ଚାଲୁଥିବା ବେଳେ ହଠାତ୍‌ ଜଳିଉଠିଲା ସ୍କୁଟି, ଆଉ ତା’ପରେ…

ନବରଙ୍ଗପୁର,୬।୭(ସଦାଶିବ ପ୍ରହରାଜ): ଚାଲୁଥିବା ବେଳେ ହଠାତ୍‌ ଜଳିଉଠିଲା ସ୍କୁଟି। ଅଳ୍ପକେ ବର୍ତ୍ତିଗଲେ ଶିକ୍ଷକ। ସୋମବାର ନବରଙ୍ଗପୁର-କୋଷାଗୁମୁଡା ରାସ୍ତାରେ ଥିବା ଡଲଫିନ ରିସର୍ଟ ନିକଟରେ ଏହି ଦୁର୍ଘଟଣା ଘଟିଛି। ଶର୍ଟସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି।

ମିଳିଥିବା ସୂଚନା ମୁତାବକ, ପୂଜାରୀଗୁଡ଼ା ଗ୍ରାମ ବିଦ୍ୟାଳୟର ଶିକ୍ଷକ ସନ୍ଦୀପ ପଣ୍ଡା ସୋମବାର ନିଜ ସ୍କୁଟିରେ ସ୍କୁଲକୁ ଯାଉଥିଲେ। ଡଲଫିନ ରିସର୍ଟ ନିକଟରେ ପହଞ୍ଚତ୍ବା ବେଳେ ହଠାତ୍‌ ସ୍କୁଟିଟି ବନ୍ଦ ହୋଇଯାଇଥିଲା। ସେ ସିଟ୍‌ରୁ ଓହ୍ଲାଇ ଗାଡ଼ି ଦେଖୁଥିବା ବେଳେ ସ୍କୁଟିର ପଛପଟୁ ହଠାତ୍‌ ଧୂଆଁ ବାହାରିବା ସହ ନିଆଁ ଲାଗିଯାଇଥିଲା। ମୁହୂର୍ତ୍ତକ ମଧ୍ୟରେ ନିଆଁ ବ୍ୟାପି ଯାଇଥିଲା। ସ୍ଥାନୀୟ ଲୋକେ ଏହା ଦେଖି ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ନବରଙ୍ଗପୁର ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲେ। ସେତେବେଳକୁ ସ୍କୁଟିଟି ସମ୍ପୂର୍ଣ୍ଣ ପୋଡ଼ି ନଷ୍ଟ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

ଲଭ-ସେକ୍ସ-ଧୋକା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ଯୁବତୀଙ୍କୁ ଭଲ ପାଇ ବିବାହ କରିବା ପରେ ପ୍ରତାରଣା କରାଯାଇଥିବା ଅଭିଯୋଗ…

ଭାଜପାରେ ମିଶିଲେ କର୍ଲାମୁଣ୍ଡା ବ୍ଲକର ୩ ମହିଳା ସରପଞ୍ଚ

କର୍ଲାମୁଣ୍ଡା,୬ା୭ (ପ୍ରଦୀପ କୁମାର ସାହୁ): ଭବାନୀପାଟଣାଠାରେ ଭାଜପା ପକ୍ଷରୁ ଆୟୋଜିତ ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କ ୧୨୫ ତମ ଜୟନ୍ତୀ ସମାରୋହ ଅବସରରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ…

ବିବାହିତାଙ୍କୁ କଲେ ଦ୍ଵିତୀୟ ବିବାହ: ସ୍ବାମୀଙ୍କ ଫୋନରୁ ଅନ୍ତରଙ୍ଗ ଭିଡିଓ ଭାଇରାଲ କଲେ ପ୍ରଥମ ସ୍ତ୍ରୀ , ଡରିକି ଏମିତି …

ଦିଗପହଣ୍ଡି,୬|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ରହୁଥିବା ଜଣେ ବିବାହିତା(୩୦)ଙ୍କୁ ପ୍ରେମ କରି ଦ୍ଵିତୀୟ ବିବାହ କରିବା ପରେ କୁକୁଡ଼ାଖଣ୍ଡି…

କଲ୍ୟାଣସିଂହପୁର ଭିଡ଼ ହିଂସା, ୨୪ ଅଭିଯୁକ୍ତଙ୍କ ହେଲା ଟିଆଇ ପରେଡ୍‌

ରାୟଗଡ଼ା/ବିଷମ କଟକ, ୬।୭ (କୈଳାସ ଚନ୍ଦ୍ର ପୃଷ୍ଟି/ ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁରରେ ଘଟିଥିବା ବହୁଚର୍ଚ୍ଚିତ ଭିଡ଼ ହିଂସା ମାମଲାରେ ସୋମବାର ବିଷମକଟକ ଉପକାରାଗାରରେ…

ଡେପୁଟେଶନରେ ଯାଇଥିବା ଶିକ୍ଷକଙ୍କୁ ଫେରାଇ ଆଣିବାକୁ ବିଇଓଙ୍କୁ ଦାବି

ଗଞ୍ଜାମ, ୬।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୀଳାଦ୍ରିପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ସୁଦାମ ନାୟକଙ୍କୁ ଅନ୍ୟ ଏକ ବିଦ୍ୟାଳୟକୁ…

କ୍ୱାର୍ଟରରେ ଇଂଲଣ୍ଡ, ମେକ୍ସିକୋର ଅଭିଯାନ ଶେଷ

ମେକ୍ସିକୋ ସିଟି, ୬ା୭: ଘରୋଇ ଫିଲ୍ଡ ଓ ପରିବେଶରେ ଖେଳିବାର ଫାଇଦା ସହିତ ପ୍ରତିପକ୍ଷ ଦଳ ପ୍ରାୟତଃ ଦ୍ୱିତୀୟାର୍ଦ୍ଧ ୧୦ ଖେଳାଳିରେ ଖେଳିବା ସତ୍ତ୍ୱେ ମେକ୍ସିକୋର ଅଭିଯାନ…

କାଲି  ଖୋର୍ଦ୍ଧା ରୋଡ୍ ଡିଭିଜନ୍‌ରେ ୮ ମେମୁ ଟ୍ରେନ୍‌ ବାତିଲ: ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୬।୭: ଯାତ୍ରୀମାନଙ୍କ ପାଇଁ ଜରୁରୀ ସୂଚନା। ମାଳତୀପାଟପୁର ଓ ପୁରୀ ଷ୍ଟେସନ ମଧ୍ୟରେ ଚାଲିଥିବା ଆଧୁନିକୀକରଣ ଓ ରେଳ ଭିତ୍ତିଭୂମି ଉନ୍ନୟନ କାର୍ଯ୍ୟ ପାଇଁ ଆସନ୍ତାକାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri