ଦୁଇଶିଶୁଙ୍କ ଉପରେ ମାଡ଼ିଗଲା ସ୍କର୍ପିଓ: ଜଣଙ୍କ ଜୀବନ ଗଲା

ଛେଣ୍ଡିପଦା,୨୮ା୬(ସ୍ବ.ପ୍ର.): ଅନୁଗୋଳ ୬୩ ନଂ. ରାଜ୍ୟ ରାଜପଥର କଙ୍କରେଇ ନିକଟରେ ରବିବାର ଏକ ସ୍କର୍ପିଓ ଧକ୍କାରେ ଜଣେ ଶିଶୁର ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଛି। ଏହା ସହ ଗାଡ଼ିର ଡ୍ରାଇଭର ମଧ୍ୟ ଆହତ ହୋଇଛନ୍ତି ।
ମିଳିଥିବା ସୂଚନା ଅନୁସାରେ, ଭୁବନେଶ୍ୱରରୁ ଏକ ସ୍କର୍ପିଓ ଦ୍ରୁତଗତିରେ ଛେଣ୍ଡିପଦା ଅଭିମୁଖେ ଆସୁଥିବା ବେଳେ କଙ୍କରେଇ ନିକଟରେ ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱରେ ଛତୁ ବିକୁଥିବା ଦୁଇଶିଶୁଙ୍କ ଉପରେ ମାଡ଼ି ଯାଇଥିଲା। ଘଟଣାସ୍ଥଳରେ ଜଣେ ଶିଶୁର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଥିଲା। ଏ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ଖବର ଲେଖା ହେବା ବେଳକୁ ନିଶା ଶିଳ୍ପାଞ୍ଚଳ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିବାକୁ ଚେଷ୍ଟା ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀହନ୍ତାଙ୍କୁ ଆଜୀବନ ଜେଲ

ଢେଙ୍କାନାଳ ଅଫିସ, ୨୧।୨ – ଢେଙ୍କାନାଳ ଜିଲା ରାସୋଳ ଥାନା ଅଞ୍ଚଳରେ ୨୦୧୮ରେ ଘଟିଥିବା ରଶ୍ମିତା ନାୟକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।...

ବଳାତ୍କାରୀଙ୍କୁ ୧୦ ବର୍ଷ କାରାଦଣ୍ଡ

ଫୁଲବାଣୀ ଅଫିସ, ୨୧ା୧: ଫୁଲବାଣୀ ଫାଷ୍ଟଟ୍ରାକ ସ୍ବତନ୍ତ୍ର କୋର୍ଟ ଅତିରିକ୍ତ ଜିଲା ଦୌରାଜଜ୍‌ ଭାସ୍କର ଚନ୍ଦ୍ର ସାହୁ ଶୁକ୍ରବାର ଏକ ନାବାଳିକା ବଳାତ୍କାର ମାମଲାର ରାୟ...

କାମରେ ଲାଗୁନି ବିଜୁ ସେତୁ

ପ୍ରୀତିପୁର,୩୧ା୧୦(ଡି.ଏନ.ଏ.): କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନାରେ ରାସ୍ତା ଓ ବିଜୁ ସେତୁ ନିର୍ମାଣ କରୁଛନ୍ତି। ଏଥିଲାଗି ରାଜକୋଷରୁ ଅର୍ଥ ଖର୍ଚ୍ଚ ହେଉଥିବା ବେଳେ...

ଅଘଟଣକୁ ଆମନ୍ତ୍ରଣ

ଢେଙ୍କାନାଳ ଅଫିସ, ୧୯।୧୧: ଭାଙ୍ଗିଗଲାଣି ସୁରକ୍ଷା ବାଡ଼। ସ୍ପାନ୍‌ରେ ସ୍ଥାନେ ସ୍ଥାନେ ଦେଖାଦେଲାଣି ଫାଟ। ବର, ଅଶ୍ୱତ୍‌ଥ ଗଛ ଉଠି ମାଡ଼ିଗଲାଣି ଚେର। ମାଲ୍‌ବୋଝେଇ ଭାରିଯାନ...

ସ୍ଥାଣୁ ପାଲଟିଛି ବ୍ରିଟ୍‌

ବାଲେଶ୍ୱର ଅଫିସ, ୨।୧୧-ବାଲେଶ୍ୱର ଆଞ୍ଚଳିକ ଉନ୍ନୟନ ସଂସ୍ଥା (ବ୍ରିଟ୍‌)) ଜିଲାର ଏକ ପ୍ରମୁଖ ଏବଂ ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ଉନ୍ନୟନକାରୀ ସଂସ୍ଥା। ରାସ୍ତାଘାଟଠାରୁ ଆରମ୍ଭ କରି...

ସାହାଯ୍‌ ଆଶ୍‌ରେ ପକ୍ଷାଘାତ ରୁଗୀ

ଲାଠୋର ୧୮ା୬(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମାଲପଡ଼ା ପଁଚେତ୍‌ ଅଧୀନ କହ୍ନେଇଛାପର ଗଁ।ର ଖଇରାପଡ଼ା। ଇ ପଡ଼ାରେ ଆଦିବାସୀ ସମାଜର ଉଦ୍ଧବ ଭୋଇ(୫୨)କଁର ଘର।...

ଧର୍ମଶାଳା ବ୍ଲକରେ ଆର୍ଥିକ କେଳେଙ୍କାରୀ: କୋଟିଏରୁ ଉର୍ଦ୍ଧ୍ୱ ଟଙ୍କା ଦେଣନେଣ ଉପରେ ଆପତ୍ତି

ଯାଜପୁର ଅଫିସ,୨୦।୮- ଯାଜପୁର ଜିଲାର ସର୍ବାଧିକ ସରକାରୀ ରାଜସ୍ବ ଆଦାୟ ହେଉଥିବା ଧର୍ମଶାଳା ପଞ୍ଚାୟତ ସମିତି (ବ୍ଲକ)ରେ ବ୍ୟାପକ ଦୁର୍ନୀତିର ଗନ୍ଧ ବାରି ହୋଇଛି। ଏହି...

ରାସ୍ତା ନିର୍ମାଣ କାର୍ଯ୍ୟ ନିମ୍ନମାନର ଅଭିଯୋଗ ପ୍ରସଙ୍ଗ: ଗ୍ରାମବାସୀଙ୍କ ସହ ଆଲୋଚନା ପରେ ପୁଣି ପଡିଲା ପିଚୁ

ଗଞ୍ଜାମ,୧।୨(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଅଳେଶ୍ୱର ପୀଠଠାରୁ ଭୟା ପ୍ରୟାଗୀ ଗ୍ରାମ ଦେଇ ସାହେବ ପାଳୁରୁ କେନାଲ ବ୍ରିଜ଼ ପର୍ଯ୍ୟନ୍ତ ପ୍ରାୟ ଅଢେଇ କିଲୋମିଟର ରାସ୍ତା ୩୫...

Advertisement
Archives

Model This Week