ବ୍ରହ୍ମପୁର ଆଇଟିଆଇକୁ ସ୍କଚ୍‌ ଆୱାର୍ଡ

ବ୍ରହ୍ମପୁର ଅଫିସ୍‌,୨୧ା୩: କରୋନା ସମୟରେ ସଂକ୍ରମଣରୁ ଦୂରେଇ ରହିବା ନିମନ୍ତେ ଉନ୍ନତମାନର ସାମଗ୍ରୀ ପ୍ରସ୍ତୁତ କରି ବ୍ରହ୍ମପୁର ଶିଳ୍ପ ତାଲିମ୍‌ ବୈଷୟିକ ଅନୁଷ୍ଠାନ ୭୨ତମ ସ୍କଚ୍‌ ସମିତିରେ ଶନିବାର ସ୍ବର୍ଣ୍ଣ ବିଜେତା ଭାବେ ସ୍କଚ୍‌ ଆୱାର୍ଡ଼ ହାସଲ କରିଛି। ଛାତ୍ରୀଛାତ୍ରମାନେ ସ୍ମାର୍ଟ ସ୍ବାବ୍‌ ସଂଗ୍ରହ, ସ୍ମାର୍ଟ ୟୁଭିସି ସୋଲ୍‌ ସାନିଟାଇଜର୍‌, ୟୁଭିସି ରୋବୋ ୱାରିଅର୍‌, ୟୁଭିସି ସାନିଟାଇଜର୍‌, ଏରୋସୋଲ୍‌ ବକ୍ସ ଓ ସ୍ବୟଂଚାଳିତ ସାନିଟାଇଜର୍‌ ମେଶିନ୍‌ ନିର୍ମାଣ କରିଥିଲେ। ଏଥିମଧ୍ୟରୁ ୟୁଭିସି ରୋବୋ ୱାରିଅର୍‌, ମୋବାଇଲ୍‌ ସ୍ବାବ୍‌ ସଂଗ୍ରହ କିସୋକ୍‌, ୟୁଭିସି ସୋଲ୍‌ ସାନିଟାଇଜର୍‌ ଓ କୋଭିଡ୍‌ ସିକ୍ୟୁରିଟି ସିଷ୍ଟମ୍‌ ପ୍ରମୁଖ କେନ୍ଦ୍ର ସରକାରଙ୍କ ଆତ୍ମନିର୍ଭର ଭାରତରେ ୨୦୨୦ମେରେ ସ୍ଥାନ ପାଇଥିଲା। ଯାହାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କ୍ୟାବିନେଟ୍‌ ମନ୍ତ୍ରୀ (ଦକ୍ଷତା ବିକାଶ) ଡ.ମହେନ୍ଦ୍ର ନାଥ ପାଣ୍ଡେ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶଂସା କରିଥିଲେ। ଶନିବାର ସ୍କଚ୍‌ ଗ୍ରୁପ୍‌ ପକ୍ଷରୁ ଅନୁଷ୍ଠିତ ଭର୍ଚୁଆଲ୍‌ ବୈଠକରେ ଆଇଟିଆଇକୁ ସ୍କଚ୍‌ ଆୱାର୍ଡ଼ ପ୍ରଦାନ କରାଯାଇଥିଲା। ଏ ନେଇ ଅନୁଷ୍ଠାନର ଅଧ୍ୟକ୍ଷ ଡ.ରଜତ କୁମାର ପାଣିଗ୍ରାହୀ ସଫଳତାର ଶ୍ରେୟ ସମସ୍ତ କୋଭିଡ଼୍‌ ଯୋଦ୍ଧାଙ୍କୁ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିତୁଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ: ସମର୍ଥକଙ୍କ ମହଲରେ ଉତ୍ସାହ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ର ଯୁବନେତା ଅମରନାଥ ଭୋଇ(ଜିତୁ)ଙ୍କୁ ବିଜେଡ଼ି ବଡ଼ ଦାୟିତ୍ୱ ଦେଇଛି। ତାଙ୍କୁ ବିଜୁ ଯୁବ ଜନତା ଦଳର ଉପସଭାପତି(ବରିଷ୍ଠ)ଭାବେ ମନୋନୀତ କରିଛି। ଯୁବନେତା ଜିତୁଙ୍କୁ...

ଟିପିଡବ୍ଲୁଓଡିଏଲ୍‌ର ଗ୍ରାହକ ମାରଣ ନୀତିର ପ୍ରତିବାଦ, କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ବାରକୋଟ,୩୦|୧୨(ଶଶାଙ୍କ ଶେଖର ଝାଙ୍କର): ଟିପିଡବ୍ଲୁଓଡିଏଲ୍ (ବିଦ୍ୟୁତ ବିଭାଗ)ର ଗ୍ରାହକ ମାରଣ ନୀତିର ତୀବ୍ର ବିରୋଧ କରି ଦେବଗଡ ଜିଲା କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri