ବାଇକ୍‌କୁ ପିଟିଲା ସ୍କର୍ପିଓ, ବସ୍‌ ସହ ମୁହାଁମୁହିଁ ହେଲା କାର୍‌, ଚାଲିଗଲା ୪ ଜୀବନ

କରଞ୍ଜିଆ,୨୭ା୪(କବିତା ମହାନ୍ତ) : ମୟୂରଭଞ୍ଜ କରଞ୍ଜିଆ ଥାନା ଅଞ୍ଚଳରେ ସିରିଜ୍‌ ଦୁର୍ଘଟଣା ଘଟିଛି। ଏକ ବାଇକ୍‌କୁ ସ୍କର୍ପିଓ ପିଟିଥିବାରୁ ବାଇକ୍‌ରେ ଯାଉଥିବା ସ୍ବାମୀ-ସ୍ତ୍ରୀଙ୍କ ଜୀବନ ଯାଇଛି। ମୃତ ଦମ୍ପତି କରଞ୍ଜିଆ ହସ୍ପିଟାଲରୁ ଦେହ ଦେଖାଇ ନିଜ ଘର ପାଣ୍ଠ ଗ୍ରାମକୁ ଯାଉଥିବା ବେଳେ ସ୍କ୍ରପିଓ ଗାଡ଼ି ଜାମସେଦପୁର ଟାଟାରୁ ତାରିଣୀ ଦର୍ଶନ ପାଇଁ ଆସୁଥିବା ବେଳେ କରଞ୍ଜିଆ ବାମନା ଶାଳ ନିକଟରେ ଘଟିଛି ଦୁର୍ଘଟଣା। ସ୍କ୍ରପିଓ ଗାଡ଼ିରେ ବସିଥିବା ଦୁଇ ମହିଳା ଆହତ ହୋଇଛନ୍ତି।

ସେହିପରି କାଦଡିହା ନିକଟରେ କଲେଜରୁ ଫେରୁଥିବା ବେଳେ ପଡ଼ିଆବେଡ଼ା କଲେଜ ଅଧ୍ୟାପକଙ୍କ ବାଇକ୍‌କୁ ପିଟିଲା ଏକ ବାଇକ୍‌। ଗୁରୁତର ଅବସ୍ଥାରେ କରଞ୍ଜିଆ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।

ସେହିପରି କାଦଡିହା ନିକଟରେ ଏକ କାର୍‌ ସହ ପ୍ରଶାନ୍ତି ନାମକ ଯାତ୍ରୀବାହୀ ବସ୍‌ ମୁହାଁମୁହିଁ ଧକ୍କା ହେବାରୁ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ଘଟଣାସ୍ଥଳରେ ଜଙ୍ଗଲ ମନ୍ତ୍ରୀ ଗଣେଶ୍ୱର ସିଂ ଖୁଣ୍ଟିଆ ଉପସ୍ଥିତ ରହି ଉଦ୍ଧାର କାର୍ଯ୍ୟ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri