ଦ୍ରୁତଗତିରେ ଆସୁଥିଲା ବସ୍‌, ଚକାତଳେ ଫସିଗଲେ ସ୍କୁଟି ଚାଳକ

ଭଞ୍ଜନଗର,୭ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସ୍‌ଷ୍ଟାଣ୍ଡଠାରୁ ମାତ୍ର ୫୦ ମିଟର ଦୂରରେ ଥିବା ବେଲଗୁଣ୍ଠା ରୋଡ୍‌ ଛକରେ ଶୁକ୍ରବାର ସକାଳେ ଏକ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ସ୍କୁଟି ଚାଳକ ସାମାନ୍ୟ ଆହତ ହୋଇଛନ୍ତି। କିନ୍ତୁ ଉକ୍ତ ଗୋଲେଇ ଛକଟି ଛୋଟ ହୋଇଥିବା ଯୋଗୁ ଦୈନନ୍ଦିନ ସେଠାରେ ଛୋଟ ବଡ଼ ଦୁର୍ଘଟଣା ଘଟୁଛି। ତେଣୁ ଉକ୍ତ ଛକକୁ ସମ୍ପ୍ରସାରଣ କରିବା ପାଇଁ ଦାବି ହୋଇଛି।

ଘଟଣାରୁ ପ୍ରକାଶ ଯେ, ଶୁକ୍ରବାର ସକାଳେ ଏକ ସ୍କୁଟିରେ ଦୁଇଜଣ ଯାତ୍ରୀ ବେଲଗୁଣ୍ଠା ଅଭିମୁଖେ ଯାଉଥିଲେ। ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ବସ୍‌ ଛକରେ ବୁଲିବା ସମୟରେ ସ୍କୁଟି ଚାଳକଙ୍କ ଉପରେ ଚଢ଼ିଯାଇଥିଲା। ଏଥିରେ ସ୍କୁଟି ଚାଳକ ସାମାନ୍ୟ
ଆହତ ହୋଇଥିଲେ। ଏହାପରେ ସେଠାରେ ଉପସ୍ଥିତ ଥିବା ଲୋକେ ସ୍କୁଟି ଚାଳକଙ୍କୁ ଚକାତଳୁ ଉଦ୍ଧାର କରିଥିଲେ। ବସ୍‌ଟି ଯଦି ଦ୍ରୁତଗତିରେ ଥାନ୍ତା ତେବେ ସ୍କୁଟି ଚାଳକଙ୍କ ଜୀବନ ପ୍ରତି ବିପଦ ଥାନ୍ତା। କିନ୍ତୁ ସେଭଳି କିଛି ବଡ଼ ଅଘଟଣ ଘଟିନାହିଁ।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଐତିହାସିକ ନିଷ୍ପତ୍ତି: ପୁରୁଷ ଦଳର କୋଚ୍ ହେଲେ ମହିଳା କ୍ରିକେଟର

ନୂଆଦିଲ୍ଲୀ,୧୩।୫: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ଇଂଲଣ୍ଡ କ୍ରିକେଟ ବୋର୍ଡ ଏକ ଐତିହାସିକ ନିଷ୍ପତ୍ତି ନେଇଛି। ଇଂଲଣ୍ଡର ପୂର୍ବତନ ମହିଳା ଉଇକେଟକିପର ସାରା ଟେଲରଙ୍କୁ ପୁରୁଷ…

୧୦୮୨୮ ରନ୍, ୩୮୦ ଉଇକେଟ… ସିଜିନ ମଝିରେ ହଠାତ୍ ଅବସର ନେଲେ ଅଭିଜ୍ଞ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୩।୫: ଇଂଲଣ୍ଡ କ୍ରିକେଟରୁ ଏକ ଚକିତ କଲାଭଳି ଖବର ସାମ୍ନାକୁ ଆସିଛି । ଇଂଲଣ୍ଡ ଟିମ୍‌ର ଅଭିଜ୍ଞ ଅଲରାଉଣ୍ଡର ଲିଆମ ଡସନ (Liam Dawson) ହଠାତ ପ୍ରଥମ…

ବଲାଙ୍ଗୀର ତୁଷୁରା ଗ୍ରୀଡରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା…

ବଲାଙ୍ଗୀର,୧୩।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଓପିଡିସିଏଲ ଗ୍ରୀଡ଼ରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ରାତିରେ ହଠାତ୍ ଗ୍ରୀଡ଼ ପରିସରରୁ ଭୟଙ୍କର ନିଆଁ ଓ କଳା…

ଖୁବ୍ ଶୀଘ୍ର ଚାଲିବ ପୁରୀ-କୋରାପୁଟ ନୂଆ ଏକ୍ସପ୍ରେସ୍‌; ରେଳ ମନ୍ତ୍ରଣାଳୟର ମଞ୍ଜୁରୀ, ବଲାଙ୍ଗୀରରେ ଖୁସିର ଲହରୀ

ବଲାଙ୍ଗୀର,୧୩।୫ (ସୁନିଲ କୁମାର ମହାନ୍ତି): ଓଡ଼ିଶାର ରେଳ ସଂଯୋଗୀକରଣ କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ, ରେଳ ମନ୍ତ୍ରଣାଳୟ ପକ୍ଷରୁ ପୁରୀ ଏବଂ କୋରାପୁଟ ମଧ୍ୟରେ ଏକ…

ଧରିତ୍ରୀ ପ୍ରଭାବ: ପହଞ୍ଚିଲେ ଟେକ୍ନିକାଲ ଟିମ୍, ଆରମ୍ଭ ହେଲା ପାନୀୟଜଳ ପ୍ରକଳ୍ପ ମରାମତି

ଭେଡେନ,୧୩।୫(ହୃଷିକେଶ ଖମାରୀ)-ବରଗଡ଼ ଜିଲା ଭେଡେନ ବ୍ଲକ ଦେଶ ଭଟଲି ପଞ୍ଚାୟତ ଅନ୍ତର୍ଗତ ବିଶିପାଲି ଗ୍ରାମ ରାସ୍ତା ଉପରେ ଠିକାଦାର କଲର୍ଭଟ ନିର୍ମାଣ ଆରମ୍ଭ କରିବା ସମୟରେ ଜେସିବିରେ…

ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣା: ବିଜୁ ଛାତ୍ର ଜନତାର ପ୍ରତିବାଦ, ଧର୍ମେନ୍ଦ୍ର ପ୍ରଧାନଙ୍କ ଫଟୋ ଚିତ୍ର ଦାହ କଲେ…

ବରଗଡ଼,୧୩।୫(ପ୍ରେମାନନ୍ଦ ଖମାରୀ): ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ପ୍ରତିବାଦ ଓ ବିରୋଧର ସ୍ବର ତେଜି ଉଠିଛି । ବରଗଡ଼ରେ ମଧ୍ୟ ଏହାର…

ଘୋଡ଼ାହାଡ଼ ପାଣି ପଞ୍ଚାୟତ ନିକଟରେ ଦୁର୍ଘଟଣା: ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା, ୨ ଜଣ…

ଦିଗପହଣ୍ଡି,୧୩|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ବୁଧବାର ରାତି ପ୍ରାୟ ସାଢେ…

ଚମକିଲେ ବିକାଶ ଆବାସିକ ବିଦ୍ୟାଳୟ ଛାତ୍ରୀଛାତ୍ର: ବାଣିଜ୍ୟରେ ମୟଙ୍କ,ବିଜ୍ଞାନରେ ଶିଳା ନୟନ ଜିଲା ଟପ୍ପର

ଭବାନୀପାଟଣା,୧୩।୫(ଉତ୍ତମ କୁମାର ଦାଶ)- ସିବିଏସ୍‌ଇ ଦ୍ଵାଦଶ ପରୀକ୍ଷାରେ ଭବାନୀପାଟଣା ସ୍ଥିତ ବିକାଶ ଆବାସିକ ବିଦ୍ୟାଳୟର ଛାତ୍ରୀଛାତ୍ର ଅଭୂତପୂର୍ବ ସଫଳତା ହାସଲ କରି ଜିଲାରେ ଚମକଛନ୍ତି। ବିଜ୍ଞାନ ବିଭାଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri