ଦୁଇଶିଶୁଙ୍କ ଉପରେ ମାଡ଼ିଗଲା ସ୍କର୍ପିଓ: ଜଣଙ୍କ ଜୀବନ ଗଲା

ଛେଣ୍ଡିପଦା,୨୮ା୬(ସ୍ବ.ପ୍ର.): ଅନୁଗୋଳ ୬୩ ନଂ. ରାଜ୍ୟ ରାଜପଥର କଙ୍କରେଇ ନିକଟରେ ରବିବାର ଏକ ସ୍କର୍ପିଓ ଧକ୍କାରେ ଜଣେ ଶିଶୁର ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଛି। ଏହା ସହ ଗାଡ଼ିର ଡ୍ରାଇଭର ମଧ୍ୟ ଆହତ ହୋଇଛନ୍ତି ।
ମିଳିଥିବା ସୂଚନା ଅନୁସାରେ, ଭୁବନେଶ୍ୱରରୁ ଏକ ସ୍କର୍ପିଓ ଦ୍ରୁତଗତିରେ ଛେଣ୍ଡିପଦା ଅଭିମୁଖେ ଆସୁଥିବା ବେଳେ କଙ୍କରେଇ ନିକଟରେ ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱରେ ଛତୁ ବିକୁଥିବା ଦୁଇଶିଶୁଙ୍କ ଉପରେ ମାଡ଼ି ଯାଇଥିଲା। ଘଟଣାସ୍ଥଳରେ ଜଣେ ଶିଶୁର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଥିଲା। ଏ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ଖବର ଲେଖା ହେବା ବେଳକୁ ନିଶା ଶିଳ୍ପାଞ୍ଚଳ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିବାକୁ ଚେଷ୍ଟା ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

RCBର ଚମତ୍କାର ବିଜୟ ପରେ କହୁ କହୁ ଏମିତି କହିଦେଲେ ବିରାଟ କୋହଲି

ନୂଆଦିଲ୍ଲୀ,୬।୨: ମହିଳା ପ୍ରିମିୟର ଲିଗ ୨୦୨୬ ଫାଇନାଲରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଜବରଦସ୍ତ ବିଜୟ ପରେ, ପୂର୍ବତନ ପୁରୁଷ ଦଳର ଅଧିନାୟକ ଏବଂ ଷ୍ଟାର ବ୍ୟାଟସମ୍ୟାନ…

ନେତୃତ୍ୱ ଆଶଙ୍କାରେ ବିଜେଡି: କିଏ ହେବେ ଆଗାମୀ ନେତା

ଭୁବନେଶ୍ୱର,୬।୨ (ସୁନିତ୍‌ ମିଶ୍ର):ନିମାପଡ଼ା ନିର୍ବାଚନମଣ୍ଡଳୀରେ ବିଜେଡିର ନେତା କିଏ ହେବେ ତାକୁ ନେଇ ଦଳ ଭିତରେ ବର୍ତ୍ତମାନ ମାନସମନ୍ଥନ ଆରମ୍ଭ ହୋଇଯାଇଛି। ନିମାପଡ଼ା ବିଧାନସଭା କ୍ଷେତ୍ରରୁ ପ୍ରଭାତୀ…

ଚାଲି ଚାଲି ଶାଶୁଘର ଗାଁ ବୁଲିଲେ ରାଷ୍ଟ୍ରପତି: ପ୍ରୋଟୋକଲ ଭାଙ୍ଗି…

ବାରିପଦା/ ରାଇରଙ୍ଗପୁର, ୬ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ/ ମାନସ ମହାନ୍ତି):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି।  ଶାଶୁଘର ପାହାଡ଼ପୁର ଗ୍ରାମକୁ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ…

ସମସ୍ୟା ଘେରରେ ସାହାଜଟ ଆଶ୍ରମ ବିଦ୍ୟାଳୟ: ବାରଣ୍ଡାରେ ବସି ପାଠ ପଢୁଛନ୍ତି ପିଲା

ନୂଆପଡ଼ା,୬ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଜଟଗଡ ପଞ୍ଚାୟତର ସାହାଜଟ ଆଶ୍ରମ ବିଦ୍ୟାଳୟ ସମସ୍ୟାଘେରରେ ଗତିକରୁଛି। ୧୯୫୫ ମସିହାରେ ସ୍ଥାପିତ ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ…

ଖଣି ବିଭାଗର ଚଢ଼ାଉ: ୩ ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି): ଖଣି ବିଭାଗ ଥୁଆମୂଳ ରାମପୁର ଅଞ୍ଚଳରେ ଚଢ଼ାଉ କରି ୩ ବାଲି ବୋଝେଇ ହାଇୱା ଜବତ କରିଛି। କଳାହାଣ୍ଡି ଖଣି…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର: ଆବେଦନ ତାରିଖ ବୃଦ୍ଧି

ଭୁବନେଶ୍ୱର,୬ା୨(ସୁଚିସ୍ମିତା ସାହୁ):ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ସମୟସୀମା ବୃଦ୍ଧି କରାଯାଇଛି। ପୂର୍ବରୁ ଏହାକୁ ଫେବୃଆରୀ ୫ ତାରିଖ ଯାଏ ବଢ଼ାଯାଇଥିଲାବେଳେ ଏବେ ଆସନ୍ତା ୧୮ ତାରିଖକୁ…

ରାଇପାହାଡ଼ରେ ଆନ୍ଧ୍ର ନେତା: ଆନ୍ଧ୍ର ଯୋଜନାରେ ସାମିଲ ପାଇଁ ପ୍ରଲୋଭନ

ନନ୍ଦପୁର/ପାଡୁଆ,୬ା୨(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାନ୍ତ ଗୋଲୁର ପଞ୍ଚାୟତ ରାଇପାହାଡ଼ ଗ୍ରାମରେ ଆନ୍ଧ୍ରପ୍ରଦେଶ ନେତାମାନେ ଗୁରୁବାର ବୈଠକ କରିଛନ୍ତି। ଆନ୍ଧ୍ରର…

ସରକାରଙ୍କ ବଡ଼ ନିଷ୍ପତ୍ତି: ଓଟଙ୍କୁ ମିଳିବ ପାସପୋର୍ଟ

ରିଆଦ୍‌,୬ା୨:ଓଟଙ୍କୁ ନେଇ ସାଉଦି ଆରବ ସରକାର ଏଭଳି ଏକ ନିଷ୍ପତ୍ତି ନେଇଛନ୍ତି, ଯାହାକି ସାରା ଙ୍କ ପକ୍ଷରୁ ପାସ୍‌ପୋର୍ଟ ଦିଆଯିବ। ପାରମ୍ପରିକ ଏବଂ ଅର୍ଥନୈତିକ ଦୃଷ୍ଟିରୁ ସାଉଦି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri