ଟ୍ରକକୁ ପିଟିଲା ସ୍କ୍ରର୍ପିଓ: ଚାଲିଗଲା ୨ ଜୀବନ, ୩ ଗୁରୁତର

ଭଦ୍ରକ,୨।୪(ସନାତନ ରାଉତ): ୧୬ନଂ ଜାତୀୟ ରାଜପଥ ଭଦ୍ରକ ନଳାଙ୍ଗ ସାଇମନ୍ଦିର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାଜପଥରେ ଠିଆ ହୋଇଥିବା ଏକ ଟ୍ରକକୁ ପିଟିଲା ସ୍କ୍ରପିଓ। ଘଟଣାସ୍ଥଳରେ ଡ୍ରାଇଭର ଓ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ୩ ଗୁରୁତରଙ୍କୁ ପ୍ରଥମେ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ସଂକଟାପନ୍ନ ଥିବାରୁ କଟକ ସ୍ଥାନାନ୍ତର କରାଯାଇଛି l ସ୍କ୍ରପିଓ (ନଂ ଡବ୍ଲ୍ୟୁବି୨୪ଏୱାଇ ୮୨୩୪) ରେ ପଶ୍ଚିମବଙ୍ଗରୁ ୭ ଜଣ ପୁରୀ ଯାଉଥିଲେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

ବିଜୁଳି ଖୁଣ୍ଟରେ ପିଟିହେଲା ଟ୍ରାକ୍ଟର, ଆଉ ତା’ପରେ…

ବାଲିଶଙ୍କରା,୩ା୪(ହୃଦାନନ୍ଦ ବାରିକ): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଧୀନ ସାକୁଶପାନୀ ଗ୍ରାମରେ ଶୁକ୍ରବାର ବିଜୁଳି ଖୁଣ୍ଟରେ ଏକ ଟ୍ରାକ୍ଟର ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରାକ୍ଟର…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri