ଗଛରେ ପିଟିଲା ସ୍କର୍ପିଓ, ଚାଲିଗଲା ୩ ଜୀବନ

କୁଆଁରମୁଣ୍ଡା,୨୬ା୪(ମହେନ୍ଦ୍ର କୁମାର ସାହୁ): ଝାଡ଼ଖଣ୍ଡ ରାଜ୍ୟ ଚତରାରେ ଶନିବାର ଏକ ସ୍କର୍ପିଓ ରାସ୍ତା ପାଶର୍‌ବରେ ଥିବା ଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ସୁନ୍ଦରଗଡ଼ ଜିଲା ରାଏବୋଗା ଥାନାର ହୋମ୍‌ଗାର୍ଡ ରଶ୍ମିରଞ୍ଜନ ସାହୁ ଗୁରୁତର ଆହତ ହୋଇ ରାଞ୍ଚତ୍ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କ ସ୍ତ୍ରୀ, ଶାଶୁ ଓ ଦେଢ଼ ଶାଶୁଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଛି।

ରାଞ୍ଚତ୍ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ ଚଳାଇଛି। ସେହିପରି ରାଏବୋଗା ଥାନା ଅଧିକାରୀ ପ୍ରହଲ୍ଲାଦ ପ୍ରଧାନଙ୍କ ସୂଚନା ଅନୁଯାୟୀ,ଗତ ସପ୍ତାହେ ତଳେ ହୋମ୍‌ଗାର୍ଡ ରଶ୍ମିରଞ୍ଜନ ଝାଡ଼ଖଣ୍ଡର ଚତରା ଅଞ୍ଚଳରେ ବିବାହ କରିଥିଲେ। ଗତ ୨ଦିନ ତଳେ ସେ ନିଜ ସ୍ତ୍ରୀ ସହ ଶ୍ୱଶୁର ଘରକୁ ଯାଇଥିଲେ। ଶନିବାର ସେ ସେହି ଅଞ୍ଚଳରେ କାଳୀ ମନ୍ଦିରକୁ ଶ୍ୱଶୁର ଘର ଲୋକଙ୍କ ନେଇ ଏକ ସ୍କର୍ପିଓ ଚଳାଇ ଯାଇଥିଲେ। ହେଲେ ମନ୍ଦିରରୁ ଶ୍ୱଶୁର ଘରକୁ ଫେରିବା ବାଟରେ ଚତରା ନିକଟରେ ଭାରସାମ୍ୟ ହରାଇ ସ୍କର୍ପିଓଟି ରାସ୍ତା ପାଶର୍‌ବରେ ଥିବା ଏକ ପୁରାତନ ପିଟି ହୋଇ ଓଲଟି ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ପାଇଁ ଦିନ ନୁହେଁ, ମନଟିଏ ଲୋଡ଼ା

ଆଜି ଭାଲେଣ୍ଟାଇନ୍ସ ଡେ’। ପ୍ରେମ ଦିବସ। ମନର ମଣିଷ ସହ ହଜେଇବାର ଦିନଟିଏ। ପ୍ରେମୀଯୁଗଳଙ୍କ ପାଇଁ ସ୍ବପ୍ନ ଓ ସମ୍ଭାବନାର ମୁହୂର୍ତ୍ତ। ପାଶ୍ଚାତ୍ୟ ଦେଶରୁ ଆରମ୍ଭ ହୋଇଥିବା…

Valentine Day: ଭାଲେଣ୍ଟାଇନ୍ସ ଡେ’ରେ ଏହି ୩ ରାଶିର ଭାଙ୍ଗିବ ହୃଦୟ! ରୋମାଣ୍ଟିକ ଡିନର୍‌ରେ ଯିବେ ମୀନ ସହ ଏହି ୨ରାଶି…

ଆଜି ଭାଲେଣ୍ଟାଇନ୍ସ ଡେ। ପ୍ରେମର ଏହି ଦିନରେ, ଆଜି ପ୍ରେମ ରାଶିଙ୍କ ବିଷୟରେ ଆସନ୍ତୁ ଜାଣିବା। ମେଷ, ସିଂହ, କନ୍ୟା, ବିଛା ଏବଂ ମୀନ ରାଶିର ଲୋକମାନେ…

ରାସ୍ତା ଆଢୁଆଳରେ ନଳକୂପ: ପିଇବା ପାଣି ପାଇଁ ହଟହଟା

ଲୋଇସିଂହା,୧୩।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଗୁର୍ଜିଭଟାରୁ ବାଦିବାହାଲ ଆରଡି ରାସ୍ତା ପ୍ରଶସ୍ତ ଓ ଉନ୍ନତୀକରଣ କାମ ଚାଲିଛି ା ଏହାଦ୍ୱାର ରାସ୍ତା ପାର୍ଶ୍ୱରେ ଥିବା…

ରାତିରେ ଧୂମ୍‌ଧାମରେ ପାଳିଲେ ବିବାହବାର୍ଷିକୀ, ସକାଳୁ ପାଲଟିଗଲେ ଶବ

ବଣାଇଁ,୧୪ା୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ପର୍ଯ୍ୟଟନସ୍ଥଳ ଖଣ୍ଡାଧାରକୁ ୩୦ତମ ବିବାହ ବାର୍ଷିକୀ ପାଳନ ପାଇଁ ଆସି ଦମ୍ପତିଙ୍କ ମଧ୍ୟରୁ ଜଣେ ଶବ ହୋଇ ଫେରିବା…

ମହାଶିବରାତ୍ରିରୁ ଉତ୍ତର ଦିଗକୁ ଗତି କରିବେ ବୁଧ ଗ୍ରହ: ଏହି ୩ ରାଶିର ଭଲ ହେବ ନା ଖରାପ, ଜାଣନ୍ତୁ…

ବୈଦିକ ଜ୍ୟୋତିଷରେ, ବୁଧ ଗ୍ରହ ହେଉଛି ବୁଦ୍ଧି, ବାଣୀ, ତର୍କ, ଗଣିତ, ବ୍ୟବସାୟ ଏବଂ ଯୋଗାଯୋଗ ପାଇଁ ଦାୟୀ। ଏହା ଜଣେ ବ୍ୟକ୍ତିଙ୍କ ବିଶ୍ଳେଷଣାତ୍ମକ କ୍ଷମତା, ନିଷ୍ପତ୍ତି…

ଏହି ୫ଟି ଦେଶରୁ ଭାରତକୁ ଆସୁଛି ବିପୁଳ ପରିମାଣରେ ସୁନା, ଜାଣନ୍ତୁ କେତେ ଟଙ୍କାର ହେଉଛି କାରବାର

ନୂଆଦିଲ୍ଲୀ,୧୪।୨:ଭାରତରେ ସୁନା ଆମଦାନୀକାରୀ: ଭାରତ ବିଶ୍ୱର ସବୁଠାରୁ ବଡ଼ ସୁନା ଆମଦାନୀକାରୀ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ଦେଶରେ ସୁନା ଉତ୍ପାଦନ ବହୁତ କମ, ଯେତେବେଳେ ଚାହିଦା (ଅଳଙ୍କାର,…

କଟକ ଜିଲାପାଳଙ୍କୁ ନୋଟିସ୍‌, ଦେବାଶିଷ ସାମନ୍ତରାୟଙ୍କ ଏହି ଅଭିଯୋଗ ନେଇ…

କଟକ,୧୪ା୨: କଟକ ଜିଲାପାଳ ଦତ୍ତାତ୍ରେୟ ଭାଓସାହେବ ସିନ୍ଧେଙ୍କୁ ନୋଟିସ୍‌ ଜାରି ହୋଇଛି। ରାଜ୍ୟ ସଭା ସଚିବାଳୟ ନିର୍ଦ୍ଦେଶକଙ୍କ ପକ୍ଷରୁ ନୋଟିସ୍‌ ହୋଇଛି। ଦେବାଶିଷ ସାମନ୍ତରାୟଙ୍କ ଲିଖିତ ଅଭିଯୋଗକୁ…

ଦାଦନ ଶ୍ରମିକ ଗଣେଶଙ୍କ ୨ କିଡ଼ନୀ ନଷ୍ଟ: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ

କୃଷ୍ଣପ୍ରସାଦ,୧୪।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଗିଲିନାସି ଗ୍ରାମର ଗଣେଶ ଚନ୍ଦ୍ର ପ୍ରଧାନ (୪୦ ବର୍ଷ)ଙ୍କର ଦୁଇଟି କିଡ଼ନୀ ନଷ୍ଟ ହୋଇଛି। ଓଳିଏ ଖାଇଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri