଟି କରିବ ନୂଆ ଶିକ୍ଷାନୀତି : ଧର୍ମେନ୍ଦ୍ର

ଭୁବନେଶ୍ୱର, ୧ା୧୦ (ବ୍ୟୁରୋ):ନୂଆ ଶିକ୍ଷାନୀତି ଦେଶରେ ବିଶ୍ୱସ୍ତରୀୟ ଶିକ୍ଷା ତିଆରି କରିବ। ସମସ୍ତଙ୍କୁ ଗୁଣାତ୍ମକ ଶିକ୍ଷା ମିଳିବା ସହ ଶିକ୍ଷାର ସ୍ବାଧୀନତା ଓ ସ୍ବାୟତ୍ତତା ବଢ଼ିବ।...

Advertisement


Archives

Model This Week

Why Dharitri